Browsing Category

ମୁଖ୍ୟ ଖବର

ଜାଣନ୍ତୁ ଓଡ଼ିଶାରେ କଅଣ ରହିଛି ଅକ୍ଟୋବର କୋଭିଡ୍‌ ଗାଇଡ୍‌ ଲାଇନ୍‌

ରାଜ୍ୟ ସରକାର ଅକ୍ଟୋବର ମାସ ପାଇଁ ନୂଆ କରୋନା ଗାଇଡ୍‍ ଲାଇନ୍‍ ଜାରି କରିଛନ୍ତି । ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦୀପାବଳି ଓ ପାର୍ବଣରେ ବାଣ ବିକ୍ରି ଏବଂ ଫୁଟାଇବା ଉପରେ ନିଷେଧାଦେଶ ଲାଗୁ କରାଯାଇଛି । ଦଶହରା ସମୟରେ ବିଭିନ୍ନ ସ୍ଥାନରେ ରାବଣପୋଡ଼ି ଓ ବିସର୍ଜନ ସମୟରେ ଲୋକମାନେ ଆତସବାଜୀ

ବୁଧବାରରୁ ପାରମ୍ପରିକ ରୀତି ଅନୁଯାୟୀ ଶ୍ରୀମନ୍ଦିରର ଧିଷ୍ଠାତ୍ରୀ ଦେବୀ ମା’ବିମଳାଙ୍କ ଷୋଡଶ ଦିନାତ୍ମକ ଶାରଦୀୟ…

ବୁଧବାର ପାରମ୍ପରିକ ରୀତି ଅନୁଯାୟୀ ଶ୍ରୀମନ୍ଦିରର ଅଧିଷ୍ଠାତ୍ରୀ ଦେବୀ ମା'ବିମଳାଙ୍କ ଷୋଡଶ ଦିନାତ୍ମକ ଶାରଦୀୟ ପୂଜା ଉତ୍ସବ ଆରମ୍ଭ ହୋଇଛି । ଏଥିଲାଗି ଶ୍ରୀମନ୍ଦିରପ୍ରଶାସନ ପକ୍ଷରୁ ବେଶ୍‍ ତତ୍ପରତା ଦେଖାଦେଇଛି । ବିମଳାଙ୍କ ସମେତ ଦୁର୍ଗାଙ୍କ ଚଳନ୍ତି ପ୍ରତିମାଙ୍କୁ ସହସ୍ର କୁମ୍ଭାଭିଷେକ

ରାଜ୍ୟରେ ବିଦ୍ୟାଳୟ ରୂପାନ୍ତରୀକରଣକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଓମ୍ବାଡିସି ପରିଷଦ ପକ୍ଷରୁ ଅର୍ଥ ମଂଜୁର କ

ରାଜ୍ୟରେ ବିଦ୍ୟାଳୟ ରୂପାନ୍ତରୀକରଣକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଓମ୍ବାଡିସି ପରିଷଦ ପକ୍ଷରୁ ଅର୍ଥ ମଂଜୁର କରାଯାଇଛି । ଗତକାଲି ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବିଦ୍ୟାଳୟ ରୂପାନ୍ତରୀକରଣ

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କର ଖଣ୍ଡାବସା ପର୍ବ ସମ୍ପନ୍ନ

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କର ଖଣ୍ଡାବସା ପର୍ବ ଗତ ସନ୍ଧ୍ୟାରେ ସମ୍ପନ୍ନ ହୋଇଛି । କୋଭିଡ କଟକଣା ପାଇଁ ମନ୍ଦିର ପରିସରରେ ୧୪୪ ଧାରା ଜାରି କରାଯାଇଥିଲା । ୬୦ ଜଣ ସେବାୟତ ଏହି ପର୍ବରେ ସାମିଲ ହୋଇଥିଲେ । ଏହି ପର୍ବକୁ କଳାହାଣ୍ଡିର ଦଶହରାର

