ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଆଭ୍ୟନ୍ତରୀଣ ଜିଲ୍ଲା ସମେତ ମୟୂରଭଞ୍ଜ, ପୁରୀ ଏବଂ ଜଗତ୍ସିଂହପୁରରେ ପ୍ରବଳ ବର୍ଷ ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସେହିପରି ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼ ଏବଂ କେନ୍ଦୁଝରରେ ବର୍ଷା ସମ୍ଭାବନା ରହିଥିବା
ଜଣାପଡ଼ିଛି । ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ସମ୍ବଲପୁରଠାରେ ୩୪ ଡିଗ୍ରୀ ସେଲ୍ସିୟସ୍ ରେକଡ଼ କରାଯାଇଛି ।