ଭୁବନେଶ୍ୱରରେ ଓକାୟା ଇଭିର ନୂଆ ଡିଲରସିପ୍ ଏଆଣ୍ଡ୍‌ଟି ଅଟୋମୋବାଇଲ୍ସର ଶୁଭାରମ୍ଭ

ଏଠାରେ ହାଇସ୍ପିଡ୍‌, ଲୋ-ସ୍ପିଡ୍ ଇଭି ମଡେଲ୍‌ଗୁଡିକର ରେଞ୍ଜ ଉପଲବ୍ଧ ହେବ ଭୁବନେଶ୍ୱର : ଏକ ପ୍ରତିଷ୍ଠିତ ଇଲେକ୍‌ଟ୍ରିକ୍ ଯାନ ନିର୍ମାତା ଓକାୟା ଇଭି, ଭୁବନେଶ୍ୱରର ଖଣ୍ଡଗିରିଠାରେ ଏହାର ଅତ୍ୟାଧୁନିକ ଡିଲରସିପ୍ ଏଆଣ୍ଡ୍‌ଟି ଅଟୋମୋବାଇଲ୍ସର ଶୁଭାରମ୍ଭ ଘୋଷଣା କରିଛି । ଏହି କାର୍ଯ୍ୟକ୍ରମ…

ଏୟାରଟେଲ୍ ପକ୍ଷରୁ “ଏୟାରଟେଲ୍ ଆଇକ୍ୟୁ ରିଚ୍‌’ର ଶୁଭାରମ୍ଭ

ଭୁବନେଶ୍ୱର: ଭାରତର ଅନ୍ୟତମ ଅଗ୍ରଣୀ ଟେଲିକମ କଂପାନି ଏୟାରଟେଲ୍ ପକ୍ଷରୁ ପ୍ରଥମ ସ୍ୱୟଂ ସେବା (ସେଲ୍‌ଫ ସର୍ଭ) ମାର୍କେଟିଂ ଯୋଗାଯୋଗ ପ୍ଲାଟଫର୍ମ ଏୟାରଟେଲ୍ ଆଇକ୍ୟୁ ରିଚ୍‌ର ଶୁଭାରମ୍ଭ କରାଯାଇଛି । ଏହା ବ୍ୟାବସାୟିକ ସଂସ୍ଥା / ବ୍ରାଣ୍ଡ୍‌ଗୁଡ଼ିକୁ ବ୍ୟକ୍ତିଗତ ଯୋଗାଯୋଗ ଜରିଆରେ ପୂର୍ବ…

ଭିତିଭୂମି ଅବକ୍ଷୟ ହ୍ରାସ ପ୍ରସଙ୍ଗରେ ଓଡିଶା ସରକାର ଅଧିକାରୀଙ୍କ ସହ ସାକ୍ଷାତ କରିଛି ଇଂଟରନ୍ୟାଶନାଲ ଜିଙ୍କ୍ ଆସୋସିଏଶନ…

ଭୁବନେଶ୍ୱର: ଇଂଟରନ୍ୟାଶନାଲ ଜିଙ୍କ ଆସୋସିଏଶନ ପକ୍ଷରୁ ଭୁବନେଶ୍ୱରଠାରେ ‘ଭିତିଭୂମି ଉପରେ ଅବକ୍ଷୟର ଖର୍ଚ୍ଚକୁ ହ୍ରାସ କରିବା’ ପ୍ରସଙ୍ଗ ଉପରେ ଏକ ସୂଚନା ବିସ୍ତାର ଅଧିବେଶନର ଆୟୋଜନ କରାଯାଇଛି ଏବଂ ଏଠାରେ ଉପକୂଳବର୍ତୀ ସହରଗୁଡିକର ଭିତିଭୂମିକୁ ଅବକ୍ଷୟରୁ ସୁରକ୍ଷିତ ରଖିବାର ଅତ୍ୟାବଶ୍ୟକତା…

ଆଇଏନ୍‌ଆଇଏଫ୍‌ଡି ଭୁବନେଶ୍ୱର ପକ୍ଷରୁ ବାର୍ଷିକ ଡିଜାଇନ୍ ସୋ’ “ନବ୍ୟତା ୨୦୨୩’ ଆୟୋଜିତ

 ବଲିଉଡ୍ କଳାକାର ଅମନ ବର୍ମା ଯୋଗଦେଲେ  ୨୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ଡିଜାଇନ୍ ପ୍ରଦର୍ଶିତ ଭୁବନେଶ୍ୱର: ଇଟଂରନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଫେସନ୍ ଡିଜାଇନ୍ (ଆଇଏନ୍‌ଆଇଏଫ୍‌ଡି) ଭୁବନେଶ୍ୱର ପକ୍ଷରୁ ରବିବାର ହୋଟେଲ୍ ୱେଲକମ୍ ବାଏ ଆଇଟିସିରେ ଆକର୍ଷଣୀୟ ବାର୍ଷିକ ଡିଜାଇନ୍ ସୋ’…

ଓଡ଼ିଶାର ବିଭିନ୍ନ ପଛୁଆବର୍ଗଙ୍କୁ କେନ୍ଦ୍ରରତାଲିକାରେ ସାମିଲ କରିବା ପାଇଁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ସାମାଜିକ ଓ ଶିକ୍ଷା କ୍ଷେତ୍ରରେ ଓଡ଼ିଶାର ବିଭିନ୍ନ ପଛୁଆବର୍ଗଙ୍କୁ କେନ୍ଦ୍ରର ଅନ୍ୟାନ୍ୟ ପଛୁଆବର୍ଗ ବା ଓବିସି ତାଲିକାରେ ସାମିଲ କରିବା ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଡକ୍ଟର…

ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବନକଲାଗି ନୀତି ଗତ ୨୮ ଦିନ
ଧରି ହୋଇପାରି ନାହିଁ

ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବନକଲାଗି ନୀତି ଗତ ୨୮ ଦିନ ଧରି ହୋଇପାରି ନାହିଁ । ଦତ୍ତ ମହାପାତ୍ର ସେବକ ଏବଂ ଶ୍ରୀମନ୍ଦିରପ୍ରଶାସନ ଅଲଗା ଅଲଗା ଦିନରେ ବନକଲାଗି ନୀତି କରିବା ପାଇଁ ବିଚାର କରୁଥିବା ଯୋଗୁଁ ଏହି ନୀତି ବନ୍ଦ ରହିଛି । ଶ୍ରୀଜୀଉମାନଙ୍କର ନୀତିକୁ ଶୃଙ୍ଖଳିତ କରିବା ଲାଗି…

ଗୋପାଳପୁର ବେଳାଭୂମି ନିକଟରେ ଜୋନ୍‌ ବାଏ ଦି ପାର୍କର ଶୁଭାରମ୍ଭ ସହ ଓଡ଼ିଶାରେ ପ୍ରବେଶ କରିଛି ଆପିଜେ ସୁରେନ୍ଦ୍ର ପାର୍କ…

ଗୋପାଳପୁର: ଆପିଜେ ସୁରେନ୍ଦ୍ର ପାର୍କ ହୋଟେଲ୍‌ସ ପକ୍ଷରୁ ଗର୍ବର ସହ ପୂର୍ବ ଭାରତର ସବୁଠୁ ସ୍ୱଚ୍ଛ ବେଳାଭୂମି ଓ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳ ଗୋପାଳପୁରରେ ନୂଆ ହୋଟେଲ୍‌ ଜୋନ୍‌ ବାଏ ଦି ପାର୍କ ଗୋପାଳପୁରର ଶୁଭାରମ୍ଭ କରାଯାଇଛି । ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ…

ସାରା ବିଶ୍ୱରେ ଭାରତ ହେଉଛି ଟିକାକରଣ କ୍ଷେତ୍ରରେ ଅଗ୍ରଣୀ ଦେଶ-ୟୁନିସେଫ୍‌ ରିପୋର୍ଟ

ଓଡିଶା ରେ ଟିକାକରଣ ର କଭରେଜ ହାର ଦେଶ ରେ ସର୍ବୋଚ୍ଚ -ୟୁନିସେଫ ରିପୋର୍ଟ ଦିଲ୍ଲୀ,୨୦ ଏପ୍ରିଲ ୨୦୨୩ : ସାରା ବିଶ୍ୱରେ ଭାରତ ହେଉଛି ଟିକାକରଣ କ୍ଷେତ୍ରରେ ଅଗ୍ରଣୀ ଦେଶ। କରୋନା ସମୟରେ ଯେତେବେଳେ ବିଶ୍ୱର ଅନେକ ଦେଶରେ ଟିକାକରଣ ଉପରୁ ଭରସା ତୁଟିଥିଲା, ସେତେବେଳେ ଭାରତ ଟିକାକରଣକୁ ଅଧିକ…

ବାରବାଟୀ ଦୁର୍ଗର ବିକାଶ ନିମନ୍ତେ କେନ୍ଦ୍ରକୁ

ରାଜ୍ୟ ସରକାର ବାରବାଟୀ ଦୁର୍ଗର ବିକାଶ ନିମନ୍ତେ କେନ୍ଦ୍ରକୁକୌଣସି ପ୍ରସ୍ତାବ ଦେଇ ନ ଥିବା ଜଣାପଡ଼ିଛି । ଆଜି ଲୋକସଭାରେସାଂସଦ ଭର୍ତ୍ତୃହରି ମହତାବଙ୍କ ଏକ ଅଣତାରକା ପ୍ରଶ୍ନର ଉତ୍ତରରେ କେନ୍ଦ୍ରପର୍ଯ୍ୟଟନ ମନ୍ତ୍ରୀ ଜି.କିଷନ ରେଡ୍ଡୀ ଏହା କହିଛନ୍ତି । ସାଂସଦ ଶ୍ରୀ ମହତାବ୬୦୦ ବର୍ଷ ପୁରାତନ…

ଆସନ୍ତା ଶୁକ୍ରବାରଠାରୁ ନୟାଗଡ଼ ଟାଉନ୍‍ ଏବଂ ଭଦ୍ରକ ମଧ୍ୟରେ ଏକ
ନୂଆ ପାସେଞ୍ଜର ମେମୁ ଟ୍ରେନ୍‍ ନିୟମିତ ଚଳାଚଳ କରିବ

ଆସନ୍ତା ଶୁକ୍ରବାରଠାରୁ ନୟାଗଡ଼ ଟାଉନ୍‍ ଏବଂ ଭଦ୍ରକ ମଧ୍ୟରେ ଏକନୂଆ ପାସେଞ୍ଜର ମେମୁ ଟ୍ରେନ୍‍ ନିୟମିତ ଚଳାଚଳ କରିବ । ଏନେଇପୂର୍ବତଟ ରେଳବାଇ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତିଅନୁଯାୟୀ ଆସନ୍ତାକାଲି ଅପରାହ୍ଣରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହାରଉଦ୍‍ଘାଟନ…