ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ
ଭୁବନେଶ୍ୱର: ଭାରତର ଅଗ୍ରଣୀ ଓ ବିଶ୍ୱସନୀୟ ହେୟାର୍ ରିଷ୍ଟୋରେସନ୍ ଏବଂ ହେୟାର୍ ଟ୍ରାନ୍ସପ୍ଲାଂଟ ସଂସ୍ଥାମାନଙ୍କ ମଧ୍ୟରେ ଅଗ୍ରଣୀ, ଇୟୁଜେନିକ୍ସ ହେୟାର ସାଇନ୍ସେସ, ଭୁବନେଶ୍ୱରରେ ଏହାର ଆଧୁନିକ ଓ ବିଶ୍ୱସ୍ତରୀୟ କ୍ଲିନିକ୍ର ଶୁଭାରମ୍ଭ କରିଛି। ଏହା ଓଡ଼ିଶାରେ ବିଶ୍ୱସ୍ତରୀୟ!-->!-->!-->…