କଟକ ଚଣ୍ଡୀ ଓ ଗଡ ଚଣ୍ଡୀ ମନ୍ଦିରରେ ଷୋଳ ପୂଜା ଆରମ୍ଭ

0 4,915

କଟକ – କଟକରେ କଟକ ଚଣ୍ଡୀ ଓ ଗଡ ଚଣ୍ଡୀ ମନ୍ଦିରରେ ଷୋଲ ପୂଜା ଆରମ୍ଭ ହୋଇଛି ।

solapuja

ପ୍ରତ୍ୟହ ଷୋଡଶ ଉପଚାରରେ ପୂଜା କରାଯିବା ସହ ମାଆଙ୍କର ସ୍ୱତନ୍ତ୍ର ପୂଜା ଅନୁଷ୍ଠିତ ହେଉଛି । ଏହି ବେଶ ଦର୍ଶନ ପାଇଁ ପ୍ରତ୍ୟହ ହଜାର ହଜାର ଭକ୍ତଙ୍କର ସମାଗମ ହେଉଛି ।

Leave A Reply