Browsing Category

ବଜାର

ମାତ୍ର ୫ ଦିନରେ ୫୦୦ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହ କଲା ଓଡ଼ିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ

କଟକ: ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ଆଜି କଟକର ୮ଟି କଲେଜ ଏବଂ ୨ଟି ସ୍କୁଲରେ ପହଁଚି ୭୨ଟି ଆଇଡିଆ ସଂଗ୍ରହ କରିଛନ୍ତି, ଯେଉଁଥିରେ ୮୫୮ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ଉଭୟ ଓଡ଼ିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୩୦ଟି

ଓଡ଼ିଶା ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ଖୋର୍ଦ୍ଧାର ବିଭିନ୍ନ ସ୍କୁଲ୍ ଭ୍ରମଣ କରିବା ସହ ଏହାର ଯାତ୍ରା ଆରମ୍ଭ କରିଛି

ସମୁଦାୟ୧୦ଟି ସ୍କୁଲରୁ ୧୧୧ଟି ଆଇଡ଼ିଆ ସଂଗ୍ରହ ୧୦ଟି ସ୍କୁଲର ୮୭୬ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଏକ ଉଲ୍ଲେଖନୀୟ ପଦକ୍ଷେପ, ଓଡ଼ିଶା ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ଆଜିଠାରୁ ଖୋର୍ଦ୍ଧାର ବିଭିନ୍ନ ସ୍କୁଲ୍ ଭ୍ରମଣ କରିବା ସହ ଏହାର ଯାତ୍ରା ଆରମ୍ଭ କରିଛି ।

ଖୋର୍ଦ୍ଧାରେ ସଫଳତା ପରେ କଟକରେ ପହଂଚିଛି ଓଡ଼ିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଏକ୍ସପ୍ରେସ

କଟକ: ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ପଦକ୍ଷେପ ଓଡ଼ିଶା ଷ୍ଟାର୍ଟଅପ ଯାତ୍ରା ଓ ଏକ୍ସପ୍ରେସ, ଜିଲ୍ଲାସ୍ତରରେ ଷ୍ଟାର୍ଟଅପ ଇକୋସିଷ୍ଟମକୁ ପ୍ରୋତ୍ସାହିତ କରିବା ଲାଗି ଚଳିତ ସେପ୍ଟେମ୍ବର ୧୬ ତାରିଖ ଶନିବାର ଦିନ କଟକ ଜିଲ୍ଲାରେ ପହଂଚିଛି । ଖୋର୍ଦ୍ଧା ଗସ୍ତର ସଫଳତା ପରେ ଏହି କାର୍ଯ୍ୟକ୍ରମ ବର୍ତମାନ

ଶୁକ୍ରବାରଠାରୁ ଆରମ୍ଭ ହେବ ଷ୍ଟାର୍ଟଅପ୍ ଏକ୍ସପ୍ରେସ ୨୦୨୩

ତିନି ଦିନରେ ଷ୍ଟାର୍ଟଅପ୍ ଯାତ୍ରା ୩୯ଟି ଶିକ୍ଷାନୁଷ୍ଠାନରରେ ପହଁଚି, ୩୬୦ଟି ନୂତନ ଷ୍ଟାର୍ଟଅପ୍ ଆଇଡ଼ିଆ ସଂଗ୍ରହ କରିଛିଭୁୁବନେଶ୍ୱର: ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଔଦ୍ୟୋଗିକତାର ଭାବନା ଉଦ୍ରେକ ନିମନ୍ତେ ଷ୍ଟାର୍ଟଅପ୍ ଏକ୍ସପ୍ରେସ ୨୦୨୩ ଶୁକ୍ରବାରଠାରୁ ଆରମ୍ଭ ହୋଇ ଖୋର୍ଦ୍ଧା

ଦ୍ୱିତୀୟ ଦିନରେ ୧୨୭ଟି ନୂତନ ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ କରିଛି ଷ୍ଟାର୍ଟଅପ୍ ଓଡ଼ିଶା

ଦ୍ୱିତୀୟ ଦିନରେ ଯାତ୍ରା ୧୧ଟି ଶିକ୍ଷାନୁଷ୍ଠାନର, ୧୦୦୦ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କ ପାଖରେ ପହଂଚିବା ସହ ୧୨୭ଟି ନୂତନ ଷ୍ଟାର୍ଟଅପ୍ ଆଇଡ଼ିଆ ସଂଗ୍ରହ କରିଛି ଭୁୁବନେଶ୍ୱର: ଷ୍ଟାର୍ଟଅପ୍ ଓଡ଼ିଶା ଯାତ୍ରା ୨୦୨୩ ଏହାର ଆକର୍ଷଣୀୟ ଯାତ୍ରାର ଶୁଭାରମ୍ଭ ଗତକାଲିଠାରୁ ଆରମ୍ଭ ହୋଇଥିବାବେଳେ ଆଜି

ଷ୍ଟାର୍ଟଅପ୍ ଓଡ଼ିଶା ଯାତ୍ରାର ଆକର୍ଷଣୀୟ ଶୁଭାରମ୍ଭ ସହ ବିପୁଳ ପରିମାଣରେ ଉତ୍ସାହୀ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ

