ଡାବର ଚୱନପ୍ରାଶର ଜାତୀୟସ୍ତରୀୟ କ୍ୟାମ୍ପେନ
ଭୁବନେଶ୍ୱର : ଭବିଷ୍ୟତ ପିଢିର ସ୍ୱାସ୍ଥ୍ୟକୁ ସୁରକ୍ଷିତ ରଖିବା ପାଇଁ ନିଜର ପ୍ରତିବଦ୍ଧତାର ଅଂଶ ଭାବେ ଡାବର ଚୱନପ୍ରାଶ ବିଶାଳ ସଚେତନତା ଅଭିଯାନର ଶୁଭାରମ୍ଭ କରିଛି ଯାହା ଦେଶବ୍ୟାପୀ ଅଣସଂରକ୍ଷିତ ଓ ଅବହେଳିତ ଶିଶୁମାନଙ୍କ ସ୍ୱାସ୍ଥ୍ୟକୁ ସୁରକ୍ଷିତ ରଖିବା ପାଇଁ ଲକ୍ଷ୍ୟ ରଖିଛି। ଏହି!-->!-->!-->…