Sign in
Sign in
Recover your password.
A password will be e-mailed to you.
Browsing Category
ଆଶାର ଆଲୋକ
କରୋନା ମହାମାରୀର ମୁକାବିଲା -କେନ୍ଦ୍ର ସରକାର ୧୫ ହଜାର କୋଟି ଟଙ୍କାର ଜରୁରୀ ପାଣ୍ଠିକୁ ମଞ୍ଜୁରୀ ପ୍ରଦାନ
ନୂଆଦିଲ୍ଲୀ ୧୧-୦୪- କରୋନା ମହାମାରୀର ମୁକାବିଲା ଲାଗି କେନ୍ଦ୍ର ସରକାର ୧୫ ହଜାର କୋଟି ଟଙ୍କାର ଜରୁରୀ ପାଣ୍ଠିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହି ଶତପ୍ରତିଶତ କେନ୍ଦ୍ରୀୟ ପାଣ୍ଠି ଉଭୟ ଜାତୀୟ ଏବଂ ରାଜ୍ୟ ସ୍ୱାସ୍ଥ୍ୟସେବା ବିକାଶ ଲାଗି ବିନିଯୋଗ କରାଯିବ । ଏହି ‘ଭାରତ କୋଭିଡ୍-୧୯ ଜରୁରୀ…
ରାଜ୍ୟର ବୃହତମ ତଥା ତୃତୀୟ ସରକାରୀ କୋଭିଡ ହସ୍ପିଟାଲ ଲୋକାର୍ପିତ
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବୃହତମ ତଥା ତୃତୀୟ ସରକାରୀ କୋଭିଡ ହସ୍ପିଟାଲ ଲୋକାର୍ପିତ କରିଛନ୍ତି । ଭୁବନେଶ୍ୱର ସମ୍ ହସ୍ପିଟାଲରେ ଏହି ସ୍ୱତନ୍ତ୍ର କୋଭିଡ-୧୯ ଚିକିତ୍ସା ସୁବିଧା କେନ୍ଦ୍ର ଉଦ୍ଘାଟିତ ହୋଇଛି । ଏଠାରେ ୫୨୫ ଶଯ୍ୟା ବିଶିଷ୍ଟ ଏହି ସ୍ୱତନ୍ତ୍ର…
କରୋନା ବିରୋଧରେ ଲମ୍ବା ଲଢେଇରେ ଆମେ ବିଜୟୀ ହେବା – ମୋଦୀ
ନୂଆଦିଲ୍ଲୀ - କରୋନା ଭୂତାଣୁ ବିଶ୍ୱବ୍ୟାପୀ ମହାମାରୀ ଭାବେ ଉଭା ହୋଇଥିବାବେଳେ ଭାରତ ଅନ୍ୟସବୁ ଦେଶଗୁଡ଼ିକ ମଧ୍ୟରୁ ଗୋଟିଏ ଦେଶ, ଯିଏ ଏହି ଭୂତାଣୁକୁ ବୁଝିଛି ଏବଂ ଏହା ବିରୋଧରେ ଏକ ବଡ଼ ଯୁଦ୍ଧ ଆରମ୍ଭ
କରିଛି । ଏଥିରେ ଥକିବାର ନାହିଁ କି ହାରିବାର ନାହିଁ । ଏହି ଲମ୍ବା ଲଢ଼େଇରେ ଆମକୁ…
ସମସ୍ତ ସାଂସଦଙ୍କ ଦରମା ଗୋଟିଏ ବର୍ଷପାଇଁ ୩୦ ପ୍ରତିଶତ ହ୍ରାସ – କରୋନା ମୁକାବିଲା କ୍ଷେତ୍ରରେ କେନ୍ଦ୍ର ସରକାର…
ନୂଆଦିଲ୍ଲୀ ୦୭।୦୪ - କରୋନା ମୁକାବିଲା କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ସମସ୍ତ ସାଂସଦଙ୍କ ଦରମା ଗୋଟିଏ ବର୍ଷପାଇଁ ୩୦ପ୍ରତିଶତ ହ୍ରାସ କରାଯାଇଛି ।
…
କରୋନା ପାଇଁ ହ୍ୱାଟସ୍ଆପ୍ ନମ୍ବର ଲଞ୍ଚ୍ କଲେ ସରକାର -9013151515
ନୂଆଦିଲ୍ଲୀ - କରୋନା ପାଇଁ କେନ୍ଦ୍ର ସରକାର ଏକ ହ୍ୱାଟ୍ସ୍ଆପ୍ ନମ୍ବର ଲଞ୍ଚ କରିଛନ୍ତି । 9013151515 ନମ୍ବର କରୋନା ପାଇଁ ସରାକାରୀ ହ୍ୱାଟସ୍ଆପ୍ ନମ୍ବର । ଏଥିରେ କେହି ବି କରୋନା ସମ୍ପର୍କୀତ ବିଭିନ୍ନ ତଥ୍ୟ ଜାଣି ପାରିବେ । MyGov Corona Helpdesk ଏହାକୁ ତିଆରି କରାଯାଇଛି । ଏହା…
