Sign in
Sign in
Recover your password.
A password will be e-mailed to you.
Browsing Category
ଆଶାର ଆଲୋକ
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମୋଟ ଏତିକି ପ୍ରାର୍ଥୀ- ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ୧୦୨ଟି…
ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ୧୦୨ଟି ସଂସଦୀୟ କ୍ଷେତ୍ରରେ ମତଦାନ ହେବ । ଭାରତର ନିର୍ବାଚନ କମିଶନଙ୍କ ସୂଚନା ଅନୁସାରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ପ୍ରଥମ ପର୍ଯ୍ୟାୟରେ ୧ ହଜାର ୬୨୫ ଜଣ ପ୍ରାର୍ଥୀଙ୍କର ନାମାଙ୍କନପତ୍ର କାଏମ ରହିଛି । ଏଥିମଧ୍ୟରେ ୧ ହଜାର ୪୫୧ ଜଣ ପୁରୁଷ…
୨୦୨୪ ସାଧାରଣ ନିର୍ବାଚନ ଘୋଷଣା ହେବା ପରଠାରୁ ସୁବିଧା ପୋର୍ଟାଲରେ ଆସିଛି ୭୩ ହଜାରରୁ ଅଧିକ ଆବେଦନ; ୪୪,୬୦୦ରୁ ଅଧିକ…
ନିର୍ବାଚନ ଘୋଷଣା ଓ ଆଦର୍ଶ ଆଚରଣ ବିଧି (ଏମସିସି) କାର୍ଯ୍ୟକାରୀ ହେବାର ମାତ୍ର ୨୦ ଦିନ ମଧ୍ୟରେ ସୁବିଧା ପ୍ଲାଟଫର୍ମକୁ ରାଜନୈତିକ ଦଳ ଓ ପ୍ରାର୍ଥୀଙ୍କ ଠାରୁ ୭୩,୩୭୯ଟି ଅନୁମତି ଅନୁରୋଧ ମିଳିଛି । ଏଥିମଧ୍ୟରୁ ୪୪,୬୨୬ଟି ଅନୁରୋଧ (୬୦%)କୁ ଅନୁମୋଦନ କରାଯାଇଛି। ପାଖାପାଖି ୧୧,୨୦୦!-->!-->!-->…
ଗରିବଙ୍କ ଜୀବନକୁ ଖୁସିରେ ଭରି ଦେଇଛି ପ୍ରଧାନମନ୍ତ୍ରୀ ସ୍ବନିଧି : ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗରିବରୁ ଗରିବ ଲୋକଙ୍କ ଜୀବନରେ ପିଏମ ସ୍ୱନିଧି ଯୋଜନାର ପ୍ରଭାବ ଉପରେ ଆଲୋକପାତ କରିଛନ୍ତି ।
ଆଜି ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ହିତାଧିକାରୀଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ମହିଳା।
ପ୍ରଧାନମନ୍ତ୍ରୀ ଟ୍ବିଟରରେ!-->!-->!-->!-->!-->!-->!-->…
ଓଡ଼ିଶାର ବିଭିନ୍ନ ପଛୁଆବର୍ଗଙ୍କୁ କେନ୍ଦ୍ରରତାଲିକାରେ ସାମିଲ କରିବା ପାଇଁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…
ସାମାଜିକ ଓ ଶିକ୍ଷା କ୍ଷେତ୍ରରେ ଓଡ଼ିଶାର ବିଭିନ୍ନ ପଛୁଆବର୍ଗଙ୍କୁ କେନ୍ଦ୍ରର ଅନ୍ୟାନ୍ୟ ପଛୁଆବର୍ଗ ବା ଓବିସି ତାଲିକାରେ ସାମିଲ କରିବା ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଡକ୍ଟର!-->…
ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବନକଲାଗି ନୀତି ଗତ ୨୮ ଦିନ
ଧରି ହୋଇପାରି ନାହିଁ
ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବନକଲାଗି ନୀତି ଗତ ୨୮ ଦିନ ଧରି ହୋଇପାରି ନାହିଁ । ଦତ୍ତ ମହାପାତ୍ର ସେବକ ଏବଂ ଶ୍ରୀମନ୍ଦିରପ୍ରଶାସନ ଅଲଗା ଅଲଗା ଦିନରେ ବନକଲାଗି ନୀତି କରିବା ପାଇଁ ବିଚାର କରୁଥିବା ଯୋଗୁଁ ଏହି ନୀତି ବନ୍ଦ ରହିଛି । ଶ୍ରୀଜୀଉମାନଙ୍କର ନୀତିକୁ ଶୃଙ୍ଖଳିତ କରିବା ଲାଗି!-->…
ଓଡ଼ିଶାର 2 ଦେଶର 50 ଟି ନୂଆ ମେଡ଼ିକାଲ କଲେଜରେ ୨୦୨୩-୨୪ ଶିକ୍ଷାବର୍ଷରୁ ଏମ୍ବିବିଏସ୍ ପାଠ୍ୟକ୍ରମ ଆରମ୍ଭ
ଦେଶର ୫୦ଟି ନୂଆ ମେଡ଼ିକାଲ କଲେଜରେ ୨୦୨୩-୨୪ ଶିକ୍ଷାବର୍ଷରୁ ଏମ୍ବିବିଏସ୍ ପାଠ୍ୟକ୍ରମ ଆରମ୍ଭ ହେବ । ଏ ସମ୍ପର୍କରେ କେନ୍ଦ୍ରସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ତଥ୍ୟ ଅନୁସାରେ ଓଡ଼ିଶାର କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସରକାରୀ ମେଡ଼ିକାଲ କଲେଜ ଓ!-->!-->!-->…
ଆଗମୀ ଜୁଲାଇ ୧୫ ସୁଦ୍ଧା ଚନ୍ଦ୍ର ଯାନ-୩ ମିଶନ୍ର ଶୁଭାରମ୍ଭ
ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ ଇସ୍ରୋର ଅଧ୍ୟକ୍ଷ ଏସ୍. ସୋମନାଥ କହିଛନ୍ତି, ଆଗମୀ ଜୁଲାଇ ୧୫ ସୁଦ୍ଧା ଚନ୍ଦ୍ର ଯାନ-୩ ମିଶନ୍ର ଶୁଭାରମ୍ଭ କରିବାକୁ ଯୋଜନା କରାଯାଉଛି । ଚନ୍ଦ୍ର ପୃଷ୍ଠରେ ରୋଭରକୁ ସ୍ଥାପନ କରିବା ହେଉଛି ଏହି ମିଶନ୍ର ମୂଳ ଲକ୍ଷ୍ୟ । ଗତକାଲି ବେଙ୍ଗାଲୁରୁ ଠାରେ!-->…
ଅଶୋଧିତ ପେଟ୍ରୋଲ ଡିଜେଲ ତୈଳ କମ୍ ଉତ୍ପାଦନ କରିବ ସାଉଦିଆରବ
ସାଉଦୀ ଆରବ ଜୁଲାଇ ମାସରେ ଦୈନିକ ଏକ ନିୟୁତ ବ୍ୟାରେଲ ତୈଳ କମ୍ ଉତ୍ପାଦନ କରିବ ବୋଲି ଘୋଷଣା କରିଛି । ଭିଏନାରରେ ତୈଳ ରପ୍ତାନୀକାରୀ ଦେଶ ସଂଗଠନ ବୈଠକ ପରେ ଏହି ଘୋଷଣା କରାଯାଇଛି । ସାଉଦୀ ଆରବ ଏହାର ତୈଳ ଉତ୍ପାଦନ ହ୍ରାସ କରିବା ବିଷୟ ନିଜ ତରଫରୁ ନିଷ୍ପତ୍ତି ନେଇଛି । ସାଉଦୀ ଆରବ!-->…
ଦଶମ ଶ୍ରେଣୀ ପାଠ୍ୟକ୍ରମରେ ପରିବର୍ତ୍ତନ
ଏନ୍.ସି.ଇ.ଆର୍.ଟି.ର ଦଶମ ଶ୍ରେଣୀ ପାଠ୍ୟକ୍ରମରେ ପରିବର୍ତ୍ତନକରାଯାଇଛି । ସି.ବି.ଏସ୍.ଇ. ଦଶମ ଶ୍ରେଣୀ ବହିରୁ ଛାତ୍ରଛାତ୍ରୀମାନଙ୍କ ପାଇଁପିରିୟଡିକ୍ ଟେବୁଲ, ଗଣତନ୍ତ୍ର ଏବଂ ଶକ୍ତିର ଉତ୍ସ ବିଷୟଗୁଡ଼ିକ ହଟାଇଦିଆଯାଇଛି । ଛାତ୍ରଛାତ୍ରୀଙ୍କ ଉପରେ ଭାର କମାଇବାପାଇଁ ଏହି!-->…
ନିଶା କାରବାରରେ ଲିପ୍ତ ଅପରାଧୀମାନଙ୍କୁ ୬ ମାସ ପାଇଁ ଭୁବନେଶ୍ୱର ଛାଡ଼ିବାକୁ କମିଶନରେଟ୍ ପକ୍ଷରୁ ନିର୍ଦ୍ଦେଶନାମା
ରାଜଧାନୀ ଭୁବନେଶ୍ୱରରେ ନିଶା କାରବାର ଓ ନିଶା ବେପାରୀଙ୍କବିରୋଧରେ କମିଶନରେଟ୍ ପୁଲିସ୍ ଶୂନ୍ୟ ସହନଶୀଳତା ନୀତି ଆପଣେଇଛି ।ପୁଣି ଥରେ ଅପରେସନ୍ ହ୍ୱାଇଟ୍ ସ୍ପାଇଡର୍କୁ ପୁଲିସ୍ ପକ୍ଷରୁ ଜୋର୍ଦାରକରାଯାଇଛି । ଏଣିକି ରାଜଧାନୀରେ ନିଶା କାରବାରରେ ଲିପ୍ତ ଥିବାଅପରାଧୀମାନଙ୍କୁ ୬ ମାସ!-->…