ଢେଙ୍କାନାଳ .- ଢେଙ୍କାନାଳ ସ୍ଥିତ ଭାରତୀୟ ଜନସଂଚାର ସଂସ୍ଥାନର ୨୭ତମ ପ୍ରତିଷ୍ଠା ଦିବସ ଶନିବାରରେ ପାଳିତ ହୋଇଯାଇଛି । ଏହି ଅବସରରେ ଗଣମାଧ୍ୟମ, ଜାତୀୟବାଦ ଓ ଭାରତର ସ୍ୱାଧୀନତା ସଂଗ୍ରାମ ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା ।
ଏହି କାର୍ଯ୍ୟକ୍ରମରେ ଆଞ୍ଚଳିକ ନିର୍ଦ୍ଦେଶକ ପ୍ରଫେସର ମୃଣାଳ ଚାଟାର୍ଜୀ, ପ୍ରଫେସର ପ୍ରୀତିଶ ଆଚାର୍ଯ୍ୟ ଓ ଅନୁଷ୍ଠାନର ଅଧ୍ୟାପକ ଓ ଛାତ୍ରଛାତ୍ରୀ ଯୋଗଦେଇଥିଲେ ।