ବାଣିଜ୍ୟ ହସ୍ତତନ୍ତ ଉତ୍ପାଦଗୁଡ଼ିକୁ ପ୍ରୋତ୍ସାହିତ କରିବା ଲାଗି କର୍ପୋରେଟ ସେକ୍ଟର ଆଗେଇ ଆସିବା ଉଚିତ: ରାଜ୍ୟପାଳ odishanext Dec 10, 2022 ଭୁବନେଶ୍ୱର: ଶୁକ୍ରବାର ଦିନ କଳା ଭୂମି ଏକ ଭିନ୍ନ ପରିବେଶ ଆହରଣ କରିଥିଲା ଯେଉଁଠାରେ ଏକ ଫେସନ ଶୋ’ରେ ମଡେଲ୍ମାନେ ସ୍ଥାନୀୟ ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ସୁନ୍ଦର ଡିଜାଇନର ପୋଷାକ ପରିଧାନ କରି ର୍ୟାମ୍ପ୍ ୱାକ୍ କରିଥିଲେ । ଦର୍ଶକମାନଙ୍କୁ ତାହା ଏକ ରୋମାଂଚକ ଅନୁଭୂତି ପ୍ରଦାନ!-->…