Sign in
Sign in
Recover your password.
A password will be e-mailed to you.
Browsing Category
ମୁଖ୍ୟ ଖବର
ପବିତ୍ର ଦୀପାବଳି ପାଳନ ସମୟରେ କୋଭିଡ୍ କଟକଣାକୁ ମାନିବା ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା-ଗତବର୍ଷଭଳି ଏବର୍ଷ…
ପବିତ୍ର ଦୀପାବଳି ପାଳନ ସମୟରେ କୋଭିଡ୍ କଟକଣାକୁ ମାନିବା ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ରହିଛି । ତେବେ ଗତବର୍ଷଭଳି ଏବର୍ଷମଧ୍ୟ ବାଣ ଫୁଟାଯିବ କି ନାହିଁ ସେ ନେଇ ଅନିଶ୍ଚିତତା ଲାଗି ରହିଛି । ମାମଲା ହାଇକୋର୍ଟରେ ବିଚାରାଧିନ ରହିଛି । ଏ ନେଇ ସୋମବାର ସୁଦ୍ଧା ଅଦାଲତରେ!-->!-->!-->…
ପୁରୀ ସହରବାସୀ ଆଜି ଠାରୁ ପଶ୍ଚିମ ଦ୍ୱାରଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବା ଲାଗି ବ୍ୟବସ୍ଥା
ପୁରୀ ସହରବାସୀ ଆଜି ଠାରୁ ପଶ୍ଚିମ ଦ୍ୱାରଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବା ଲାଗି ବ୍ୟବସ୍ଥା ହୋଇଛି । ଏଥିଲାଗି ପ୍ରଶାସନ ପକ୍ଷରୁ ବାରିକେଡ ନିର୍ମିତ ହୋଇଛି । ଦର୍ଶନ କରିସାରିବା ପରେ ଶ୍ରଦ୍ଧାଳୁ ପଶ୍ଚିମ ଏବଂ ଉତ୍ତର ଦ୍ୱାରଦେଇ ପ୍ରସ୍ଥାନ କରିବେ ।
ତେବେ ମନ୍ଦିରକୁ ପ୍ରବେଶ କରିବା!-->!-->!-->…
ଅଲିଭ ରିଡ୍ଲେ କଇଁଛଙ୍କ ଆଗମନକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର…
ଅଲିଭ ରିଡ୍ଲେ କଇଁଛଙ୍କ ଆଗମନକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ନିଷିଦ୍ଧାଞ୍ଚଳରେ ମାଛଧରା ବନ୍ଦ ରଖାଯାଇଛି । ଏହା ଆସନ୍ତାକାଲିଠାରୁ କାର୍ଯ୍ୟକାରୀ ହେବ ।
ରାଜନଗର ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଏହି ବନ୍ଦ!-->!-->!-->…
ରାଜ୍ୟରେ ଦୀପାବଳି ପରେ ଖୋଲିପାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ
ଦୀପାବଳି ପରେ ଖୋଲିପାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ । ରାଜ୍ୟରେ କରୋନା ସଂକ୍ରମଣ କ୍ରମାଗତ ହ୍ରାସ ପାଇବା ସହ ତୃତୀୟ ଲହର ଆଶଙ୍କା କମ୍ ଥିବାରୁ ବିଦ୍ୟାଳୟ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଚାର କରାଯାଉଛି । ଆଜି ଗଣମାଧ୍ୟମକୁ ସୂଚନା ଦେଇ ବିଭାଗୀୟ ମନ୍ତ୍ରୀ ସମୀର!-->…
ସ୍ୱେରେଜ୍ ଲାଇନ୍ ସଫେଇ ବେଳେ ଶ୍ରମିକଙ୍କ ମୃତ୍ୟୁ ଓ ବିପଦସଙ୍କୁଳ ଅବସ୍ଥାରେ କାମ କରୁଥିବା ଶ୍ରମିକଙ୍କ ମୃତ୍ୟୁକୁ ନେଇ…
ସ୍ୱେରେଜ୍ ଲାଇନ୍ ସଫେଇ ବେଳେ ଶ୍ରମିକଙ୍କ ମୃତ୍ୟୁ ଓ ବିପଦସଙ୍କୁଳ ଅବସ୍ଥାରେ କାମ କରୁଥିବା ଶ୍ରମିକଙ୍କ ମୃତ୍ୟୁକୁ ନେଇ ହାଇକୋର୍ଟ ଉଦ୍ବେଗ ପ୍ରକାଶ କରିଛନ୍ତି ।
