ଲଘୁଚାପ ଯୋଗୁଁ ଓଡିଶାରେ ଝଡ ବର୍ଷା ସମ୍ଭାବନା
ଭୁବନେଶ୍ୱର: ପଶ୍ଚିମବଙ୍ଗର ପଶ୍ଚିମ ଓ ଉତ୍ତର ବଙ୍ଗୋପସାଗରର ସୃଷ୍ଟ ଘୁର୍ଣ୍ଣିବଳୟ ଯୋଗୁଁ ଓଡିଶାରେ ବର୍ଷା ସମ୍ଭାବନା । ବୁଧବାର ଓ ଗୁରୁବାରରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଏହାର ପ୍ରଭାବରେ ବର୍ଷା ହେବାର ଅଛି ।
ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ,…