Browsing Category

ବିଶ୍ୱାସ

ଗରୁଡ ପୁରାଣ ଅନୁସାରେ ଅପରିଷ୍କାର କପଡା ପିନ୍ଧିବା ଦ୍ୱାରା ମା ଲକ୍ଷ୍ମୀ ଅତ୍ୟନ୍ତ….

ଅପରିଷ୍କାର କପଡା ପିନ୍ଧିବା: ଗରୁଡ ପୁରାଣ ଅନୁସାରେ ଅପରିଷ୍କାର କପଡା ପିନ୍ଧିବା ଦ୍ୱାରା ମା ଲକ୍ଷ୍ମୀ ଅତ୍ୟନ୍ତ କ୍ରୋଧିତ ହୋଇଥାନ୍ତି । ଏହି କାରଣରୁ ବ୍ୟକ୍ତି ଉପରେ ମା ଲକ୍ଷ୍ମୀ ସନ୍ତୁଷ୍ଟ ହୋଇ ନଥାନ୍ତି । ଏହି କାରଣରୁ ବ୍ୟକ୍ତି ଦରିଦ୍ରତାର ସମ୍ମଖୀନ ହୋଇଥାଏ । ପରିଷ୍କାର ରହୁ ନଥିବା

ପୁରୀ ପୌରାଞ୍ଚଳବାସୀ ଏଣିକି ଶ୍ରୀମନ୍ଦିର ଭିତରକୁ ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କରିପାରିବେ

ପୁରୀ ପୌରାଞ୍ଚଳବାସୀ ଏଣିକି ଶ୍ରୀମନ୍ଦିର ଭିତରକୁ ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କରିପାରିବେ । ପୂର୍ବରୁ ପୁରୀବାସୀଙ୍କ ସମେତ ଅନ୍ୟ ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଥିଲେ । କୋଭିଡ୍‍ କଟକଣା ମଧ୍ୟରେ ଦୁଇ ଡୋଜ୍‍ ଟିକାର ପ୍ରମାଣପତ୍ର କିମ୍ବା

କାର୍ତ୍ତିକ ସୋମବାର ଅବସରରେ ଧବଳଶ୍ୱରରେ ୧୪୪ ଧାରା

କାର୍ତ୍ତିକ ମାସ ପ୍ରଥମ ସୋମବାରରେ ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ପୀଠରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି । ଆଠଗଡ଼ ଦେବୋତ୍ତର ପ୍ରଶାସନିକ ମୁଖ୍ୟ ତଥା ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି ଗତକାଲିଠାରୁ ଧବଳେଶ୍ୱର ପୀଠ ଚତୁଃପାଶ୍ୱର୍ରେ ୧୪୪

ଭାଗ୍ୟ ପରିବର୍ତ୍ତନ ସହ ଶୀଘ୍ର ଉନ୍ନତି ପାଇଁ ଆପଣାନ୍ତୁ ଏହି ସହଜ ଉପାୟ

ସମସ୍ତଙ୍କ ଭାଗ୍ୟରେ ଶୀଘ୍ର ଉନ୍ନତି ସମ୍ଭବପର ହୋଇ ନ ଥାଏ । କିଛି ଲୋକ ଅଛନ୍ତି ଯେଉଁ ମାନଙ୍କ କାମ ଉନ୍ନତି ଦିଗକୁ ଅଗ୍ରସର ହେବାକୁ ଯାଉଥିବା ବେଳେ ହଠାତ କୌଣସି କାରଣରୁ କାର୍ଯ୍ୟଟି ଅସଫଳ ହୋଇଯାଏ । ଅନେକ ପରିଶ୍ରମ କଲେ ମଧ୍ୟ କାମଟି ସଫଳ ହୋଇ ନଥାଏ । ତେଣୁ ସେମାନେ ନିଜ ଭାଗ୍ୟକୁ ଦୋଷ

ଘରେ ଗଣେଶଙ୍କୁ ପୂଜା କରି କିପରି ଦୂର କରିବେ ବାସ୍ତୁ ଦୋଷ- ମିଳିବ ଧନ ଧାନ୍ୟ ସଫଳତା

ଗଣେଶଙ୍କ କୃପାରୁ ବାସ୍ତୁ ଦୋଷ ଦୂର କରନ୍ତୁଘରେ ଯେକୌଣସି ଶୁଭ କାମ ଆରମ୍ଭ କରିବା ପୂର୍ବରୁ ଭଗବାନ ଗଣେଶଙ୍କୁ ପୂଜା କରାଯାଇଥାଏ । ଗଣେଶଙ୍କୁ ପୂଜା କଲେ ବାସ୍ତୁ ଦୋଷ ହୋଇଥାଏ । ଘରର ମୁଖ୍ୟ ଦ୍ୱାର,ପୂଜା ସ୍ଥାନ,ରୋଷେଇ ଘର ଓ କାର୍ଯ୍ୟାଳୟରେ ଥିବା ବାସ୍ତୁଦୋଷ ଗଣେଶ ମୂର୍ତ୍ତି ରଖିଲେ ନଷ୍ଟ

