Browsing Category

ବିଶ୍ୱାସ

ପୃଥିବୀ ପରି ମଙ୍ଗଳ ଗ୍ରହରେ ରହିଛି ଏ ସହୁ ଜିନିଷ ଦେଖନ୍ତୁ ଭିଡିଓ

ପୃଥିବୀ ପରି ମଙ୍ଗଳ ଗ୍ରହରେ ରହିଛି ମରୁଭୂମି, ସୌରମଣ୍ଡଳର ସବୁଠାରୁ ବଡ ପର୍ବତ, ଆଗ୍ନେୟଗିରି ଏହା ଅକ୍ଷ ଚାରିପଟେ ଘୂର୍ଣ୍ଣନ ସମୟ ମଧ୍ୟ ପୃଥିବୀ ସହ ସମାନ ଦେଖନ୍ତୁ ଏହି ଭିଡିଓରେ https://youtu.be/skNhWRDaW5k https://youtu.be/skNhWRDaW5k

ହୋନାସା କଂଜ୍ୟୁମର ଲିମିଟେଡ୍ ପକ୍ଷରୁ ସେବି ନିକଟରେ ଡିଆର୍‌ଏଚ୍‌ପି ଦାଖଲ

ଭୁବନେଶ୍ୱର: ଲୋକପ୍ରିୟ ମାମାଆର୍ଥ ବ୍ରାଣ୍ଡ୍‌ର ମାଲିକାନା ରଖିଥିବା ସଂସ୍ଥା ହୋନାସା କଂଜ୍ୟୁମର ଲିମିଟେଡ୍ ପକ୍ଷରୁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ ଡ୍ରାଫ୍‌ଟ ରେଡ୍ ହେରିଂ ପ୍ରୋସ୍‌ପେକ୍ଟସ୍ (ଡିଆର୍‌ଏଚ୍‌ପି) ଦାଖଲ କରାଯାଇଛି । ହୋନାସା କଂଜ୍ୟୁମର ଲିମିଟେଡ୍ ହେଉଛି

Video- ଓଡ଼ିଶାର ଏହିସ୍ଥାନରେ ଥିଲା ତନ୍ତ୍ର ବିଶ୍ୱବିଦ୍ୟାଳୟ ଦେଖନ୍ତୁ ଭିଡିଓ

ପୁରାତନ କାଳରେ ଓଡିଶା ତନ୍ତ୍ର ସାଧନା ପାଇଁ ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଥିଲା ଏଠାରେ ଅନେକ ତନ୍ତ୍ରପୀଠ ରହିଥିଲା । ଓଡିଶାର ଯାଜପୁର ବିରଜା, ପୁରୀ ବିମଳା. ତାରାତାରେଣୀ ପୀଠ ମାଙ୍କର ଶକ୍ତି ପୀଠ । ଏହା ସହ ମା ସମଲେଶ୍ୱରୀ ପାଟଣେଶ୍ୱରୀ, କିଂଚିରେ ମା କିଚେକେଶ୍ୱରୀ , କାକଟପୁର

ଦେଶର ଉତ୍ତର ପୂର୍ବାଞ୍ଚଳ ବ୍ୟତୀତ ଅନ୍ୟାନ୍ୟ
ଅଞ୍ଚଳରେ ଏହା ଆଂଶିକ ଦୃଶ୍ୟମାନ ହେବ

ଭାରତ ଏବଂ ଅନ୍ୟ କେତେକ ଦେଶରେ ଆଜି ସୂର୍ଯ୍ୟ ପରାଗ ଆଂଶିକଦୃଶ୍ୟମାନ ହେବ । ଦେଶର ଉତ୍ତର ପୂର୍ବାଞ୍ଚଳ ବ୍ୟତୀତ ଅନ୍ୟାନ୍ୟଅଞ୍ଚଳରେ ଏହା ଆଂଶିକ ଦୃଶ୍ୟମାନ ହେବ । ଅପରାହ୍ନ ୪ଟା ୨୯ ମିନିଟ୍‍ରୁଏହା ଆରମ୍ଭ ହୋଇ ସନ୍ଧ୍ୟା ୫ଟା ୪୨ ମିନିଟ ପର୍ଯ୍ୟନ୍ତ ଦୃଶ୍ୟମାନ ହେବ ।ତେବେ କେତେକ ଅଞ୍ଚଳରେ

ସମଗ୍ର ରାଜ୍ୟରେ ଗତକାଲି ଆଲୋକର ପର୍ବ ଦୀପାବଳି ଓ ମା’ କାଳୀଙ୍କ
ପୂଜା ଆନନ୍ଦ ଉଲ୍ଲାସର ସହିତ ପାଳନ କରାଯାଇଛି

ସମଗ୍ର ରାଜ୍ୟରେ ଗତକାଲି ଆଲୋକର ପର୍ବ ଦୀପାବଳି ଓ ମା’ କାଳୀଙ୍କପୂଜା ଆନନ୍ଦ ଉଲ୍ଲାସର ସହିତ ପାଳନ କରାଯାଇଛି । ଏହି ଉପଲକ୍ଷେ ବିଭିନ୍ନଶକ୍ତିପୀଠ ସମେତ ମଣ୍ଡପ ଗୁଡ଼ିକରେ ମୃଣ୍ମୟୀ ପ୍ରତିମାଗୁଡ଼ିକୁ ପୂଜାର୍ଚ୍ଚନାକରାଯାଇଛି । ପବିତ୍ର ଦୀପାବଳି ଉପଲକ୍ଷେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ

ସୂର୍ଯ୍ୟୋପରାଗ ପାଇଁ ରାଜ୍ୟ ସରକାର ଆଜି ଛୁଟି ଘୋଷଣା କରିଛନ୍ତି

ଆଜି କେତୁଗ୍ରସ୍ତ ଖଣ୍ଡଗ୍ରାସ ସୂର୍ଯ୍ୟପରାଗ । ଏଥିଲାଗି ଆଜି ଭୋର୍‍ ୪ଟା୫୭ମିନିଟରୁ ପାକତ୍ୟାଗ ଓ ଦେବନୀତି ନିଷେଧ ରହିଛି । ଅପରାହ୍ଣ ୪ଟା୫୬ ମିନିଟ୍‍ ୫୨ ସେକେଣ୍ଡରେ ଗ୍ରହଣ ସ୍ପର୍ଶ ଓ ସଂଧ୍ୟା ୬ଟା ୨୬ ମିନିଟ୍‍୫୨ ସେକେଣ୍ଡରେ ମୋକ୍ଷ ହେବ ବୋଲି ଜଣାପଡିଛି । ସୂର୍ଯ୍ୟୋପରାଗଯୋଗୁଁ

ମଙ୍ଗଳବାରଦିନ କେତୁଗ୍ରସ୍ତ ସୂର୍ଯ୍ୟୋପରାଗ ପଡୁଥିବାରୁ ଶ୍ରୀମନ୍ଦିରରେ ସୋମବାରରେ ଦୀପାବଳି ପାଳନ ଅମାବାସ୍ୟା ନୀତି

ପୁରୀ ଶ୍ରୀମନ୍ଦିରରେ ଆସନ୍ତା କାଲି ଦୀପାବଳି ଅମାବାସ୍ୟା ନୀତି ପାଳନ କରାଯିବ । ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପୟାଶ୍ରାଦ୍ଧ, କାଉଁରିଆ କାଠି ପ୍ରଜ୍ଜ୍ୱଳନ ଏବଂ କାଳୀପୂଜା ଓ ଦୀପଦାନ କରାଯିବ । ମଙ୍ଗଳବାର ଦିନ କେତୁଗ୍ରସ୍ତ ସୂର‌୍ୟ୍ୟୋପରାଗ ପଡୁଥିବାରୁ ଶ୍ରୀମନ୍ଦିରରେ ଆସନ୍ତାକାଲି ଏହି ନୀତି

ଅଯୋଧ୍ୟାଠାରେ କ୍ରମାନ୍ୱୟରେ ଷଷ୍ଠ ଥରଲାଗି ଏହି ଦୀପୋତ୍ସବ ପାଳନ କରାଯାଉଛି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୀପାବଳିର ଅବ୍ୟବହିତ ପୂର୍ବରୁ ସନ୍ଧ୍ୟାରେ ଉତ୍ତରପ୍ରଦେଶର ଅଯୋଧ୍ୟାରେ ଆୟୋଜିତ ହେବାକୁ ଥିବା ପ୍ରସିଦ୍ଧଦୀପୋତ୍ସବରେ ଅଂଶଗ୍ରହଣ କରିବେ । ଅଯୋଧ୍ୟାଠାରେ କ୍ରମାନ୍ୱୟରେ ଷଷ୍ଠ ଥରଲାଗି ଏହି ଦୀପୋତ୍ସବ ପାଳନ କରାଯାଉଛି । ତେବେ ପ୍ରଧାନମନ୍ତ୍ରୀ ପ୍ରଥମଥରଲାଗି

ଶ୍ରୀକ୍ଷେତ୍ର ପୁରୀରେ ଆଜି ପ୍ରସିଦ୍ଧ ଗୋସାଣୀଯାତ ଅନୁଷ୍ଠିତ ହେଉଛି

ଶ୍ରୀକ୍ଷେତ୍ର ପୁରୀରେ ଆଜି ପ୍ରସିଦ୍ଧ ଗୋସାଣୀଯାତ ଅନୁଷ୍ଠିତ ହେଉଛି । ଷୋଳପୂଜା ପରେ ଦଶହରା ପରଦିନ ଏକାଦଶୀ ତିଥିରେ ସିଂହଦ୍ୱାରସମ୍ମୁଖରେ ଦେବୀମାନଙ୍କର ଯେଉଁ ମେଳଣ ହୁଏ ତାହାକୁ ଗୋସାଣୀଯାତ ବୋଲି କୁହାଯାଇଥାଏ । ପୀଠରେ ବିସର୍ଜନ କରାଯିବା ପରେ ମୃଣ୍ମୟୀ ମୂର୍ତ୍ତିମାନଙ୍କୁ ମେଳଣ ଉଦେଶ୍ୟରେ