Sign in
Sign in
Recover your password.
A password will be e-mailed to you.
Browsing Category
ଆଶାର ଆଲୋକ
ଆମେରିକା ଭାରତକୁ ୮-୦ ଗୋଲ୍ରେ ପରାସ୍ତ କରିଛି, ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ୧୭ ବର୍ଷରୁ କମ୍ ଫିଫା ମହିଳା…
ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ୧୭ ବର୍ଷରୁ କମ୍ ଫିଫା ମହିଳା ଫୁଟବଲ୍ ବିଶ୍ୱକପ୍ ପ୍ରତିଯୋଗିତା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍ଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ସୂଚନା ପ୍ରସାରଣ ଓ କ୍ରୀଡା ଏବଂ ଯୁବବ୍ୟାପାର ମନ୍ତ୍ରୀ ଅନୁରାଗ ସିଂ!-->!-->!-->…
ଭସାଣି ଶୋଭାଯାତ୍ରାରେ ଆସୁଥିବା ମେଢ଼ଗୁଡ଼ିକ ପାଇଁ ସ୍ୱତନ୍ତ୍ର ରୁଟ୍ ଚାର୍ଟ ଜାରି
ସାରା ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହ ଦଶହରା ପର୍ବ ଶେଷ ହୋଇଥିବା ବେଳେ ଆଜି ବିଭିନ୍ନ ସ୍ଥାନରେ ଭସାଣ ଉତ୍ସବ ଅନୁଷ୍ଠିତ ହେଉଛି । ଏଥିପାଇଁ ପୁଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କଟକରେ ପ୍ରସିଦ୍ଧ ଭସାଣି ଯାତ୍ରା ପାଇଁ କମିଶନରେଟ୍ ପୋଲିସ୍ପକ୍ଷରୁ!-->…
ଭଦ୍ରକ ଜିଲ୍ଲା ଧାମନଗର ବିଧାନସଭା ଆସନ ଉପନିର୍ବାଚନ ନଭେମ୍ବର ୬ ତାରିଖରେ ଭୋଟ୍ ଗଣତି କରାଯାଇ ଫଳାଫଳ ପ୍ରକାଶ ପାଇବ…
ଭଦ୍ରକ ଜିଲ୍ଲା ଧାମନଗର ବିଧାନସଭା ଆସନ ଉପନିର୍ବାଚନ ପାଇଁ ଆସନ୍ତାକାଲି ନିର୍ବାଚନ କମିଶନଙ୍କ ବିଧିବଦ୍ଧ ବିଜ୍ଞପ୍ତି ସହ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ । ଆସନ୍ତା ୧୪ ତାରିଖ ନାମାଙ୍କନ ଦାଖଲର ଶେଷଦିନ ଭାବେ ଧାର୍ଯ୍ୟ ହୋଇଥିବା ବେଳେ ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ!-->…
ପାରମ୍ପରିକ ସାରରେ ୬ ଗୁଣ ଅଧିକ ଲାଭ କଲେ କାରଗିଲ୍ର ଚାଷୀ
ଲଦାଖରେ କାଗ୍ରିଲ୍ର କୃଷକମାନେ ପାରମ୍ପରିକ ଚାଷ ପରିବର୍ତ୍ତେ ଅର୍ଥକରି ଫସଲର ଚାଷ ଆଡ଼କୁ ଅଗ୍ରସର ହେଉଛନ୍ତି । ଏହା ସେମାନଙ୍କର ସ୍ଥାୟୀ ବିକାଶ ଓ ଅର୍ଥନୈତିକ ଉନ୍ନତି ଦିଗରେ ସହାୟକ ହେଉଛି । ସାମାର୍ ପାସ୍କୁମ୍ର ସବିର୍ ହୁସେନ୍ ଫୟାଜ୍ ୧୨୦୦ ବର୍ଗ ଫୁଟ ଜମିରୁ ୩୦ହଜାରରୁ ଅଧିକ ଅର୍ଥ!-->…
୧୭ ବର୍ଷରୁ କମ୍ ମହିଳା ବିଶ୍ୱକପ୍ ଫୁଟବଲର ଲୋଗୋ ଓ ଟ୍ରଫିକୁ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉନ୍ମୋଚନ କରିଛନ୍ତି
