ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲାଗି ପ୍ରଥମ ପ୍ରସ୍ତୁତି
ବୈଠକ
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲାଗି ପ୍ରଥମ ପ୍ରସ୍ତୁତି ବୈଠକ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି । ତିନିରଥ ନିର୍ମାଣ ପାଇଁ ଆବଶ୍ୟକ ପଡୁଥିବା କାଠ ଖୁବ୍ ଶିଘ୍ର ପୁରୀରେ ପହଞ୍ଚିଯିବ ବୋଲି ଜିଲ୍ଲାପାଳ ଶ୍ରୀ ବର୍ମା ପ୍ରକାଶ!-->…