ଆକ୍ସିସ୍ ବ୍ୟାଙ୍କର ଟିକସ ପରବର୍ତୀ ଲାଭ ତୃତୀୟ ତ୍ରୈମାସିକରେ ୬୨% ବୃଦ୍ଧି ପାଇ ୫,୮୫୩ କୋଟି ଟଙ୍କା
ଭୁବନେଶ୍ୱର: ଭାରତର ତୃତୀୟ ବୃହତମ ଘରୋଇ ବ୍ୟାଙ୍କ ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି । ଏହି ସମୟରେ ବ୍ୟାଙ୍କ ଟିକସ ପରବର୍ତୀ ଲାଭ ବାର୍ଷିକ ଭିତିରେ ୬୨ ପ୍ରତିଶତ ବୃଦ୍ଧି ପାଇ ୫,୮୫୩ କୋଟି ଟଙ୍କା ହୋଇଛି ଯାହା ୨୦୨୧-୨୨!-->…