ଭୁବନେଶ୍ୱର ..- ବରିଷ୍ଠ ବିଜେଡି ନେତା ତଥା ଚଳିତ ନିର୍ବାଚନରେ ପାଟକୁରା ବିଧାନସଭା ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ବେଦପ୍ରକାଶ ଅଗ୍ରଓ୍ୱାଲାଙ୍କର ପରଲୋକ ହୋଇଛି । ଭୁବନେଶ୍ୱର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ବିୟୋଗରେ ଅନେକ ବରିଷ୍ଠ ନେତା ଶୋକ ପ୍ରକାଶ କରିଛନ୍ତି ।