ପିପିଲି ଉପନିର୍ବାଚନ ପାଇଁ ଆସନ୍ତାକାଲି ମତଦାନ -୨୦୧ଟି ବୁଥ୍‍କୁ ସମ୍ବେଦନଶୀଳ,ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର…

ପିପିଲି ଉପନିର୍ବାଚନ ପାଇଁ ଆସନ୍ତାକାଲି(ଶୁକ୍ରବାର ସେପ୍ଟେମ୍ବର ୩୦ରେ) ମତଦାନ ଅନୁଷ୍ଠିତ ହେବ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା

ଆସନ୍ତା ପହିଲାରୁ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ ଅଫ୍‍ଲାଇନ୍‍ ପରୀକ୍ଷା -ସବୁ ପରୀକ୍ଷା…

ଆସନ୍ତା ପହିଲାରୁ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ ଅଫ୍‍ଲାଇନ୍‍ ପରୀକ୍ଷା ଅନୁଷ୍ଠିତ ହେବ । ବିକଳ୍ପ ମୂଲ୍ୟାୟନ ପଦ୍ଧତିକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀମାନେ ଏହି ପରୀକ୍ଷା ଦେଉଛନ୍ତି । ତେବେ ପରିଷଦ ପକ୍ଷରୁ ପରୀକ୍ଷା ପରିଚାଳନା ସମ୍ବନ୍ଧୀୟ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଂଚଳରେ ଏକ ଲଘୁଚାପ- ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର…

ଭୁବନେଶ୍ୱର - ରାଜ୍ୟର ରାଜଧାନୀ ଭୁବନେଶ୍ୱରେର ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ

ବାଲେଶ୍ୱରର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନମ୍ବର ଲଞ୍ଚ୍‍ ପ୍ୟାଡ୍‍ରୁ ଗତକାଲି ଆକାଶ ପ୍ରାଇମ୍‍ର ସଫଳ…

ବାଲେଶ୍ୱରର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନମ୍ବର ଲଞ୍ଚ୍‍ ପ୍ୟାଡ୍‍ରୁ ଗତକାଲି ଆକାଶ ପ୍ରାଇମ୍‍ର ସଫଳ ପରୀକ୍ଷଣ କରାଯାଇଛି । ଡି.ଆର୍‍.ଡି.ଓ. ଦ୍ୱାରା ସ୍ୱଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଭୂପୃଷ୍ଠରୁ ଆକାଶକୁ ଲକ୍ଷ୍ୟ ଭେଦ କରିପାରୁଥିବା ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ

ମଙ୍ଗଳବାରରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି – ଏହାର ପ୍ରଭାବରେ…

ଭୁବନେଶ୍ୱର - ମଙ୍ଗଳବାରରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ଏହାର ପ୍ରଭାବରେ ଆସନ୍ତା ଗୁରୁବାର ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି

ସାମୁଦ୍ରିକ ବାତ୍ୟା ‘ଗୁଲଆବ୍‍’ କଳିଙ୍ଗପାଟନମ୍‌ରେ କଲା ସ୍ଥଳଭାଗ ସ୍ପର୍ଶ- କୋରାପୁଟ, ରାୟଗଡା ଓ ଗଜପତିରେ ପବନ ସହ…

ସାମୁଦ୍ରିକ ବାତ୍ୟା ‘ଗୁଲଆବ୍‍’ ସ୍ଥଳଭାଗ ସ୍ପର୍ଶ କରିସାରିଛି । ଆନ୍ଧ୍ରପ୍ରଦେଶରେ କଳିଙ୍ଗପାଟନମର ମଧ୍ୟ ଭାଗରେ ଏହା ସ୍ଥଳଭାଗ ସ୍ପର୍ଶ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷାସ୍ଥାନେସ୍ଥାନେ ଅତି ପ୍ରବଳ ବର୍ଷା ହେଉଛି । ପବନର ବେଗ ମଝିରେ ମଝିରେ