Sign in
Sign in
Recover your password.
A password will be e-mailed to you.
Browsing Category
ମୁଖ୍ୟ ଖବର
ଭୁବନେଶ୍ୱରରେ ସେନେସ ଶୋ ‘ରୁମର ଶୁଭାରମ୍ଭ
ଓଡ଼ିଆ ଅଭିନେତ୍ରୀ ଶୀତଲ ପାତ୍ରଙ୍କ ଯୋଗଦାନ
ଭୁବନେଶ୍ୱର : ଭୁବନେଶ୍ୱରର ଉତ୍କଳ କନିକା ଗାଲେରିଆ ମଲରେ ସେନେସର ନୂଆ ଶୋ\'ରୁମ୍ ଉଦଘାଟିତ ହୋଇଯାଇଛି । ସେନେସ ହେଉଛି ଭାରତର ବିଶ୍ୱସନୀୟ ଗହଣା ବ୍ରାଣ୍ଡ ସେନକୋ ଗୋଲ୍ଡର ଏକ ପଦକ୍ଷେପ ଯାହା ୮୫ ବର୍ଷରୁ ଅଧିକ ସମୟ ଧରି ନିଜର ସମୃଦ୍ଧ!-->!-->!-->!-->!-->!-->!-->…
ପର୍ଯ୍ୟଟନର ବିକାଶକୁ ତ୍ୱରାନ୍ୱିତ କରିବ ଓଡିଶା ଟ୍ରାଭେଲ ବଜାର
ଓଡିଶା ଏକ ଅଗ୍ରଣୀ ପର୍ଯ୍ୟଟନ ଗନ୍ତବ୍ୟସ୍ଥଳୀ ଭାବେ ପ୍ରୋତ୍ସାହିତ କରିବ
ଆସନ୍ତା ଫେବୃଆରୀ ୨୪ରୁ ୨୭ ତାରିଖ ୨୦୨୫ ପର୍ଯ୍ୟନ୍ତ ଆୟୋଜିତ ହେବ
ଭୁବନେଶ୍ୱର, ୨୨ ଫେବୃଆରୀ ୨୦୨୪: ଭାରତୀୟ ବାଣିଜ୍ୟ ଓ ଶିଳ୍ପ ମହାସଂଘ (ଫିକି) ସହ ସହଭାଗିତାରେ ଓଡିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ!-->!-->!-->!-->!-->…
ଚଳିତବର୍ଷ କେନ୍ଦ୍ର ବଜେଟ୍ରୁ ଓଡ଼ିଶା ଲାଭବାନ
ଚଳିତବର୍ଷ କେନ୍ଦ୍ର ବଜେଟ୍ରୁ ଓଡ଼ିଶା ଲାଭବାନ ହେବ ବୋଲି କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଅଗ୍ରଗତି ଓ ଅଭିବୃଦ୍ଧି ପାଇଁ ଯେଉଁଦୂରଦୃଷ୍ଟି ରଖିଛନ୍ତି ତାହା ଏହି ବଜେଟ୍ ମାଧ୍ୟମରେ ପୂରଣ ହୋଇପାରିବ!-->…
ଚଳିତବର୍ଷ ବଜେଟ୍ରେ ରେଳବାଇରେ ଓଡ଼ିଶା ପାଇଁ ୧୦ହଜାର୫୯୯ କୋଟି ଟଙ୍କାର ବ୍ୟୟବରାଦ
ଚଳିତବର୍ଷ ବଜେଟ୍ରେ ରେଳବାଇରେ ଓଡ଼ିଶା ପାଇଁ ୧୦ହଜାର୫୯୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ନୂଆଦିଲ୍ଲୀରେ ଆଭାସୀଜରିଆରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଏହି ସୂଚନା ଦେଇଛନ୍ତି ।
ରାଜ୍ୟରେ ଗତ ୧୦ବର୍ଷରେ ୨ହଜାର ୪୬ କିଲୋମିଟର ନୂଆରେଲୱେ ଟ୍ରାକ୍!-->!-->!-->…
ଡାବର ଚୱନପ୍ରାଶର ଜାତୀୟସ୍ତରୀୟ କ୍ୟାମ୍ପେନ
ଭୁବନେଶ୍ୱର : ଭବିଷ୍ୟତ ପିଢିର ସ୍ୱାସ୍ଥ୍ୟକୁ ସୁରକ୍ଷିତ ରଖିବା ପାଇଁ ନିଜର ପ୍ରତିବଦ୍ଧତାର ଅଂଶ ଭାବେ ଡାବର ଚୱନପ୍ରାଶ ବିଶାଳ ସଚେତନତା ଅଭିଯାନର ଶୁଭାରମ୍ଭ କରିଛି ଯାହା ଦେଶବ୍ୟାପୀ ଅଣସଂରକ୍ଷିତ ଓ ଅବହେଳିତ ଶିଶୁମାନଙ୍କ ସ୍ୱାସ୍ଥ୍ୟକୁ ସୁରକ୍ଷିତ ରଖିବା ପାଇଁ ଲକ୍ଷ୍ୟ ରଖିଛି। ଏହି!-->!-->!-->…
