ଚଳିତ ବର୍ଷ ମଧ୍ୟ କଟକର ଐତିହାସିକ ବାଲିଯାତ୍ରା ବନ୍ଦ

0 88

ଚଳିତ ବର୍ଷ ମଧ୍ୟ କଟକର ଐତିହାସିକ ବାଲିଯାତ୍ରା ବନ୍ଦ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଯଦିଓ ରାଜ୍ୟରେ ସଂକ୍ରମଣର ମାତ୍ରା ହ୍ରାସ ପାଉଛି ତେବେ ଅଧିକ ସଂକ୍ରମଣ ସମ୍ଭାବନାକୁ ଏଡାଇବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି ବୋଲି କଟକ ଜିଲ୍ଳାପାଳ ଭବାନୀ ଶଙ୍କର ଚଇନି ସୂଚନା ଦେଇଛନ୍ତି ।

ବାଲିଯାତ୍ରା ଆୟୋଜନ କଲେ ଜନଗହଳିକୁ ଏଡାଇ ହେବନାହିଁ ଯାହା ଫଳରେ ସଂକ୍ରମଣ ବୃଦ୍ଧି ପାଇବ । ତେଣୁ ଗତବର୍ଷ ଭଳି ଏ ବର୍ଷ ମଧ୍ୟ ବାଲିଯାତ୍ରା ବନ୍ଦ ରହିବ ।

Leave A Reply