ପ୍ରଥମ ଦିନରେ ଯାତ୍ରା ୧୫ଟି ଶିକ୍ଷାନୁଷ୍ଠାନର, ୧୫୦୦ଛାତ୍ରଛାତ୍ରୀଙ୍କ ପାଖରେ ପହଂଚିବା ସହ ୧୦୭ ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ ଭୁୁବନେଶ୍ୱର: ଷ୍ଟାର୍ଟଅପ୍ ଓଡ଼ିଶା ଯାତ୍ରା ୨୦୨୩ ଏହାର ଆକର୍ଷଣୀୟ ଯାତ୍ରାର ଶୁଭାରମ୍ଭ ଆଜିଠାରୁ ଆରମ୍ଭ କରିଛି ଯେଉଁଥିରେ ଭୁବନେଶ୍ୱରର ବହୁ

ଷ୍ଟାର୍ଟଅପ୍ ଓଡିଶାର ଫ୍ଲାଗ୍‌ସିପ୍ ଅଭିଯାନ ଷ୍ଟାର୍ଟଅପ ଯାତ୍ରା ଓ ଷ୍ଟାର୍ଟଅପ ଏକ୍ସପ୍ରେସ ୨୦୨୩ର ଶୁଭାରମ୍ଭ

ଏହା ଉଦ୍ଭାବନକୁ ପ୍ରୋତ୍ସାହିତ କରିବା, ଔଦ୍ୟୋଗିକତାକୁ ବିକଶିତ କରିବା ଏବଂ ଓଡିଶାର ବିଦ୍ୟାଳୟ, କଲେଜ ଛାତ୍ରଛାତ୍ରୀ, ଓ ଉଦ୍ଭାବକମାନଙ୍କଠାରୁ ନୂଆ ବିଚାରଧାରାଗୁଡିକୁ ଏକତ୍ରିତ କରିବାକୁ ଲକ୍ଷ୍ୟ ରଖିଛି । ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦୨୫ ସୁଦ୍ଧା ୫୦୦୦ ଷ୍ଟାର୍ଟଅପ୍

ଗ୍ଲୋବାଲ ମାରିଟାଇମ୍ ଇଣ୍ଡିଆ ସମିଟ୍ ୨୦୨୩

ଦେଶର ସାମୂହିକ ନୌବାଣିଜ୍ୟ ଆକାଂକ୍ଷାକୁ ବୃଦ୍ଧି କରିବା ପାଇଁ ମଂଚ ପ୍ରସ୍ତୁତ କରିଛି ଭୁବନେଶ୍ୱର ରୋଡ୍‌ଶୋ’ ଭୁବନେଶ୍ୱର : ଗ୍ଲୋବାଲ ମାରିଟାଇମ୍ ଇଣ୍ଡିଆ ସମିଟ୍ (ଜିଏମ୍‌ଆଇଏସ୍‌) ୨୦୨୩ର ୩ୟ ସଂସ୍କରଣ ପୂର୍ବରୁ କେନ୍ଦ୍ର ବନ୍ଦର, ନୌପରିବହନ ଓ ଜଳପଥ (ଏମ୍‌ଓପିଏସ୍‌ଡବ୍ଲ୍ୟୁ) ଏବଂ

ଭୁବନେଶ୍ୱରରେ ମର୍ସିଡିଜ୍‌-ବେଞ୍ଜ୍‌ ର ବହୁପ୍ରତିକ୍ଷିତ ଏସ୍‌ୟୁଭି ନୂଆ ଜିଏଲ୍‌ସିର ଶୁଭାରମ୍ଭ

ଭୁବନେଶ୍ୱର : ଭାରତର ସବୁଠାରୁ ଆକର୍ଷଣୀୟ ଲକ୍‌ଜରୀ କାର୍ ନିର୍ମାତା ମର୍ସିଡିଜ୍‌-ବେଞ୍ଜ ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱରରେ ଏହାର ବହୁପ୍ରତିକ୍ଷୀତ ମିଡ୍‌-ସାଇଜ୍ ଲକ୍‌ଜରୀ ଏସ୍‌ୟୁଭି, ନୂଆ ଜିଏଲ୍‌ସିର ୨ୟ ପିଢିର ଉନ୍ମୋଚନ କରାଯାଇଛି । ନୂଆ ଜିଏଲ୍‌ସି ହେଉଛି ମର୍ସିଡିଜ୍‌-ବେଞ୍ଜ ଇଣ୍ଡିଆର

ଭୁବନେଶ୍ୱରରେ ଓକାୟା ଇଭିର ନୂଆ ଡିଲରସିପ୍ ଏଆଣ୍ଡ୍‌ଟି ଅଟୋମୋବାଇଲ୍ସର ଶୁଭାରମ୍ଭ

ଏଠାରେ ହାଇସ୍ପିଡ୍‌, ଲୋ-ସ୍ପିଡ୍ ଇଭି ମଡେଲ୍‌ଗୁଡିକର ରେଞ୍ଜ ଉପଲବ୍ଧ ହେବ ଭୁବନେଶ୍ୱର : ଏକ ପ୍ରତିଷ୍ଠିତ ଇଲେକ୍‌ଟ୍ରିକ୍ ଯାନ ନିର୍ମାତା ଓକାୟା ଇଭି, ଭୁବନେଶ୍ୱରର ଖଣ୍ଡଗିରିଠାରେ ଏହାର ଅତ୍ୟାଧୁନିକ ଡିଲରସିପ୍ ଏଆଣ୍ଡ୍‌ଟି ଅଟୋମୋବାଇଲ୍ସର ଶୁଭାରମ୍ଭ ଘୋଷଣା କରିଛି । ଏହି କାର୍ଯ୍ୟକ୍ରମ