ପରବ-୨୦୨୪ରେ ଆଦିବାସୀ ଐତିହ୍ୟ ପାଳନ କଲା ବେଦାନ୍ତ
ଆଦିବାସୀ କଳା ସଂସ୍କୃତିର ପ୍ରୋତ୍ସାହନ ପାଇଁ ପ୍ରତିଶ୍ରୁତିବଦ୍ଧ
କୋରାପୁଟ, : ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାର ସମୃଦ୍ଧ ସାଂସ୍କୃତିକ ପର୍ବ ‘ପରବ-୨୦୨୪'କୁ ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଗର୍ବର ସହ ସମର୍ଥନ କରିଛି ।
ମୁଖ୍ୟମନ୍ତ୍ରୀ!-->!-->!-->!-->!-->…
ଉନ୍ମୋଚିତ ହେଲା ନୂଆ ଓଡ଼ିଆ ଦୈନିକ ଖବରକାଗଜ ‘ସର୍କାର’
ପ୍ରିଂଟ ସାମ୍ବାଦିକତାରେ ଏକ ଗୁରୁତ୍ୱପୂର୍ଣ୍ଣ ବିକାଶ, ବିଭିନ୍ନ ସମୃଦ୍ଧ ବିଷୟବସ୍ତୁର ପ୍ରତିଶ୍ରୁତି ଦେଉଛି
ଭୁବନେଶ୍ୱର, ୩୦ ଅକ୍ଟୋବର ୨୦୨୪ : ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଉନ୍ନତି ଆଣିବା ପାଇଁ ଆଜି ବିଶିଷ୍ଟ ବ୍ୟକ୍ତିଗଣ, ଗଣମାଧ୍ୟମ ପ୍ରତିନିଧି ଓ!-->!-->!-->!-->!-->!-->!-->…
ଅଲିମ୍ପିକ ବିଜେତା ଓ ବିଶ୍ୱ ଚାମ୍ପିଅନ ନୀରଜ ଚୋପ୍ରାଙ୍କ ଦ୍ୱାରା ଓଡିଶାରେ ଅଣ୍ଡର୍ ଆର୍ମର୍ର ପ୍ରଥମ ଷ୍ଟୋର୍ର…
ଭୁବନେଶ୍ୱର: ଭାରତରେ ଅଣ୍ଡର୍ ଆର୍ମର୍ ପାଇଁ ଏକ୍ସକ୍ଲୁସିଭ ଡିଷ୍ଟ୍ରିବ୍ୟୁଟର ଓ ଲାଇସେନ୍ସିଂ ସଂସ୍ଥା, ଅଣ୍ଡରଡଗ୍ ଆଥ୍ଲେଟିକ୍ସ ପକ୍ଷରୁ ଓଡିଶାରେ ଏହାର ପ୍ରଥମ ଅଣ୍ଡର୍ ଆର୍ମର ବ୍ରାଣ୍ଡ ହାଉସ୍ର ଶୁଭାରମ୍ଭ ଘୋଷଣା କରାଯାଇଛି । ଏହି!-->…
ପାର୍ବଣ ଋତୁ ପାଇଁ ୱଣ୍ଡର୍ଲା ଭୁବନେଶ୍ୱର ପକ୍ଷରୁ ଉତ୍ସାହଜନକ ଅଫର୍ର ଘୋଷଣା
ଭୁବନେଶ୍ୱର : ଭାରତର ସର୍ବବୃହତ ଆମ୍ୟୁଜମେଂଟ୍ ପାର୍କ ଚେନ୍ ୱଣ୍ଡର୍ଲା ହଲିଡେଜ୍ ଆସନ୍ତା ଅକ୍ଟୋବର ୩୧ ତାରିଖ ଯାଏଁ ବୈଧ ଥିବା ପୂଜା ଉପହାର ଅଫର୍ର ଶୁଭାରମ୍ଭ କରିଛି । ଏହି ଅଫର୍ ପାର୍ବଣ ଋତୁ ସମୟରେ ୱଣ୍ଡର୍ଲା ଭୁବନେଶ୍ୱରରେ ପାର୍କ ଟିକେଟ ଉପରେ ସ୍ୱତନ୍ତ୍ର ରିହାତି ପ୍ରଦାନ କରୁଛି।!-->…
ଶିଳ୍ପରେ ଅଧିକ ମହିଳାଙ୍କୁ ନିଯୁକ୍ତି ଦିଆଯାଉ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର, ୧ ସେପ୍େଟମ୍ବର ୨୦୨୪: ରାଜ୍ୟରେ ଶିଳ୍ପ ସଂସ୍ଥା ସ୍ଥାପନ କରୁଥିବା କମ୍ପାନିଗୁଡ଼ିକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଆହ୍ୱାନ ଦେଇ ମହିଳାମାନଙ୍କ ନିଯୁକ୍ତି ଉପରେ ଧ୍ୟାନ ଦେବାକୁ କହିଛନ୍ତି । ଉତ୍କଳ ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ ପକ୍ଷରୁ ଜନତା ମଇଦାନଠାରେ!-->…