ଭଲଖବର- ଔଷଧ, କରୋନାରେ ଜାପାନୀ ଆଣ୍ଟି ଫ୍ଲୁ ଡ୍ରଗ କାମ କରୁଥିବା ଦାବି କଲା ଚୀନ୍
ବେଜିଂ - କୋରନା ଭାଇରସ୍ ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରୁଥିବାବେଳେ ଏବେ ଏହାର ସଫଳ ଚିକିତ୍ସା କରାଯାଉଥିବା ଚୀନ୍ ଦାବି କରିଛି । ଜାପାନୀ ଫ୍ଲୁ ମେଡିସିନ୍ ଦ୍ୱାରା ଅନେକ କରୋନା ଆକ୍ରାନ୍ତଙ୍କର ସଫଳ ଚିକିତ୍ସା କରାଯାଇଥିବା ଚୀନ୍ ଦାବି କରିଛି । ଜାପାନୀ ଫ୍ଲି ମେଡିସିନ୍…
କରୋନା ପାଇଁ ବାବା ରାମଦେବଙ୍କ ପରାମର୍ଶ- ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ କରନ୍ତୁ ଏହି କାମ
ଭୁବନେଶ୍ୱର - ଏବେ ସାରା ବିଶ୍ୱରେ କରୋନା ଭାଇରସ୍ ବା କୋଭିଡ୍୧୯ ଆତଙ୍କ ସୃଷ୍ଟି କରିଛି । ରୋଗ ପ୍ରତିରୋଧକ ଶକ୍ତି ନଥିବା, ଓ ବୟସ୍କ ବ୍ୟକ୍ତିଙ୍କୁ ଏହା ବେଶୀ ଆକ୍ରାନ୍ତ କରୁଛି । ହୃଦରୋଗ, ମଧୁମେହ ବା ଡାଇବେଟିସ୍ , ଶ୍ୱାସ ବା ଆସ୍ଥମା ଥିବା ବ୍ୟକ୍ତିଙ୍କ ପାଇଁ ଏହି ବେଶୀ ବିପଦଜନକ ।…
କୋରନା ସତର୍କତା ପାଇଁ ନିହାତି ପଢନ୍ତୁ – ସରକାର ଜାରି କଲେ ଏହି ମାର୍ଗ ଦର୍ଶିକା
ବିଶ୍ୱବ୍ୟାପୀ କାୟା ବିସ୍ତାର କରିଚାଲିଥିବା ମାରାତ୍ମକ କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ଯଥେଷ୍ଟ ପଦକ୍ଷେପ ଗ୍ରହଣ କରିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ପକ୍ଷରୁ ସମସ୍ତ ଦେଶକୁ ପରାମର୍ଶ ଦିଆଯାଇଛି । କରୋନା ଭୂତାଣୁ ସଂକ୍ରମଣରେ ଅଦ୍ୟାବଧି ବିଶ୍ୱର ବିଭିନ୍ନ ଦେଶରେ ପ୍ରାୟ ୩…
ଓଡ଼ିଶାର କାହ୍ନୁଙ୍କ ଇସାରାରେ ନାଚୁଛନ୍ତି ମୟୁର
କଟକ - କଟକ ଜିଲ୍ଲା ନରାଜ ଗାଁର ୨୧ ବର୍ଷର ଯୁବକ କାହ୍ନୁ ବେହେରାଙ୍କୁ ଏବେ ଲୋକେ ପିକକ୍ ମ୍ୟାନ୍ ନାମରେ ଡାକୁଛନ୍ତି । କାହ୍ନୁଙ୍କ ସ୍ୱର ଶୁଣିବା ମାତ୍ରେ ପାହାଡ଼ ଉପରେ ନାଚି ଉଠୁଛନ୍ତି ମୟୂରଦଳ । କାହ୍ନୁ ଓ ମୟୂରଙ୍କ ମଧ୍ୟରେ ଏଭଳି ନିଆରା ସଂପର୍କ ଦେଖିବାକୁ ମିଳିଛି ନରାଜ ମୁଣ୍ଡିଆରେ ।…
ଲିଙ୍ଗରାଜ ମନ୍ଦିର ଚତୁପାର୍ଶ୍ୱ ବିକାଶ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା
ଭୁବନେଶ୍ୱର -- ଲିଙ୍ଗରାଜ ମନ୍ଦିରର ପ୍ରବେଶପଥକୁ ଅଧିକ ଆକର୍ଷଣୀୟ, ବିନ୍ଦୁ ସାଗରର ପୁନରୁଦ୍ଧାର ଏବଂ ମନ୍ଦିର ପାଶ୍ୱର୍ରେ ଅତ୍ୟାଧୁନିକ ପାର୍କିଂ ବ୍ୟବସ୍ଥା କରାଯିବ । ଗତକାଲି ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି…