କୁମ୍ଭୀର ପ୍ରଜନନ ଋତୁ ପରେ ଅଗଷ୍ଟ ଏକ ତାରିଖରୁ ଖୋଲିବ ଭିତରକନିକା

0 898

ଭୁବନେଶ୍ୱର . – ବିଶ୍ୱପ୍ରସିଦ୍ଧ ଭିତର କନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିବ । କୁମ୍ଭୀର ପ୍ରଜନନ ଋତୁ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ଏହି ଜାତୀୟ ଉଦ୍ୟାନକୁ ବନ୍ଦ ରଖାଯାଇଛି ।

ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ସମୟରେ ଜାତୀୟ ଉଦ୍ୟାନକୁ ବନ୍ଦ ରଖାଯାଇଥାଏ । ଏବେ ଜାତୀୟ ଉଦ୍ୟାନରେ ୬୦ ହଜାରରୁ ଅଧିକ ପକ୍ଷୀଙ୍କ ସହ ବିଭିନ୍ନ ଜୈବ ବିବିଧତା ଦେଖିବାକୁ ମିଳୁଛି ।

Leave A Reply