ବିଜେପୁର ନିର୍ବାଚନ ପାଇଁ ବିଜେପିର ଷ୍ଟାର ପ୍ରଚାରକ

0 1,256

ବିଜେପୁର – ବିଜେପୁର ବିଜୟ ପାଇଁ ସବୁଦଳ ଅଣ୍ଟା ଭିଡିଛନ୍ତି । ବିଜେପି ୨୪ ଜଣ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରିଛି ।

ସେମାନଙ୍କ ମଧ୍ୟରେ ବିଜେପି କାର୍ଯ୍ୟକାରୀ ସଭାପତି ଜେ.ପି.ନଡ୍ଡା ଅଛନ୍ତି ।

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ , ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ର ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ , କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ , ଅରୁଣ ସିଂହ ,ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଅଛନ୍ତି ।

Leave A Reply