୧୭ ବର୍ଷରୁ କମ୍ ମହିଳା ବିଶ୍ୱକପ୍ ଫୁଟବଲର ଲୋଗୋ ଓ ଟ୍ରଫିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉନ୍ମୋଚନ କରିଛନ୍ତି । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ରେ ଆୟୋଜିତ କିକ୍ ଅଫ୍ ଦି ଡ୍ରିମ୍ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଲୋଗୋ ଓ ଟ୍ରଫି ଉନ୍ମୋଚନ କରିବା ସହ ଫିଫା ପକ୍ଷରୁ!-->…
୨୦୨୨-୨୩ ଶିକ୍ଷାବର୍ଷ ପାଇଁ ଯୁକ୍ତ ୨ରେ ନାମଲେଖା ଆରମ୍ଭ
୨୦୨୨-୨୩ ଶିକ୍ଷାବର୍ଷ ପାଇଁ ଯୁକ୍ତ ୨ରେ ନାମଲେଖା ପାଇଁ କଟ୍ଅଫ୍ ମାର୍କ ତାଲିକା ପ୍ରକାଶ ପାଇଛି । ଆସନ୍ତାକାଲିଠାରୁ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ ହେବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଛାତ୍ରଛାତ୍ରୀମାନେ samsodisha.gov.inକୁ ଯାଇ!-->…
୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…
ପଶ୍ଚିମ ମ୍ୟାଁମାର ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ପୂର୍ବାହ୍ନ ସୁଦ୍ଧା ଏକ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।!-->…
ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ସ୍ଥିତି ଯାଞ୍ଚ୍ କରିବା ପାଇଁ ଭାରତୀୟ
ପ୍ରତ୍ନତତ୍ତ୍ୱ ବିଭାଗ ଏକ ଚିଠି
ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ସ୍ଥିତି ଯାଞ୍ଚ୍ କରିବା ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଏକ ଚିଠି ରାଜ୍ୟ ଆଇନ୍ ବିଭାଗ ଓ ଶ୍ରୀମନ୍ଦିର ପ୍ରଶାସନକୁ ଦେଇଥିବା ନେଇ ସୂଚନା ମିଳିବା ପରେ ଏ ସଂପର୍କରେ ପ୍ରତିକ୍ରିୟା ରଖିଛନ୍ତି ଆଇନ୍ ମନ୍ତ୍ରୀ ଜଗନ୍ନାଥ ସାରକା । ଏହି ଚିଠି ରାଜ୍ୟ!-->…
ରାଜ୍ୟରେ ୨୦୧୭-୧୮ ମସିହାରୁ ଆରମ୍ଭ ମିଲେଟ୍ ମିଶନ୍କୁ ଆଉ ୬
ବର୍ଷ ଅର୍ଥାତ୍ ୨୦୨୬-୨୭ ପର୍ଯ୍ୟନ୍ତ ବୃଦ୍ଧି
ରାଜ୍ୟରେ ୨୦୧୭-୧୮ ମସିହାରୁ ଆରମ୍ଭ ମିଲେଟ୍ ମିଶନ୍କୁ ଆଉ ୬ ବର୍ଷ ଅର୍ଥାତ୍ ୨୦୨୬-୨୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଗତ ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ମିଲେଟ୍ ମିଶନ୍ରେ ୨୮୦୮ କୋଟି ୩୯ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ ।!-->…
ଭାରତୀୟ ମହାକାଶ ଉପଗ୍ରହ ପ୍ରକ୍ଷେପଣ ଯାନ ଏସ୍ଏସ୍ଏଲ୍ଭି ର ପ୍ରଥମ ପ୍ରକ୍ଷେପଣ ସେନ୍ସର ତ୍ରୁଟି ଯୋଗୁଁ କକ୍ଷପଥରେ…
ଭାରତୀୟ ମହାକାଶ ଗବେଷଣା ସଂଗଠନର ଅଧ୍ୟକ୍ଷ ଏସ୍. ସୋମନାଥ କହିଛନ୍ତି ଲଘୁ ଉପଗ୍ରହ ପ୍ରକ୍ଷେପଣ ଯାନ ଏସ୍ଏସ୍ଏଲ୍ଭି ର ପ୍ରଥମ ପ୍ରକ୍ଷେପଣ ସେନ୍ସର ତ୍ରୁଟି ଯୋଗୁଁ କକ୍ଷପଥରେ ସ୍ଥାପନ ଅସଫଳ ହୋଇଛି ।
ଶ୍ରୀହରିକୋଟାର ଲଞ୍ଚପ୍ୟାଡରୁ ପ୍ରକ୍ଷେପଣ କରାଯାଇଥିବା ଏସ୍ଏସ୍ଏଏଲ୍ଭିବି-୧!-->!-->!-->…