ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ଏମ୍ଏସ୍ଏମ୍ଇ ପାଇଁ “ଇଭଲ୍ଭ”ର ସପ୍ତମ ସଂସ୍କରଣର ଶୁଭାରମ୍ଭ
ଭୁବନେଶ୍ୱର: ଭାରତର ତୃତୀୟ ସର୍ବବୃହତ ବ୍ୟାଙ୍କ ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ପାଇଁ ବାର୍ଷିକ ଜ୍ଞାନ ବଂଟନ ସେମିନାର “ଇଭଲ୍ଭ”ର ସପ୍ତମ ସଂସ୍କରଣକୁ ଭୁବନେଶ୍ୱରରେ ଆୟୋଜନ କରାଯାଇଛି । ଚଳିତ ସଂସ୍କରଣର ବିଷୟବସ୍ତୁ ଥିଲା “ଭାରତୀୟ!-->…