ଲକ୍ଷ୍ମୀପୂଜା କାର୍ତ୍ତିକ ବ୍ରତ ବଡ଼କୋଠି ପୂଜା ମହାଖଳା ପୂଜା

କାର୍ତ୍ତିକ ବ୍ରତ ପବିତ୍ର କୁମାର ପୂର୍ଣ୍ଣମୀ । ଏହି ଅବରସରେ ପାରମ୍ପରିକ ରୀତିମତେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କର କେତେକ ବିଶେଷ ନୀତି ଅନୁଷ୍ଠିତ ହେଉଛି । ଶ୍ରୀଜଗନ୍ନାଥ ମହାପ୍ରଭୁ ଖେଳରେ ତାଙ୍କ ପତ୍ନୀ ମହାଲକ୍ଷ୍ମୀଙ୍କ ପାଖରେ ହାରିଯିବା ପରେ ୭ ଦିନ ବନ୍ଧା ହୋଇରହିବେ । ସାଧାରଣ ଚଳଣି ଓ

ବୁଧବାରରୁ ପାରମ୍ପରିକ ରୀତି ଅନୁଯାୟୀ ଶ୍ରୀମନ୍ଦିରର ଧିଷ୍ଠାତ୍ରୀ ଦେବୀ ମା’ବିମଳାଙ୍କ ଷୋଡଶ ଦିନାତ୍ମକ ଶାରଦୀୟ…

ବୁଧବାର ପାରମ୍ପରିକ ରୀତି ଅନୁଯାୟୀ ଶ୍ରୀମନ୍ଦିରର ଅଧିଷ୍ଠାତ୍ରୀ ଦେବୀ ମା'ବିମଳାଙ୍କ ଷୋଡଶ ଦିନାତ୍ମକ ଶାରଦୀୟ ପୂଜା ଉତ୍ସବ ଆରମ୍ଭ ହୋଇଛି । ଏଥିଲାଗି ଶ୍ରୀମନ୍ଦିରପ୍ରଶାସନ ପକ୍ଷରୁ ବେଶ୍‍ ତତ୍ପରତା ଦେଖାଦେଇଛି । ବିମଳାଙ୍କ ସମେତ ଦୁର୍ଗାଙ୍କ ଚଳନ୍ତି ପ୍ରତିମାଙ୍କୁ ସହସ୍ର କୁମ୍ଭାଭିଷେକ

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କର ଖଣ୍ଡାବସା ପର୍ବ ସମ୍ପନ୍ନ

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କର ଖଣ୍ଡାବସା ପର୍ବ ଗତ ସନ୍ଧ୍ୟାରେ ସମ୍ପନ୍ନ ହୋଇଛି । କୋଭିଡ କଟକଣା ପାଇଁ ମନ୍ଦିର ପରିସରରେ ୧୪୪ ଧାରା ଜାରି କରାଯାଇଥିଲା । ୬୦ ଜଣ ସେବାୟତ ଏହି ପର୍ବରେ ସାମିଲ ହୋଇଥିଲେ । ଏହି ପର୍ବକୁ କଳାହାଣ୍ଡିର ଦଶହରାର

ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ମନ୍ଦିରର ମୁଖ୍ୟ ପର୍ବ ଶାରଦୀୟ ଦୁର୍ଗୋତ୍ସବ ଆସନ୍ତା ୨୮ ତାରିଖରୁ ଆରମ୍ଭ

ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ମନ୍ଦିରର ମୁଖ୍ୟ ପର୍ବ ଶାରଦୀୟ ଦୁର୍ଗୋତ୍ସବ ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବ । ଏହି ଦିନ ମାଆଙ୍କ ଘଟ ନିମର୍ଜ୍ଜନ ମହାସ୍ନାନ ଓ ଶାରଦୀୟ ପୂଜା ଆରମ୍ଭ ହେବ । ସେହିଭଳି ଆସନ୍ତା ୫ ତାରିଖରେ ମାଆଙ୍କ ରଥଯାତ୍ରା ଅନୁଷ୍ଠିତ ହେବ । ସିଂହଧ୍ୱଜ

ଗୁରୁବାରଠାରୁ ପ୍ରତ୍ୟହ ଶ୍ରୀମନ୍ଦିର ଦ୍ୱାର ଭୋର୍‌ ସାଢେ ୪ଟାରେ ଖୋଲିବାକୁ ନିଷ୍ପତ୍ତି

ଗୁରୁବାର ଠାରୁ ପ୍ରତ୍ୟହ ଶ୍ରୀମନ୍ଦିର ଦ୍ୱାର ପୂର୍ବାହ୍ନ ସାଢେ ୪ଟାରେ ଖୋଲିବାକୁ ନିଷ୍ପତ୍ତି ହୋଇଛି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଗତକାଲି ଅନୁଷ୍ଠିତ ଶ୍ରୀମନ୍ଦିର ନୀତି ସବକମିଟି ବୈଠକରେ ଏହା ସ୍ଥିର ହୋଇଛି । ଶ୍ରୀଜୀଉଙ୍କ ଦୈନନ୍ଦିନ ନୀତି ପରିଚାଳନା ସମ୍ପର୍କରେ ଆଲୋଚନା