ଜାନୁଆରୀରେ ଅନୁଷ୍ଠିତ ହେବାକୁ ଥିବା ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାକୁ ସ୍ଥଗିତ

0 97

କରୋନା ମହାମାରୀ ସଂକ୍ରମଣ ଓ ରାଜ୍ୟ ସରକାରଙ୍କର କଟକଣା ଯୋଗୁଁ ୨୦୨୨ ଜାନୁଆରୀରେ ଅନୁଷ୍ଠିତ ହେବାକୁ ଥିବା ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାକୁ ସ୍ଥଗିତ ରଖାଯାଇଛି । ଧନୁଯାତ୍ରା ମହୋତ୍ସବର କାର୍ଯ୍ୟକାରିଣୀ ସମିତିର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ଅନୁସାରେ ଜିଲ୍ଲା ପ୍ରଶାସନ ଏହି ଘୋଷଣା କରିଛି ।

ଜିଲ୍ଲାପାଳ ତଥା ଧନୁଯାତ୍ରା ମହୋତ୍ସବ ସମିତି ଅଧ୍ୟକ୍ଷା ମନିଶା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଧନୁଯାତ୍ରା ସମ୍ପର୍କରେ ନିଷ୍ପତ୍ତି ନେବାପାଇଁ
ଏହି ବୈଠକ ଅନୁଷ୍ଠିତ ହୋଇଥିଲା ।

Leave A Reply