ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀଙ୍କ ସହ ତିନି ଜଣଙ୍କୁ ଭାରତ ରତ୍ନ ପ୍ରଦାନ

0 2,827

ନୂଆଦିଲ୍ଲୀ .- ଦେଶର ତିନିଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ କେନ୍ଦ୍ର ସରକାରଙ୍କ ତରଫରୁ ଭାରତରତ୍ନ ସମ୍ମାନରେ ସମ୍ମାନୀତ କରାଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ପୁରସ୍କାର ପ୍ରଦାନ କରିଛନ୍ତି ।

ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ତଥା ଭୁପେନ ହଜାରିକା ଓ ନାନାଜୀ ଦେଶମୁଖଙ୍କୁ ଦେଶର ଏହି ସର୍ବୋଚ୍ଚ ବେସାମରିକ ସମ୍ମାନରେ ସମ୍ମାନୀତ କରାଯାଇଛି । ତେବେ ଭୁପେନ ହଜାରିକା ଓ ନାନାଜୀ ଦେଶମୁଖଙ୍କୁ ମରଣୋତ୍ତରଭାବେ ଏହି ସମ୍ମାନ ପ୍ରଦାନ କରାଯାଇଛି ।

Leave A Reply