ପହଲଗାମ ଆତଙ୍କବାଦୀ ଆକ୍ରମଣ ପୀଡିତଙ୍କ ପାଇଁ ଏନଏସଇ ପକ୍ଷରୁ ୧କୋଟିର ସହାୟତା
ଭୁବନେଶ୍ୱର : ଜମ୍ମୁ ଓ କଶ୍ମୀରର ପହଲଗାମ ଠାରେ ଗତ ଏପ୍ରିଲ ୨୨, ୨୦୨୫ରେ ଘଟିଥିବା ଦୁଃଖଦ ଆତଙ୍କବାଦୀ ଆକ୍ରମଣ ପୁରା ଦେଶକୁ ସ୍ତବ୍ଧ କରିଦେଇଛି । ଯେଉଁଥିରେ ଅନେକ ନୀରିହ ଲୋକଙ୍କ ଜୀବନ ଚାଲିଯାଇଛି ଏବଂ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି । ଏଭଳି ପରିସ୍ଥିତିରେ ନ୍ୟାସନାଲ ଷ୍ଟକ!-->!-->!-->…