ଏପସିଲନ କାର୍ବନ ଅଶୋକା ପ୍ରାଇଭେଟ ଲିମିଟେଡ ପକ୍ଷରୁ ଶ୍ରୀପୁରା ଗ୍ରାମରେ ଶିଶୁ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ
ଏହି ପ୍ରଥମ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଶିବିର ଦ୍ୱାରା ଝାରସୁଗୁଡ଼ାର ୩ଟି ଗାଁର ୬୦ରୁ ଅଧିକ ପିଲା ଉପକୃତ ହୋଇଛନ୍ତି
ଝାରସୁଗୁଡ଼ା : କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (ସିଏସଆର) କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଏପସିଲନ କାର୍ବନ ଅଶୋକା ପ୍ରାଇଭେଟ୍ ଲିମିଟେଡ୍!-->!-->!-->!-->!-->…