ତୈଳ ଏବଂ ଗ୍ୟାସ ଲାଗି ପରିବର୍ଦ୍ଧିତ ରିକଭରୀ ବ୍ୟବସ୍ଥାକୁ ପ୍ରୋତ୍ସାହନ ସଂକ୍ରାନ୍ତ ନୀତିଗତ ଢାଂଚାକୁ  ମଞ୍ଜୁରି

ନୂଆଦିଲ୍ଲୀ .-  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ତୈଳ ଏବଂ ଗ୍ୟାସର ଘରୋଇ ଉତ୍ପାଦନକୁ ପ୍ରୋତ୍ସାହନ ଦେବା ଲାଗି ବର୍ତ୍ତମାନର ହାଇଡ୍ରୋକାର୍ବନ ଭଣ୍ଡାରରୁ ରିକଭରୀରେ ସୁଧାର ଲାଗି ପରିବର୍ଦ୍ଧିତ ରିକଭରୀ (ଇଆର)/ଉନ୍ନତ ରିକଭରୀ…

ଉପଗ୍ରହ ଓ ଉତକ୍ଷେପଣ ଯାନ ଲାଗି ଟେଲିମାଟ୍ରି ଓ ଟେଲିକମାଣ୍ଡ ଷ୍ଟେସନ ପରିଚାଳନା, ମହାକାଶ ଗବେଷଣା, ବିଜ୍ଞାନ ଏବଂ…

ନୂଆଦିଲ୍ଲୀ  . - ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଉପଗ୍ରହ ଏବଂ ଉତକ୍ଷେପଣ ଯାନ ଲାଗି ଟେଲିମାଟ୍ରି ଏବଂ ଟେଲିକମାଣ୍ଡ ଷ୍ଟେସନର ପରିଚାଳନା ଏବଂ ମହାକାଶ ଗବେଷଣା, ବିଜ୍ଞାନ ଏବଂ ପ୍ରୟୋଗ କ୍ଷେତ୍ରରେ ସହଯୋଗ ଲାଗି ଭାରତ ଏବଂ ବ୍ରୁନେଇ ଦାରୁସ୍ସଲାମ…

ବାହ୍ୟ ମହାକାଶ ଗବେଷଣା ଓ ଶାନ୍ତିପୂର୍ଣ୍ଣ ଉପଯୋଗ କ୍ଷେତ୍ରରେ ଭାରତ – ଦକ୍ଷିଣ ଆଫ୍ରିକା ସହଯୋଗ ବୁଝାମଣା

ନୂଆଦିଲ୍ଲୀ . - ଶାନ୍ତିପୂର୍ଣ୍ଣ ଉଦ୍ଦେଶ୍ୟରେ ବାହ୍ୟ ମହାକାଶର ଅନୁସନ୍ଧାନ ଏବଂ ଉପଯୋଗ କ୍ଷେତ୍ରରେ ସହଯୋଗ ଲାଗି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ସ୍ୱାକ୍ଷରିତ ବୁଝାମଣା ବିଷୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟଙ୍କୁ ଅବଗତ କରାଯାଇଥିଲା ।…

ଭାରତରେ ସମୁଦ୍ର ନାବିକଙ୍କ ସଂଖ୍ୟା ଦେଢ଼ ଗୁଣା ବୃଦ୍ଧି

ନୂଆଦିଲ୍ଲୀ . – ଦେଶରେ ନାବିକଙ୍କ ସଂଖ୍ୟା ବୃଦ୍ଧି ପାଇଛି । କେନ୍ଦ୍ର ସଡ଼କ ପରିବହନ, ରାଜମାର୍ଗ, ଜାହାଜ ଚଳାଚଳ, ରସାୟନ ଓ ସାର ରାଷ୍ଟ୍ରମନ୍ତ୍ରୀ ମନସୁଖ୍ ଏଲ୍ ମାଣ୍ଡଭୀୟ କହିଛନ୍ତି ଯେ, ସମୁଦ୍ର ନାବିକଙ୍କ ସଂଖ୍ୟା ଭାରତରେ ପ୍ରାୟ ୬୦,୦୦୦ ବୃଦ୍ଧି ଘଟିଛି । ପୂର୍ବରୁ ଜାହାଜ ସମ୍ପର୍କିତ…

