Browsing Category

ବିଶ୍ୱାସ

ଶ୍ରବଣା ମକର ନକ୍ଷତ୍ର ଅବସରରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହୋଇଛି

ଶ୍ରବଣା ମକର ନକ୍ଷତ୍ର ଅବସରରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହୋଇଛି । ଏଥିଲାଗି ଶ୍ରୀଜୀଉଙ୍କର କେତେକ ସ୍ୱତନ୍ତ୍ର ନୀତି କରାଯାଉଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଜି ସର୍ବସାଧାରଣଙ୍କ ଲାଗି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ୍‍ ରଖାଯାଇଛି । ଆଗ୍ରହୀ ବ୍ୟକ୍ତିମାନେ

ଗଣେଶ ପୂଜା ଓ ଭସାଣି ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି-ଏତିକି ବଡ କରିପାରିବେ ମୂର୍ତ୍ତୀ, ଭୋଜି ବନ୍ଦ

କଟକ ମହାନଗର ନିଗମ ପକ୍ଷରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖାଯାଇ ଗଣେଶ ପୂଜା ଓ ଭସାଣି ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି କରାଯାଇଛି । ମଣ୍ଡପରେ ପୂଜା କରିବାକୁ ନିଗମ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଥିଲେ ମଧ୍ୟ ସର୍ବସାଧାରଣଙ୍କ ଦର୍ଶନ ଉପରେ କଟକଣା କରାଯାଇଛି । ସେହିପରି

ଆନନ୍ଦ ଓ ଉଲ୍ଲାସ ମଧ୍ୟରେ ପାରମ୍ପରୀକ ରୀତିମତେ ଶ୍ରୀମନ୍ଦିରରେ ନନ୍ଦୋତ୍ସବ ଆରମ୍ଭ ହୋଇଛି ।

ଶ୍ରୀମନ୍ଦିର ପରିସରରେ ଥିବା ଜଗମୋହନଠାରେ ଦୋଳିରେ ଝୁଲୁଥିବା ଶିଶୁପୁତ୍ର ଶ୍ରୀକୃଷ୍ଣଙ୍କୁ ଦର୍ଶନ କରିବାପାଇଁ ପୁରୀରେ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଦେଖାଦେଇଛି । ଗତକାଲି ବିଳମ୍ବିତ ରାତିରେ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହୋଇଯାଇଛି । ଆନନ୍ଦ ଓ ଉଲ୍ଲାସ

ଶ୍ରୀମନ୍ଦିର ଖୋଲିବା ନେଇ ପ୍ରଶାସନ ପକ୍ଷରୁ ମାର୍ଗଦର୍ଶିକା ଜାରି- ୨୩ ତାରିଖରୁ ସର୍ବସାଧାରଣଙ୍କ ଲାଗି ଦର୍ଶନ ଅନୁମତି

ଶ୍ରୀମନ୍ଦିର ଖୋଲିବା ନେଇ ପ୍ରଶାସନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ୧୨ ତାରିଖରୁ ୨ ଦିନ ଲାଗି ସେବକ ପରିବାରକୁ ଦର୍ଶନ ଲାଗି ଅନୁମତି ଦିଆଯାଇଥିବା ବେଳେ ୧୬ରୁ ୨୦ ତାରିଖ ଯାଏଁ ପୁରୀ ୨୩ ତାରିଖରୁ ସର୍ବସାଧାରଣଙ୍କ ଲାଗି ଦର୍ଶନ ଅନୁମତି୨୩ ତାରିଖରୁ ସର୍ବସାଧାରଣଙ୍କ ଲାଗି ଦର୍ଶନ

ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ପାଇଁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି

କୋଭିଡ୍‍ କଟକଣା ସହିତ ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ସମ୍ବଲପୁରର ମା ସମଲେଶ୍ୱରୀ ମନ୍ଦିର ଖୋଲିଛି । କୋଭିଡ୍‍ ନିୟମ ମାନି ଲୋକେ ମାଆଙ୍କୁ ଦର୍ଶନ କରୁଛନ୍ତି । ସହରର ଅନ୍ୟାନ୍ୟ ଧର୍ମାନୁଷ୍ଠାନ ଖୋଲିବା ପାଇଁ ପ୍ରଶାସନ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି । ସେହିପରି ଆସନ୍ତାକାଲିଠାରୁ

ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ନୀତିନିର୍ଘଣ୍ଟ ଚୂଡାନ୍ତ

ପୁରୀ ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି । ସମ୍ପୂର୍ଣ୍ଣ କୋଭିଡ ନିୟମାବଳୀ ମଧ୍ୟରେ ବିନା ଭକ୍ତରେ ଠାକୁରଙ୍କର ସ୍ନାନପୂର୍ଣ୍ଣିମାଠାରୁ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ସମସ୍ତ ନୀତିର ସମୟ ନିର୍ଘଣ୍ଟ ସ୍ଥିର ହୋଇଛି । ଶ୍ରୀମନ୍ଦିର ମୁଖ୍ୟ

ରଜରେ ଖାଲି ପାଦରେ ଚାଲିବା ମନା

ରଜ ହେଉଛି ଓଡିଶାର ଏକ ଗଣ ପର୍ବ । ଏହାକୁ ୪ ଦିନ ଧରି ପାଳନ କରାଯାଏଥାଏ । ବର୍ଷା ଋତୁକୃର ଆରମ୍ଭରେ ରଜ ପର୍ବ ପାଳିତ ହୋଇଥାଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିନ ରଜ ସଂକ୍ରାନ୍ତି, ତୃତୀୟ ଦିନ ଭୂମି ଦହନ, ଚତୁର୍ଥ ଦିନ ହେଉଛି ବସୁମତୀ ସ୍ନାନ । ରଜ ଶବ୍ଦର ଆକ୍ଷରିକ…

ରଜ ଓ ବସୁମତୀ ସ୍ନାନ

ରଜର ଶେଷ ଦିନରେ ବସୁମତୀ ସ୍ନାନ ପାଳନ କରାଯାଏ ଥାଏ । ଏହାହେଛି ଶୁଦ୍ଧ ଓ ପବିତ୍ର ହେବାର ପ୍ରତୀକ । ଏହାର ଅନେକ ପ୍ରକାର ନାମ ରହିଛି । ପରମ୍ପରା ଅନୁସାରେ ସକାଳୁ ଶିଶ ଶିଳପୁଆରେ ଲୁଗା ପିନ୍ଧାଇ ନାରୀ ପରି ସିନ୍ଦୁର କଜଳ ଲଗାଇ ହଳଦୀ ଲଗାଇ ପୂଜା ସହ ପୀଢା ଉପରେ ରଖି ଦୁଗ୍ଧ ସ୍ନାନ…

ଶ୍ରୀମନ୍ଦିରରେ ରଜ ପର୍ବ

ଶ୍ରୀମନ୍ଦିରରେ ରଜ ପର୍ବ ପାଳନ କରାଯାଇଥାଏ । ଏହି ସମୟରେ ଲକ୍ଷ୍ମୀ ଠାକୁରାଣୀଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଏ । ତିନିଦିନର ସ୍ୱତନ୍ତ୍ର ପୂଜା ପରେ ଚତୁର୍ଥଦିନରେ ବସୁମତୀ ସ୍ନାନ ଅବସରରେ ସ୍ୱତନ୍ତ୍ର ସ୍ନାନ କରାଯାଏ ଥାଏ । ଏହାପରେ ବିଭିନ୍ନ ପ୍ରକାର ପିଠା ଓ ମିଠା ଦ୍ରବ୍ୟ ଅର୍ପଣ…

ରଜର ସମ୍ପୂର୍ଣ୍ଣ ପାରମ୍ପରିକ ଗୀତ, ଜାଣନ୍ତୁ କଅଣ

“ ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ, ଆସିଛି ରଜ ଲୋ ଘେନି ନୂଆ ସଜବାଜ ॥ ରଜ ଦୋଳି କଟ କଟ, ମୋ ଭାଇ ମଥାରେ ସୁନା-ମୁକୁଟ, ସୁନା ମୁକୁଟ ଲୋ ଦିଶୁଥାଏ ଝଟମଟ ॥ ” “ ପାନ ଖିଆ ରସିକ ପାଟି, ଖୋଜି ବୁଲୁଥିଲା ରାଜାଙ୍କ ହାତୀ, ଢାଳି ଦେଇଗଲା ଶିରରେ, ରାଜା ହୋଇଗଲେ ରଜରେ ॥…