ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ସହ ବିବାର ନୂଆ ସମର୍ କଲେକ୍ସନର ଶୁଭାରମ୍ଭ
ଭୁବନେଶ୍ୱର : ଭାରତର ଅଗ୍ରଣୀ ଓ ଘରୋଇ ଫ୍ୟାଶନ ବ୍ରାଣ୍ଡ ବିବା ପକ୍ଷରୁ ଭୁବନେଶ୍ୱରସ୍ଥିତ କମ୍ପାନୀର ଫ୍ଲାଗ୍ସିପ ଷ୍ଟୋର୍ଠାରେ ଏହାର ନୂଆ ସମର କଲେକ୍ସନର ଗ୍ରାଣ୍ଡ୍ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି ଯାହାର ବିଷୟବସ୍ତୁ ରହିଛି ‘ହର୍ ନଜର୍ ମେଁ କୁଛ୍ ନୟା’ । ଏହି ନୂତନ କଲେକ୍ସନ!-->…