ନାବାଳିକା ଗଣ ଦୁଷ୍କର୍ମ ମାମଲାରେ ୧୦ ବର୍ଷ ଜେଲ୍
ବରଗଡ – ବରଗଡ ଜିଲ୍ଲା କଲ୍ୟାଣସିଂପୁର ଥାନା ଅଞ୍ଚଳରେ ହୋଇଥିବା ଏକ ନାବାଳିକା ଗଣଦୁଷ୍କର୍ମ ମାମଲାର ବିଚାର କରି ସ୍ୱତନ୍ତ୍ର ପକ୍ସୋ ଅଦାଲତ ଶୁକ୍ରବାରରେ ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ୨୦୧୭ ଅକ୍ଟୋବର ୨୩ତାରିଖରେ ଅଭିଯୁକ୍ତ ନାବାଳିକାକୁ ଦୁଷ୍କର୍ମ କରିଥିଲା ।