ଭୁବନେଶ୍ୱରରେ ସ୍ୱେରେଜ୍ କାମ କରୁଥିବାବେଳେ ମୃତ୍ୟୁ ଘଟିଥିବା ଦୁଇ ଶ୍ରମିକଙ୍କ ପରିବାର ଲୋକଙ୍କୁ ଠିକା କମ୍ପାନୀ!-->!-->!-->…
ରାଜ୍ୟରେ ଦୀର୍ଘଦିନ ଧରି ବିଦ୍ୟାଳୟରେ ଖାଲିଥିବା ଶିକ୍ଷକ-ଶିକ୍ଷୟିତ୍ରୀ ପଦ ପୂରଣ ହେବ
ରାଜ୍ୟରେ ଦୀର୍ଘଦିନ ଧରି ବିଦ୍ୟାଳୟରେ ଖାଲିଥିବା ଶିକ୍ଷକ-ଶିକ୍ଷୟିତ୍ରୀ ପଦ ପୂରଣ ହେବ । ଶିକ୍ଷକ ନିଯୁକ୍ତି ପାଇଁ ଚାଲିଥିବା ପରୀକ୍ଷା ଶେଷ ହୋଇଛି । ଶିକ୍ଷକ-ଶିକ୍ଷୟିତ୍ରୀ ନିଯୁକ୍ତ ପାଇଁ ଦୁଇଟି ପର୍ଯ୍ୟାୟରେ ହୋଇଥିବା କମ୍ପ୍ୟୁଟରଭିତ୍ତିକ ପରୀକ୍ଷା ଜରିଆରେ ପ୍ରାୟ ୪୪ ହଜାର ଆଶାୟୀ!-->…
ଏଣିକି ବିଏଡ୍ ପାଠ୍ୟକ୍ରମ ୪ ବର୍ଷିଆ ହେବ
ଏଣିକି ବିଏଡ୍ ପାଠ୍ୟକ୍ରମ ୪ ବର୍ଷିଆ ହେବ । ଇଣ୍ଟିଗ୍ରେଟେଡ୍ ଟିଚର ଏଜୁକେସନ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ବିଏ ବିଏଡ୍, ବିଏସ୍ସି ବିଏଡ୍ ଓ ବିକମ୍ ବିଏଡ୍ ପାଠ୍ୟକ୍ରମରେ ୪ବର୍ଷ ଧରି ଶିକ୍ଷା ପ୍ରଦାନ କରାଯିବ । ଯୁକ୍ତ ୨ ରେ ଉତ୍ତୀର୍ଣ୍ଣ ହେବା ପରେ ଛାତ୍ରଛାତ୍ରୀ!-->…
ନୂତନ ପୁଲିସ ମହାନିର୍ଦ୍ଦେଶକ ନିଯୁକ୍ତି ନିମନ୍ତେ ପ୍ରକ୍ରିୟା ଆରମ୍ଭ
ନୂତନ ପୁଲିସ ମହାନିର୍ଦ୍ଦେଶକ ନିଯୁକ୍ତି ନିମନ୍ତେ ପ୍ରକ୍ରିୟା ଆରମ୍ଭ କରି ଓଡ଼ିଶା ସରକାର କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ୧୪ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କ ନାମ ତାଲିକା ପଠାଇଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପଠାଇଥିବା ଏହି ତାଲିକାକୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ଚୂଡାନ୍ତ ଚୟନ ଲାଗି!-->…
ଦୀପାବଳି ଏବଂ କାଳୀପୂଜାରେ ବାଣ ଫୁଟାଇବା ଦ୍ୱାରା କରୋନା ସଂକ୍ରମଣ ଅଧିକ ବଢ଼ିପାରେ ବୋଲି ଡି.ଏମ୍.ଇ.ଟି. କହିଛନ୍ତି
ଦୀପାବଳି ଏବଂ କାଳୀପୂଜାରେ ବାଣ ଫୁଟାଇବା ଦ୍ୱାରା କରୋନା ସଂକ୍ରମଣ ଅଧିକ ବଢ଼ିପାରେ ବୋଲି ଡି.ଏମ୍.ଇ.ଟି. କହିଛନ୍ତି । ସେ କହିଛନ୍ତି ବର୍ତ୍ତମାନ କରୋନା ସଂକ୍ରମଣ ସହ ଏହା ବୃଦ୍ଧି ପାଇବା ଏକ ଚିନ୍ତାଜନକ ବିଷୟ । ସେଥିପାଇଁ ସେ ସମସ୍ତଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦେଇଛନ୍ତି ।
!-->!-->!-->…
ଓଡ଼ିଶା ସରକାରଙ୍କ ଦ୍ୱାରା ଦାବି କରାଯାଇଥିବା ଅଦାଲତ ଅବମାନନା ପିଟିସନ ଉପରେ ସୁପ୍ରିମକୋର୍ଟ ୩ ସପ୍ତାହ ପରେ ଶୁଣାଣି କରି…
କୋଟିଆରେ ଆନ୍ଧ୍ରପ୍ରଦେଶ ସରକାର ପଞ୍ଚାୟତ ନିର୍ବାଚନ କରାଇବାକୁ ବେଆଇନ ଦର୍ଶାଇ ଓଡ଼ିଶା ସରକାରଙ୍କ ଦ୍ୱାରା ଦାବି କରାଯାଇଥିବାଅଦାଲତ ଅବମାନନା ପିଟିସନ ଉପରେ ସୁପ୍ରିମକୋର୍ଟ ୩ ସପ୍ତାହ ପରେ ଶୁଣାଣି କରି ନିଷ୍ପତ୍ତି ନେବେ । ଶୁଣାଣି ସମୟରେ ସର୍ବୋଚ୍ଚ ଅଦାଲତ ଏହା କହିଛନ୍ତି ।
!-->!-->!-->…