ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ

0 86

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।

ତେବେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜି ରାତିର ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ଫଳରେ ରାଜ୍ୟରେ ଶୀତରପ୍ରକୋପ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ତେବେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜି ରାତିର ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ଫଳରେ ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply