ଅଟଳ ଟିଙ୍କରିଙ୍ଗ୍ ଲ୍ୟାବ୍ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୈଜ୍ଞାନିକ ମନୋବୃତ୍ତି
ବଢ଼ାଇବ
ଅଟଳ ଟିଙ୍କରିଙ୍ଗ୍ ଲ୍ୟାବ୍ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୈଜ୍ଞାନିକ ମନୋବୃତ୍ତି ବଢ଼ାଇବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦେଶର ବିଭିନ୍ନସରକାରୀ ଓ ବେସରକାରୀ ସ୍କୁଲ୍ରେ ଅଟଳ ଟିଙ୍କରିଙ୍ଗ୍ ଲ୍ୟାବ ପ୍ରତିଷ୍ଠା କରାଯାଉଛି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର!-->…