Browsing Category

ମୁଖ୍ୟ ଖବର

କମିଶନରେଟ୍‍ ପୁଲିସ୍‍ ପକ୍ଷରୁ ୨୦ ତାରିଖ ପର୍ଯ୍ୟନ୍ତ ରାତି ୮ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‍ କର୍ଫ୍ୟୁ ଲାଗୁ

ପାରମ୍ପରିକ ପୂଜା ସହ ପୂଜାମଣ୍ଡପଗୁଡ଼ିକରେ ମା’ ଦୁର୍ଗତିନାଶିନୀଙ୍କ ଆବାହନ କରାଯାଇଛି । ମୃଣ୍ମୟ ଦେବୀଙ୍କର ମହାସପ୍ତମୀ ପୂଜା ଅନୁଷ୍ଠିତ ହେବ । ଏଥିପାଇଁ ପୂଜାମଣ୍ଡପଗୁଡ଼ିକ ଚଳଚଞ୍ଚଳ ହୋଇଉଠିଛି । କରୋନା କଟକଣା ମଧ୍ୟରେ ନିରାଡମ୍ବର ଭାବେ ପୂଜାର୍ଚ୍ଚନା କରାଯାଉଛି । ତେବେ

ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅର୍ଥ ଉପକମିଟି ବୈଠକ -୧୯୦ କୋଟି ଟଙ୍କାର ବଜେଟ୍‍ ପ୍ରସ୍ତାବକୁ ଅନୁମୋଦନ

ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅର୍ଥ ଉପକମିଟି ବୈଠକରେ ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ୍‍ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୯୦ କୋଟି ଟଙ୍କାର ବଜେଟ୍‍ ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ଜଣାପଡ଼ିଛି । ପୂର୍ବରୁ ବୈଠକ ନ ବସିବା ଯୋଗୁ ଏହି କାର୍ଯ୍ୟ

ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ତ୍ୱରିତ ଚିକିତ୍ସା ପାଇଁ ଡାକ୍ତରଖାନାରେ ପହଞ୍ଚାଇଲେ ସାହାଯ୍ୟକାରୀଙ୍କୁ ୫ ହଜାର ଟଙ୍କା…

ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ତ୍ୱରିତ ଚିକିତ୍ସା ପାଇଁ ଡାକ୍ତରଖାନାରେ ପହଞ୍ଚାଇଲେ ସାହାଯ୍ୟକାରୀଙ୍କୁ ୫ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ ବୋଲି କେନ୍ଦ୍ର ସରକାର କହିଛନ୍ତି । ଆସନ୍ତା ୧୫ ତାରିଖରୁ ଏହି ବ୍ୟବସ୍ଥା ଲାଗୁ କରିବା ପାଇଁ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରଣାଳୟ

ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇ ଘୂର୍ଣ୍ଣିବଳୟର ରୂପ ନେଇଛି- ଆସନ୍ତା ୧୪…

ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇ ଘୂର୍ଣ୍ଣିବଳୟର ରୂପ ନେଇଛି । ଆସନ୍ତା ୧୪ ତାରିଖ ବେଳକୁ ଏହାର ପ୍ରଭାବ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶରେ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି । ୧୪ ତାରିଖ ପରଠାରୁ ରାଜ୍ୟରେ

ପାର୍ବଣ ଋତୁରେ ଅଧିକ ଅମାନିଆ ହେଲେ ଗିରଫ କରାଯିବାର ଚେତାବନୀ ଦେଇଛନ୍ତି ପୁଲିସ୍‍ କମିଶନର୍‍

ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ କଟକ-ଭୁବନେଶ୍ୱର ଟୁଇନ୍‍ସିଟିରେ କରୋନା କଟକଣା ସ୍ୱରୂପ ଆସନ୍ତା ୧୧ ତାରିଖଠାରୁ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଆସନ୍ତା ୧୧ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ନାଇଟ୍‍ କର୍ଫ୍ୟୁ ଲାଗୁ କରାଯିବ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ

ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇ ଘୂର୍ଣ୍ଣିବଳୟର ରୂପ – ଆସନ୍ତା ୧୪…

ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇ ଘୂର୍ଣ୍ଣିବଳୟର ରୂପ ନେଇଛି । ଆସନ୍ତା ୧୪ ତାରିଖ ବେଳକୁ ଏହାର ପ୍ରଭାବ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶରେ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି । ୧୪ ପରଠାରୁ ରାଜ୍ୟରେ ବର୍ଷା

ପାରଳାଖେମୁଣ୍ଡି ଏସିଏଫ୍‍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା ଉପରୁ ପରଦା ହଟାଇଛି କ୍ରାଇମବ୍ରାଞ୍ଚ

ପାରଳାଖେମୁଣ୍ଡି ଏସିଏଫ୍‍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା ଉପରୁ ପରଦା ହଟାଇଛି କ୍ରାଇମବ୍ରାଞ୍ଚ । ଏହି ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ଶେଷ ହେବା ନେଇ ପ୍ରେସମିଟ୍‍ କରି ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି । ତେବେ କ୍ରାଇମବ୍ରାଞ୍ଚ ଏଡିଜିଙ୍କ ସୂଚନା ମୁତାବକ, ସୌମ୍ୟରଞ୍ଜନଙ୍କ

ରାଜ୍ୟ ସରକାର କର୍ମଚାରୀମାନଙ୍କ ପାଇଁ ଦଶହରା ପୂଜା ଭେଟି ଭାବେ ୧୧ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି

ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କ ପାଇଁ ଦଶହରା ପୂଜା ଭେଟି ଭାବେ ୧୧ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍‍ସନ୍‍ଭୋଗୀଙ୍କ ପାଇଁ ଏହି ମହଙ୍ଗାଭତ୍ତା ଘୋଷଣା କରିଛନ୍ତି । ଏହି ନିଷ୍ପତ୍ତିଦ୍ୱାରା ରାଜ୍ୟର ୪

ଦଶହରା ଏବଂ କୁମାର ପୂର୍ଣ୍ଣିମା ଉପଲକ୍ଷେ ୧୦ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ସରକାରୀ ସ୍କୁଲ୍‍ଗୁଡ଼ିକୁ ଛୁଟି ଘୋଷଣା

ରାଜ୍ୟ ସରକାର ଦଶହରା ଏବଂ କୁମାର ପୂର୍ଣ୍ଣିମା ଉପଲକ୍ଷେ ୧୦ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ସରକାରୀ ସ୍କୁଲ୍‍ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି । ଏହି ସମୟ ମଧ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ୍‍ ରହିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଛୁଟି ପରେ ୨୧ ତାରିଖରୁ ନବମ,

ଶିକ୍ଷକ ନିଯୁକ୍ତିକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଶିକ୍ଷକ ନିଯୁକ୍ତିକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି । ରାଜ୍ୟରେ ଦୀର୍ଘଦିନ ଧରି ବିଦ୍ୟାଳୟମାନଙ୍କରେ ଖାଲି ଥିବା ଶିକ୍ଷକ ଶିକ୍ଷୟିତ୍ରୀ ପଦବୀ ପୂରଣ ହେବ । ଏଥିପାଇଁ ଦୁଇ ଦିନ ଧରି ଚାଲିଥିବା