ଦେଶର ପ୍ରଥମ ‘ନ୍ୟାସନାଲ ସ୍କଲାରସିପ୍ ପୋର୍ଟାଲ ମୋବାଇଲ ଆପ୍’ର ଆରମ୍ଭ।

ନୂଆଦିଲ୍ଲା  --  ଦେଶର ପ୍ରଥମ ‘ନ୍ୟାସନାଲ ସ୍କଲାରସିପ୍ ପୋର୍ଟାଲ ମୋବାଇଲ ଆପ୍’ର ଆରମ୍ଭ ହୋଇଛି ।କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁକ୍ତରା ଆବାସ ନକଭୀ ଏହାର ଉଦ୍‌ଘାଟନ କରିଛନ୍ତି  । ଏହି ଅବସରରେ ନକଭୀ କହିଲେ ଯେ, ଏହି ଆପ୍ ଗରିବ ଓ ଦୁର୍ବଳ ବର୍ଗର ଛାତ୍ରଛାତ୍ରୀମାନେ ଯେପରି ସହଜରେ…

ଏମ୍ସରେ ବ୍ୟାଟେରୀ ଚାଳିତ ବସ ସେବାର ଆରମ୍ଭ

ନୂଆଦିଲ୍ଲୀ . -କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ.ପି.ନଡ୍ଡା ଆଜି ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ ଠାରେ ବ୍ୟାଟେରୀ ଚାଳିତ ବସ ସେବାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହା ଇଣ୍ଡିଆ ଟିଭିର କଂପାନୀ ସାମାଜିକ ଦାୟିତ୍ୱ (ଉଝଜ) ଅନ୍ତର୍ଗତ ଏକ…

ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ

ନୂଆଦିଲ୍ଲୀ. - ଜଷ୍ଟିସ ରଞ୍ଜନ ଗୋଗୋଇ ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ । ରାଷ୍ଟ୍ରପତି ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି । ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ରଙ୍କ ଅବସର ଗ୍ରହଣ ପରେ ଆସନ୍ତା ଅକ୍ଟୋବର ୩, ୨୦୧୮ରେ ଜଷ୍ଟିସ ଗୋଗୋଇ ନୂତନ କାର୍ୟ୍ୟଭାର…

“ସ୍ୱଚ୍ଛତା ହିଁ ସେବା” ଅଭିଯାନରେ ଅଂଶୀଦାର ହେବାକୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ସ୍ୱଚ୍ଛତା ହିଁ ସେବା ଅଭିଯାନ’ ର ଅଂଶବିଶେଷ ହେବାକୁ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଅକ୍ଟୋବର ୨ ରେ ଗାନ୍ଧୀଜୀଙ୍କ ୧୫୦ତମ ଜୟନ୍ତୀର ଆରମ୍ଭ ହେବ । ଏହି ଦିନ ସ୍ୱଚ୍ଛ ଭାରତ ଅଭିଯାନକୁ ମଧ୍ୟ ଚାରି ବର୍ଷ ପୂରଣ ହେବ । ଏହି…

ମେସର୍ସ ଜାତୀୟ କେମିକାଲ୍ସ ଏଣ୍ଡ ଫର୍ଟିଲାଇଜର୍ସର ଜମି ମୁମ୍ବାଇ ମହାନଗର କ୍ଷେତ୍ରୀୟ ବିକାଶ ପ୍ରାଧିକରଣକୁ ହସ୍ତାନ୍ତରଣ

• ମେସର୍ସ ଆରସିଏଫର ଜମି ଗ୍ରେଟର ମୁମ୍ବାଇ ମହାନଗର ପାଳିକାକୁ ହସ୍ତାନ୍ତର ଏବଂ • ଏମଏମଆରଡିଏ/ଏମସିଜିଏମକୁ ଜମି ହସ୍ତାନ୍ତରରେ ପ୍ରାପ୍ତ/ପ୍ରାପ୍ତି ଯୋଗ୍ୟ ହସ୍ତାନ୍ତରଯୋଗ୍ୟ ବିକାଶ ଅଧିକାର ପ୍ରମାଣପତ୍ରର ବିକ୍ରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ…

ସାରିଡନ୍‌ ସହ ୩୨୮ଟି ଔଷଧ  ଭାରତରେ  ବିକ୍ରି ବନ୍ଦ କଲେ ସରକାର, ପାନ୍‌ଡ୍ରେମ୍‌ ବି ନିଷିଦ୍ଧ

ନୂଆଦିଲ୍ଲୀ . – ପ୍ରସିଦ୍ଧ ପେନ୍‌କିଲର ସାରିଡନ୍‌ ସହ ୩୨୮ଟି ଔଷଧକୁ  ବାରତ ସରକାର ନିଷିଦ୍ଧ ଘୋଷଣା କରିଛନ୍ତି । କେତକ ଔଷଧର ମିଶ୍ର ବା କମ୍ବିନେସନ୍‌ ଓ ଏପ୍‌ଡିସିକୁ ବି ନିଷେଧ କରାଯାଇଛି । କେତକ ଔଷଧକୁ ଅଲଗା କାମରେ ବ୍ୟବହରା କରାଯାଉଥିବାରୁ ତାହାକୁ ନିଷେଧ କରାଯାଇଛି । ମାତ୍ର ଭିକ୍ସ…