Sign in
Sign in
Recover your password.
A password will be e-mailed to you.
Browsing Category
ବିଶ୍ୱାସ
ସରସ୍ୱତୀଙ୍କର ଏହି ୧୨ଟି ନାମ ନେଲେ ବିଦ୍ୟାବୁଦ୍ଧି ଲାଭ କରିବେ
୧-ସରସ୍ଵତୀ ୨- ହଂସ ବାହିନୀ ୩- ଶାରଦା ୪-ଭାରତୀ ୫- ଜଗତୀ ୬- ବରଦାୟିନି ୭- ବୁଦ୍ଧିଦାତ୍ରି ୮- ବ୍ରହ୍ମଚାରିଣୀ ୯- ଭୁବନେଶ୍ଵରୀ ୧୦- ଚନ୍ଦ୍ରକାନ୍ତି ୧୧- ବାଗିଶ୍ୱରୀ ୧୨- କୁମୁଦି
‘ବ୍ରହ୍ମବୈବର୍ତ୍ତ ପୁରାଣ’ର ‘ଗଣେଶ ଖଣ୍ଡ’ରେ ସରସ୍ୱତୀଙ୍କ ସଂପର୍କରେ କୁହାଯାଇଛି, ସୃଷ୍ଟି…
‘ବ୍ରହ୍ମବୈବର୍ତ୍ତ ପୁରାଣ’ର ‘ଗଣେଶ ଖଣ୍ଡ’ରେ ସରସ୍ୱତୀ
ଭାରତର କେତେକ ରାଜ୍ୟ ଯଥା ଓଡ଼ିଶା, ବିହାର ଓ ପଶ୍ଚିମ ବଙ୍ଗରେ ସରସ୍ୱତୀଙ୍କୁ ଦୁର୍ଗାଙ୍କର କନ୍ୟାଭାବେ ପୂଜା କରାଯାଏ । ସେଥିପାଇଁ ଦୁର୍ଗାପୂଜାରେ ଦୁର୍ଗାଙ୍କ ସହିତ ସରସ୍ୱତୀ, ଲକ୍ଷ୍ମୀ, ଗଣେଶ ଓ କାର୍ତ୍ତିକେୟଙ୍କର ମୂର୍ତ୍ତିକୁ ମଧ୍ୟ ପୂଜା କରାଯାଇଥାଏ।
ଶ୍ରୀଦୁର୍ଗା…
ଏହି ରଙ୍ଗର ଫୁଲରେ ପୂଜା କଲେ ମିଳେ ସରସ୍ୱତୀଙ୍କ ଆଶୀର୍ବାଦ
ଶ୍ରୀଦୁର୍ଗା ସପ୍ତସତୀରେ ଉଲ୍ଲେଖ ଅଛି, ଆଦ୍ୟା ଶକ୍ତି ଦୁର୍ଗା ତିନି ରୂପରେ ପ୍ରକାଶ ହୋଇ ତିନୋଟି ନବରାତ୍ରୀରେ ପୂଜା ପାଆନ୍ତି । ଆଶ୍ୱିନ ନବରାତ୍ରରେ ଦୁର୍ଗା ପୂଜା ପାଆନ୍ତି। ମା ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିହିତା, ବିଣା ପୁସ୍ତକ ହସ୍ତରେ ହଂସାରୁଢା । ମା' ଙ୍କର ବାହାନ ମୟୁର ବୋଲି କେତେକ…
‘ଶ୍ରୀପଞ୍ଚମୀ’ର ବିଶେଷ୍ୱତ
ଯେଉଁଦିନ ସରସ୍ୱତୀଙ୍କର ଆବିର୍ଭାବ ହୋଇଥିଲା, ସେହିଦିନଟି ଥିଲା ମାଘ ଶୁକ୍ଳ ପଞ୍ଚମୀ । ତାହା ‘ଶ୍ରୀପଞ୍ଚମୀ’ ଭାବରେ ପ୍ରସିଦ୍ଧ । କାରଣ ‘ଶ୍ରୀ’ର ଅର୍ଥ ଲକ୍ଷ୍ମୀ । ପୁଣି ସରସ୍ୱତୀ, ବୁଦ୍ଧି,ଐଶ୍ୱର୍ଯ୍ୟ, ଧର୍ମ ଓ ଅର୍ଥ ଆଦି ପୁରୁଷାର୍ଥ, ଅଣିମା ଓ ଲଘିମା ଆଦି ସିଦ୍ଧି ଏବଂ ସୌନ୍ଦର୍ଯ୍ୟ ଓ…
ସରସ୍ୱତୀ -ବାକ୍ୟର ଦେବୀ ବାଗ୍ଦେବୀ, ବାଣୀ, ଶାରଦା
ସରସ୍ୱତୀ ସ୍ରୋତସ୍ୱତୀ ପରି ପ୍ରବହମାନା, ଜ୍ଞାନର ଅଧିଷ୍ଠାତ୍ରୀ ଦେବୀ । ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍ଦେବୀ, ବାଣୀ, ଶାରଦା । ମା ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ୱତୀ ସମ୍ଭୁତା । ମା ସରସ୍ୱତୀ, ମା ଲକ୍ଷ୍ମୀ ଓ ମା କାଳୀ ତିନୋଟି ସ୍ୱରୂପ ଆଦ୍ୟାଶକ୍ତିଙ୍କର ।
