ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସକୁ ଅଭୂତପୂର୍ବ ସଫଳତା ୧୫୦୦ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ଆଜି ଦଶମ ଦିନରେ ୧୫୦୦ରୁ ଉର୍ଦ୍ଧ୍ବ ଆଇଡିଆ ସଂଗ୍ରହ ସହ, ଏକ ବୃହତ ସଫଳତା ହାସଲ କରିଛି । ଷ୍ଟାର୍ଟଅପ ଭ୍ୟାନ ଗୁଡ଼ିକ ରାଜ୍ୟର ୩ଟି ପ୍ରମୁଖ ଜିଲ୍ଲା କେଉଁଝର, ରାୟଗଡା ଏବଂ ବରଗଡ ପହଁଂଚି!-->…