୧୦୦ ବିଲିୟନ ଡଲାରର ରେକର୍ଡ ଉଚ୍ଚ ମୂଲ୍ୟରେ ପହଂଚିଛି ଆନ୍ତର୍ଜାତୀୟ ସୁନା ଚାହିଦା
ୱାର୍ଲ୍ଡ ଗୋଲ୍ଡ କାଉନ୍ସିଲର ୨୦୨୪ ୩ୟ ତ୍ରୈମାସିକ ଗୋଲ୍ଡ ଡିମାଣ୍ଡ ଟ୍ରେଣ୍ଡ୍ସ ରିପୋର୍ଟ ଉନ୍ମୋଚନ କରିଛି ଯେ, ମୋଟ ସୁନା ଚାହିଦା ବାର୍ଷିକ ଆଧାରରେ ୫% ବୃଦ୍ଧି ପାଇ ୧୩୧୩ ଟନରେ ପହଂଚିଛି ଯାହାକି ଏକ ରେକର୍ଡ ୩ୟ ତ୍ରୈମାସିକ ଅଟେ । ମୋଟ ଚାହିଦା ପ୍ରଥମ ଥର ପାଇଁ ୧୦୦ ବିଲିୟନ ଡଲାର!-->…