Sign in
Sign in
Recover your password.
A password will be e-mailed to you.
Browsing Category
ମୁଖ୍ୟ ଖବର
ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଗୁରୁତ୍ୱ ଦେଇ ରାଜଧାନୀ ଏକ୍ସପ୍ରେସ୍ ଭଳି ପୁରୀ-ହାଟିଆ-ପୁରୀ ତପସ୍ୱିନୀ…
ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଗୁରୁତ୍ୱ ଦେଇ ରାଜଧାନୀ ଏକ୍ସପ୍ରେସ୍ ଭଳି ପୁରୀ-ହାଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସ୍କୁ ଲିଙ୍କ୍ ହପ୍ମେନ୍ ବୁଶ - ଏଲ୍.ଏଚ୍.ବି. କୋଚ୍ରେ ପରିଣତ କରିବାପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,!-->…
ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏହା ଘନୀଭୂତ ହୋଇ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା
ପଶ୍ଚିମବଙ୍ଗ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ୩ ଦଶମିକ ୧ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏହା ଘନୀଭୂତ ହୋଇ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା!-->…
ରାଜ୍ୟରେ ଏଣିକି ସବ୍ଇନିସ୍ପେକ୍ଟର ବା ଏସ୍ଆଇ ମାନେ ଫାଣ୍ଡି ଦାୟିତ୍ୱରେ ରହିବେ
ରାଜ୍ୟରେ ଏଣିକି ସବ୍ଇନିସ୍ପେକ୍ଟର ବା ଏସ୍ଆଇ ମାନେ ଫାଣ୍ଡି ଦାୟିତ୍ୱରେ ରହିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । କମିଶନରେଟ୍ ପୁଲିସ୍ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୁଲିସ୍ ଓ ରେଲ୍ୱେ ପୁଲିସ୍ ଦ୍ୱାରା ପରିଚାଳିତ!-->…
ରାଜ୍ୟରେ ଏଣିକି ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ଘରେ ପ୍ରିପେଡ ସ୍ମାର୍ଟ ମିଟର- ଟଙ୍କା ସରିଲେ ଇଲେକ୍ଟ୍ରିକ୍ ବନ୍ଦ
ରାଜ୍ୟରେ ଏଣିକି ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ଘରେ ପ୍ରିପେଡ ସ୍ମାର୍ଟ ମିଟର ଲାଗିବ । ସିମକାର୍ଡ ଜରିଆରେ ଜଣେ ଯେତିକି ଦେୟ ପ୍ରଦାନ କରିବେ, ସେତିକି ବିଦ୍ୟୁତ୍ ବ୍ୟବହାର କରିବେ । ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଶକ୍ତି ବିଭାଗର ଷ୍ଟାଣ୍ଡିଂ କମିଟିର!-->!-->!-->…
ସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ପଶ୍ଚିମବଙ୍ଗ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର,!-->…
ଡାକ୍ତରୀ ଓ ଇଞ୍ଜିନିୟରିଂ ପବେଶିକା ପରୀକ୍ଷା ନିମନ୍ତେ ମାଗଣାରେ କୋଚିଂ-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ…
ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘ଛାତ୍ର ପ୍ରୋତ୍ସାହନ ଯୋଜନା’ର ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ ପ୍ରତ୍ୟେକ ବର୍ଷ ରାଜ୍ୟର ୩୨୦ ଜଣ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କୁ ଡାକ୍ତରୀ ଓ ଇଞ୍ଜିନିୟରିଂ ପବେଶିକା ପରୀକ୍ଷା ନିମନ୍ତେ ମାଗଣାରେ କୋଚିଂ ଦିଆଯିବ!-->…
ଏଣିକି ଭୁବନେଶ୍ୱରରେ ବିବାହ, ବ୍ରତଘର, ଶୁଦ୍ଧିକାର୍ଯ୍ୟ ଆଦି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି
ଏଣିକି ଭୁବନେଶ୍ୱରରେ ବିବାହ, ବ୍ରତଘର, ଶୁଦ୍ଧିକାର୍ଯ୍ୟ ଆଦି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ । ଏନେଇ ବି.ଏମ୍.ସି. ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଛି । ଗାଇଡଲାଇନ ଉଲ୍ଲଂଘନ ହେଲେ ଆୟୋଜକ ଓ ହଲ୍ ମାଲିକ ଦାୟୀ ହେବେ । ଆଗକୁ ଶୀତ ଋତୁ ଆସୁଥିବାରୁ କୋଭିଡ଼!-->…
ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ…
ପୂର୍ବ ବିହାର, ପଶ୍ଚିମବଙ୍ଗ ଏବଂ ସିକ୍କିମ୍ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତା ୨୪ ଘଂଟା!-->!-->!-->…
ଶ୍ରୀମନ୍ଦିରର ୭ଟି ଦ୍ୱାରରେ ଚାଲିଥିବା ରୁପା ଛାଉଣୀ କାମ ଶେଷ
ଶ୍ରୀମନ୍ଦିରର ୭ଟି ଦ୍ୱାରରେ ଚାଲିଥିବା ରୁପା ଛାଉଣୀ କାମ ଶେଷ ହୋଇଛି । ବେହେରଣ ଦ୍ୱାର, ଜୟବିଜୟ ଦ୍ୱାର, ସାତପାହାଚ ଦ୍ୱାର, ଭୋଗ ମଣ୍ଡପ ଦ୍ୱାର, ଲକ୍ଷ୍ମୀ ମନ୍ଦିର, ଆଦି ନୃସିଂହ ମନ୍ଦିର ଓ ବିମଳା ମନ୍ଦିର ଦ୍ୱାର ସବୁକୁ ରୁପା ଛାଉଣୀ କରାଯାଇଛି ।
କେବଳ କଳାହାଟ ଦ୍ୱାର ରୁପା ଛାଉଣୀ!-->!-->!-->…
ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା
ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏଥିପାଇଁ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କନ୍ଧମାଳ, ରାୟଗଡ଼ା,!-->…