ଅଲଟିମେଟ ଖୋ ଖୋ ସିଜନ-୨,୪ର୍ଥ ଦଳ ଭାବେ ସେମିରେ ପହଂଚିଲା ଚେନ୍ନାଇ କ୍ୱିକ ଗନ୍ସ
କଟକ,୬ ଜାନୁଆରୀ ୨୦୨୪: ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ଆଜି କଟକର ଜୱାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଖେଳାଯାଇଥିବା ୨ୟ ମ୍ୟାଚରେ ଚେନ୍ନାଇ କ୍ୱିକ ଗନ୍ସ, ମୁମ୍ବାଇ ଖିଲାଡିସକୁ ପରାଜିତ କରି ୪ର୍ଥ ଦଳ ଭାବେ ସେମି ଫାଇନାଲରେ ପ୍ରବେଶ କରିଛି । ଚେନ୍ନାଇ, ମୁମ୍ବାଇ ଖିଲାଡିସକୁ!-->…