ଓଡ଼ିଶାରେ ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ ସମୟରେ କଳିଙ୍ଗ ଷ୍ଟାଡିୟମ୍କୁ ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ ନିଶ୍ଚିତ…
ଭୁବନେଶ୍ୱର: ଭାରତର ସର୍ବବୃହତ ସମନ୍ୱିତ ବିଦ୍ୟୁତ୍ କଂପାନି ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍) ରାଜ୍ୟରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ଆନ୍ତର୍ଜାତିକ ସ୍ତରର କ୍ରୀଡ଼ା କାର୍ଯ୍ୟକ୍ରମ ପାଇଁ ଆବଶ୍ୟକ!-->…