ଭକ୍ତର ସର୍ବ ବିଘ୍ନ ଦୂର କରୁଥିବା, ଓଡ଼ିଶାର ମା’ ବଗଳାମୁଖୀଙ୍କ ପୀଠରେ ଚାଲିଛି ନବଦିନାତ୍ମକ ଶାରଦୀୟ ପାର୍ବଣ ଉତ୍ସବ
ପିପିଲି,:ପିପିଲି ନିକଟବର୍ତ୍ତୀ ଦାଣ୍ଡମୁକୁନ୍ଦପୁର ଗ୍ରାମ ସ୍ଥିତ ମା’ ବଗଳାମୁଖୀଙ୍କ ପୀଠରେ ଚାଲିଛି ନବଦିନାତ୍ମକ ଶାରଦୀୟ ପାର୍ବଣ ଉତ୍ସବ । ଦାଣ୍ଡମୁକୁନ୍ଦପୁର ଓ ଏହାର ଆଖପାଖ ଅଞ୍ଚଳର ଅନନ୍ୟ ଶକ୍ତିପୀଠ ଭାବେ ପରିଚିତ ଏହି ଦେବୀପୀଠ ଏବେ ଚଣ୍ଡିପାଠରେ ମୁଖରିତ ହେଉଥିବା ବେଳେ ମନୋସ୍କାମନା!-->…