ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ୨ ବଖରା ଘର ସମ୍ପୁର୍ଣ୍ଣ ଭସ୍ମୀଭୁତ

0 1,798

 

ପୁରୀଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ତିତିପ ଗ୍ରାମରେ ଗତକାଲି ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ୨ ବଖରା ଘର ସମ୍ପୁର୍ଣ୍ଣ ଭସ୍ମୀଭୁତ ହୋଇଯାଇଛି । ଏହି ଅଗ୍ନିକାଣ୍ଡରେ ୨ଟି ଗାଈ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା
ଜଣାପଡିଛି । ଖବର ପାଇ ମାଲୁଦରୁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ନିଆଁ ଲାଗିବାର ସଠିକ୍‍ କାରଣ ଜଣାପଡି ନାହିଁ ।

Leave A Reply