ଅକ୍ଷୟ ତୃତୀୟାର ବିଶେଷତ୍ୱ

0 2,118

କୁହାଯାଏ ଆଜିର ଦିନରେ ସତ୍ୟଯୁଗର ଆରମ୍ଭ ହୋଇଥିଲା

ବେଦବ୍ୟାସ ଏବଂ ପ୍ରଭୁ ଶ୍ରୀ ଗଣେଶ ଆଜିର ଦିନରେ ମହାଭାରତ ଲେଖିବା ଆରମ୍ଭ କରିଥିଲେ

ନୂଆ ଗହଣା କିଣିବା, ନୂଆ କରି ବ୍ୟବସାୟ ଆରମ୍ଭ କରିବା ଆଦି ଏହି ଦିନରେ ଆରମ୍ଭ କରିବା ଦ୍ୱାରା ଏହା ଶୁଭ ହୋଇଥାଏ

ଏହା ସହ ଘରକୁ ସୁଖ – ସମୃଦ୍ଧି ଆସିଥାଏ ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ରଥଯାତ୍ରା ପାଇଁ ରଥ ନିର୍ମାଣ ଆରମ୍ଭ

ବଦ୍ରୀନାଥ ଧାମ ଏହି ଦିନ ଖୋଲାଯାଇଥିବା ବିଧି ରହିଛି

ସତ୍ୟ ଯୁଗର ପ୍ରାରବ୍ଧ ଦିବସ ରୂପେ ଗ୍ରହଣ କରାଯାଇଛି ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଚନ୍ଦନଯାତ୍ରାର ଶୁଭାରମ୍ଭ ଏହି ଦିନ ହୋଇଥାଏ

ବଳଦେବଜୀଉ ମନ୍ଦିରରେ କୃଷିର ଆରାଧ୍ୟ ଦେବ ହଳାୟୁଧ ବଳରାମଙ୍କର ରେବତୀଙ୍କ ସହ ବିବାହୋତ୍ସବ ଅନୁଷ୍ଠିତ

LAKHMI LAXMI

ପର୍ଶୁରାମ ଓ ଜୟଦେବଙ୍କ ଜୟନ୍ତୀ

Leave A Reply