Browsing Category

ମୁଖ୍ୟ ଖବର

ବାତ୍ୟା ଆଜି ସନ୍ଧ୍ୟାସୁଦ୍ଧା ବିଶାଖାପାଟଣା, ଗୋପାଳପୁର ଏବଂ କଳିଙ୍ଗପଟ୍ଟନମ୍‍ ଅଞ୍ଚଳ ଦେଇ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ…

ଉତ୍ତର ଓ ତତ୍‍ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ପ୍ରଥମେ ଅବପାତ ଏବଂ ପରେ ଗଭୀର ଅବପାତରେ ପରିଣତ ହୋଇଥିବାବେଳେ ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶାପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବିଶେଷକରି ଗତ ୬

ଦ୍ୱାଦଶତମ ଜୁନିୟର ପୁରୁଷ ହକି ବିଶ୍ୱକପ୍‍ ଭୁବନେଶ୍ୱରଠାରେ ଆୟୋଜିତ ହେବ

ଦ୍ୱାଦଶତମ ଜୁନିୟର ପୁରୁଷ ହକି ବିଶ୍ୱକପ୍‍ ଭୁବନେଶ୍ୱରଠାରେ ଆୟୋଜିତ ହେବ । ଆସନ୍ତା ନଭେମ୍ବର ୨୪ରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ହକି ଇଣ୍ଡିଆ ଓ ରାଜ୍ୟ ସରକାରଙ୍କ ଦ୍ୱାରା ଏହା ଆୟୋଜିତ ହେବ । ଗତକାଲି ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଆୟୋଜିତ ଏକ

ପୂର୍ବତଟ ରେଳବାଇ ପକ୍ଷରୁ ଚଳିତ ମାସ ୩୦ ତାରିଖ ପର୍ଯ୍ୟନ୍ତ କେତେକ ଟ୍ରେନ ଚଳାଚଳ ବାତିଲ୍‌

ପୂର୍ବତଟ ରେଳବାଇ ପକ୍ଷରୁ ଚଳିତ ମାସ ୩୦ ତାରିଖ ପର୍ଯ୍ୟନ୍ତ କେତେକ ଟ୍ରେନ ଚଳାଚଳ ବାତିଲ୍‌ କରିବାକୁ ରେଳବାଇ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ସେହି ଟ୍ରେନଗୁଡିକ ହେଉଛି ପୁରୀ-କଟକ-ପୁରୀ, କଟକ-ଭଦ୍ରକ-କଟକ, କଟକ-ପାରାଦୀପ-କଟକ ଓ କଟକ-ଭଦ୍ରକ-କଟକ ସ୍ୱତନ୍ତ୍ର ଟ୍ରେନ । ଅପରପକ୍ଷରେ

ଆଇଏଏସ୍‌ ପରୀକ୍ଷାଫଳ ପ୍ରକାଶ- ଓଡ଼ିଶାର ଯୁବନି ମହାପାତ୍ର,ଆଶିଷ କୁମାର ଏବଂ ଶୁଭଙ୍କର ବଳ ୧୦୦ ଜଣଙ୍କ ମଧ୍ୟରେ

ଭାରତୀୟ ପ୍ରଶାସନିକ ସେବା ୨୦୨୦ ପରୀକ୍ଷା ଫଳ ଗତକାଲି ପ୍ରକାଶ ପାଇଛି । ଭାରତୀୟ ଲୋକସେବା ଆୟୋଗଙ୍କ ଦ୍ୱାରା ପରିଚାଳିତ ଏହି ପରୀକ୍ଷାରେ ଶୁଭମ କୁମାର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ସେହିପରି ଭୋପାଳର ଜାଗୃତି ଅବସ୍ତି ଦ୍ୱିତୀୟ ଓ ଅଙ୍କିତା ଜୈନ୍‍ ତୃତୀୟ ସ୍ଥାନରେ ରହିଛନ୍ତି ।

ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ମୁହାଁ ବାତ୍ୟା -ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ଅଞ୍ଚଳ ଏବଂ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପୂର୍ବ କେନ୍ଦ୍ରୀୟ ବଙ୍ଗୋପାସାଗର ତଥା ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଅବପାତରେ ପରିଣତ ହୋଇଛି । ଆଜି ସକାଳ ସୁଦ୍ଧା ଏହା

ରାଜ୍ୟ ସରକାର ପଞ୍ଚାୟତ ନିର୍ବାଚନର ଭୋଟ୍‍ ଗଣତି ନିୟମରେ ପରିବର୍ତ୍ତନ କରିଛନ୍ତି -ନୂଆ ନିୟମ ଅନୁସାରେ

