ଓଡିଏମରେ ଛାତ୍ର ସଂସଦର ଅଭିଷେକୋତ୍ସବ-୨୦୨୪ ଅନୁଷ୍ଠିତ
ଭୁବନେଶ୍ୱର: ପଟିଆସ୍ଥିତ ଓଡିଏମ୍ ପବ୍ଲିକ୍ ସ୍କୁଲ ପରିସରରେ ଚଳିତ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦର "ଅଭିଷେକୋତ୍ସବ-୨୦୨୪\' ଅନୁଷ୍ଠିତ ହୋଇଯାଇଛି । ଓଡିଏମ୍ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ଡ.ସତ୍ୟବ୍ରତ ମୀନକେତନଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ଭୁବନେଶ୍ୱରର ୧୨୦!-->…