ସରସ୍ୱତୀ ପିତାମହ…
ମା’ ସରସ୍ୱତୀଙ୍କ ବର୍ଣ୍ଣନା
ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶରୂପ । ସେ ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ।
ପଶ୍ଚିମ ଓ ମଧ୍ୟ ଭାରତର ଜୈନ ଧର୍ମାବଲମ୍ବୀ,
ଓ ବୌଦ୍ଧ ଧର୍ମାବଲମ୍ବୀମାନେ…
ନାଗାର୍ଜୁନ ବେଶ ଚଳିତ ବର୍ଷ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ନାଗାର୍ଜୁନ ବେଶ ହେବ ନାହିଁ
ନାଗାର୍ଜୁନ ବେଶ ଚଳିତ ବର୍ଷ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ନାଗାର୍ଜୁନ ବେଶ ହେବ ନାହିଁ । ଗତକାଲି ମୁକ୍ତିମଣ୍ଡପ ପଣ୍ଡିତ ଓ ପଞ୍ଜିକାର ଗଣନାକାରୀମାନେ ଏହି ନିଷ୍ପତ୍ତି ସମ୍ପର୍କରେ ଶ୍ରୀମନ୍ଦିର ପ୍ରଶାସନକୁ ଜଣାଇଛନ୍ତି ।
ଗତବର୍ଷ ଶ୍ରୀଜୀଉଙ୍କର ନାଗାର୍ଜୁନ ବେଶ ସମୟରେ…
ଶ୍ରୀମନ୍ଦିର ପ୍ରସ୍ତାବିତ ବାଇ-ଲ ପ୍ରତ୍ୟାହାର
ପୁରୀ - ବିଭିନ୍ନ ବର୍ଗରୁ ବିରୋଧ ପରେ ଶେଷରେ ଗତକାଲି ଶ୍ରୀମନ୍ଦିର ପ୍ରସ୍ତାବିତ ବାଇ-ଲ ପ୍ରତ୍ୟାହାର କରାଯାଇଛି । ଏ ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି, ଜାତୀୟ ସ୍ମାରକ ପ୍ରାଧିକରଣ ଅଧ୍ୟକ୍ଷଙ୍କ ଅଜାଣତରେ ନୋଟିସ୍…
ଗୁରୁବାର ଠାରୁ ଶ୍ରୀମନ୍ଦିରରେ ଭକ୍ତମାନେ ବିନା କୋଭିଡ ରିପୋର୍ଟରେ ମହାପ୍ରଭୁଙ୍କୁ ଦର୍ଶନ
ଦୀର୍ଘଦିନର ଅପେକ୍ଷା ପରେ ଗୁରୁବାର ଠାରୁ ଶ୍ରୀମନ୍ଦିରରେ ଭକ୍ତମାନେ ବିନା କୋଭିଡ ରିପୋର୍ଟରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ସକାଳ ୭ଟାରୁ ଆରମ୍ଭ ହୋଇଥିବା ଏହି ସର୍ବସାଧାରଣ ଦର୍ଶନ ରାତି ୯ଟା ପର୍ଯ୍ୟନ୍ତ ଚାଲିବ ।
ଦର୍ଶନକୁ ସୁବ୍ୟବସ୍ଥିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ…
ଶୀତରୁ ରକ୍ଷା ପାଇଁ -ମାର୍ଗଶୀର ଶୁକ୍ଳ ଷଷ୍ଠୀ ତିଥି ଅବସରରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ଘୋଡଲାଗି ବେଶ…
ମାର୍ଗଶୀର ଶୁକ୍ଳ ଷଷ୍ଠୀ ତିଥି ଅବସରରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ଘୋଡଲାଗି ବେଶ ଆରମ୍ଭ ହୋଇଛି । ଓଢଣ ବା
ପ୍ରାବରଣ ଷଷ୍ଠୀ ଶ୍ରୀମନ୍ଦିରରେ ଏକ ପ୍ରମୁଖ ପର୍ବଭାବେ ପାଳିତ ହୋଇଆସୁଛି । ସାଧାରଣ ମଣିଷ ଶୀତ ଋତୁରେ ଶୀତବସ୍ତ୍ର ପରିଧାନ କରିବା ଭଳି ସ୍ୱୟଂ ଜଗନ୍ନାଥ ମହାପ୍ରଭୁ ମଧ୍ୟ…