ପଞ୍ଚାୟତ ନିର୍ବାଚନ ନିୟମରେ ସଂଶୋଧନ ନେଇ ରାଜ୍ୟପାଳଙ୍କ ଅନୁମୋଦନ ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ସରକାର ପଞ୍ଚାୟତ ନିର୍ବାଚନର ଭୋଟ୍‍ ଗଣତି ନିୟମରେ ପରିବର୍ତ୍ତନ କରିଛନ୍ତି । ନୂଆ ନିୟମ ଅନୁସାରେ ପ୍ରାର୍ଥୀ କିମ୍ବା ତାଙ୍କ ପୁଲିଂ ଏଜେଣ୍ଟଙ୍କ

ପିପିଲି ଉପନିର୍ବାଚନ ପାଇଁ ଗୁରୁବାର ଠାରୁ ପୋଷ୍ଟାଲ ବାଲାଟ୍‍ ପେପରରେ ମତଦାନ ଆରମ୍ଭ

ପିପିଲି ଉପନିର୍ବାଚନ ପାଇଁ ଗୁରୁବାର ଠାରୁ ପୋଷ୍ଟାଲ ବାଲାଟ୍‍ ପେପରରେ ମତଦାନ ଆରମ୍ଭ ହୋଇଛି । ଏ ସମ୍ପର୍କରେ ସୂଚନା ଦେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଗଣମାଧ୍ୟମକୁ କହିଛନ୍ତି, ୮୦ ବର୍ଷରୁ ଉଦ୍ଧ୍ୱର୍ ବୟସର ମତଦାତା, ଦିବ୍ୟାଙ୍ଗ ଓ କୋଭିଡ୍‍ ଆକ୍ରାନ୍ତଙ୍କ ପାଇଁ ଏହି ବ୍ୟବସ୍ଥା କରାଯାଇଛି

ଛାତ୍ରଛାତ୍ରୀମାନେ ଦଶମି ଶ୍ରେଣୀ ଗଣିତ ବିଷୟରେ ଶିକ୍ଷା ଗ୍ରହଣ କରିନଥିଲେ ମଧ୍ୟ ଯୁକ୍ତଦୁଇରେ ବିଜ୍ଞାନ ଓ ବାଣିଜ୍ୟ…

ଛାତ୍ରଛାତ୍ରୀମାନେ ଦଶମି ଶ୍ରେଣୀ ଗଣିତ ବିଷୟରେ ଶିକ୍ଷା ଗ୍ରହଣ କରିନଥିଲେ ମଧ୍ୟ ଯୁକ୍ତଦୁଇରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ପାଠ ପଢ଼ିପାରିବେ ବୋଲି ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଣିକି ଏନେଇ ଆଉ କୌଣସି ପ୍ରକାର ସମସ୍ୟା ହେବ ନାହିଁ । ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ସମସ୍ତ ବୋର୍ଡର

ଡାକ୍ତରଖାନାରେ ନିଯୁକ୍ତି ପାଇଥିବା ଫାର୍ମାସିଷ୍ଟମାନେ ଡାକ୍ତରଙ୍କ ଅନୁପସ୍ଥିତିରେ ରୋଗୀମାନଙ୍କୁ ଔଷଧ ଦେଇପାରିବେ- କେବଳ…

ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତି ପାଇଥିବା ଫାର୍ମାସିଷ୍ଟମାନେ ଡାକ୍ତରଙ୍କ ଅନୁପସ୍ଥିତିରେ ରୋଗୀମାନଙ୍କୁ ଔଷଧ ଦେଇପାରିବେ । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି । ତେବେ କେବଳ ସାଧାରଣ ରୋଗ ପାଇଁ ହିଁ ଫାର୍ମାସିଷ୍ଟମାନେ ଔଷଧ

ବଲାଙ୍ଗିର ଜିଲ୍ଲାରେ ୨୧ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ୍‌ ପ୍ରତିଷ୍ଠା

ବଲାଙ୍ଗିର ଜିଲ୍ଲାରେ ୨୧ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ୍‌ ପ୍ରତିଷ୍ଠା ହେବ ବୋଲି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରକାଶ କରିଛନ୍ତି । ଏହାର ନିର୍ମାଣ କାର୍ଯ୍ୟ ଆସନ୍ତା ଅଢ଼େଇ ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ସେ