Sign in
Sign in
Recover your password.
A password will be e-mailed to you.
Browsing Category
ମୁଖ୍ୟ ଖବର
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ହୋଇ ଲଘୁଚାପରେ ପରିଣତ -୪୦ରୁ ୫୦ କିଲୋମିଟର ବେଗରେ ପବନ…
୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା
ମିଆଁମାର ଉପକୂଳ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆଜି ଏକ ଲଘୁଚାପ ସୃଷ୍ଟି ହେବାର!-->!-->!-->…
ବାଲେଶ୍ୱରର ବସ୍ତାଠାରେ ଜଳକା ନଦୀରେ ବନ୍ୟା ଆସିବାରୁ ଏକତାଳି ଗାଁ ନିକଟରେ ୫୦୦ ମିଟରର ନଦୀବନ୍ଧ ଭାଙ୍ଗିଯାଇଛି
ବାଲେଶ୍ୱରର ବସ୍ତାଠାରେ ଜଳକା ନଦୀରେ ବନ୍ୟା ଆସିବାରୁ ଏକତାଳି ଗାଁ ନିକଟରେ ୫୦୦ ମିଟରର ନଦୀବନ୍ଧ ଭାଙ୍ଗିଯାଇଛି । ଫଳରେ ବସ୍ତା ବ୍ଲକ ପୁଲଥିଟା ବସ୍ତିର ୪୦ଟି ଘରେ ବନ୍ୟାଜଳ ପ୍ରବେଶ କରିବାରୁ ସେମାନଙ୍କୁ ଉଦ୍ଧାର କରାଯାଇ ନିରାପଦ ସ୍ଥାନରେ ରଖାଯିବା ସହ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି ।!-->…
ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲାରେ ୨୩୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିବା ସହିତ ୫୯୭ କୋଟି…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଯାଇ ବହୁ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲାରେ ୨୩୦ କୋଟି!-->…
ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ସୀମାବର୍ତ୍ତୀ ଜିଲ୍ଲା କୋରାପୁଟ ଓ ଜପତିରେ ଗାଁକୁ ନେଇ ସୃଷ୍ଟି ହୋଇଥିବା ବିବାଦର ଆପୋସ…
ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ସୀମାବର୍ତ୍ତୀ ଜିଲ୍ଲା କୋରାପୁଟ ଓ ଗଜପତିରେ ଗାଁକୁ ନେଇ ସୃଷ୍ଟି ହୋଇଥିବା ବିବାଦର ଆପୋସ ସମାଧାନ ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍ ଜଗନ୍ମୋହନ ରେଡ୍ଡୀଙ୍କୁ ଏକ!-->…
ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମ ଲେଖା ଶେଷ
ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମ ଲେଖା ଶେଷ ହୋଇଛି । ରାଜ୍ୟର ୨୦୩୫ଟି କନିଷ୍ଠ ମହାବିଦ୍ୟାଳୟରେ ମୋଟ୍ ପ୍ରାୟ ୩ଲକ୍ଷ ୨୧ ହଜାରରୁ ଅଧିକ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ଆସନ୍ତା ୨୭ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧାତାଲିକା ପ୍ରକାଶ ପାଇବ । ୨୯ରୁ ଅକ୍ଟୋବର ପହିଲା ମଧ୍ୟରେ!-->…
ଜାତିସଂଘ ମହିଳା ଭାରତ ପ୍ରତିନିଧି ସୁସାନ ଫର୍ଗୁସନ୍ଙ୍କ ଓଡ଼ିଶାର ମିଶନ୍ ଶକ୍ତିକୁ ପ୍ରଶଂସା
ଜାତିସଂଘ ମହିଳା ଭାରତ ପ୍ରତିନିଧି ସୁସାନ ଫର୍ଗୁସନ୍ ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ମହିଳା ସଶକ୍ତିକରଣ ସମ୍ପର୍କୀତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମହିଳାଙ୍କ ବୈଷୟିକ ଶିକ୍ଷା ଉପରେ ରାଜ୍ୟ!-->…
ଇଣ୍ଡୋର୍ ଷ୍ଟାଡିୟମ୍ ନିର୍ମାଣ ଏବଂ ପରିବେଶ ସୁରକ୍ଷା ପରିଚାଳନା ଆଦି କ୍ଷେତ୍ର ପାଇଁ ୬୪୦ କୋଟି ୬୫ଲକ୍ଷ ଟଙ୍କାର…
ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ ପାଣ୍ଠିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିକାଶ, ସହରାଞ୍ଚଳରେ ଇଣ୍ଡୋର୍ ଷ୍ଟାଡିୟମ୍ ନିର୍ମାଣ ଏବଂ ପରିବେଶ ସୁରକ୍ଷା ପରିଚାଳନା ଆଦି କ୍ଷେତ୍ର ପାଇଁ ୬୪୦ କୋଟି ୬୫ଲକ୍ଷ ଟଙ୍କାର ପ୍ରକଳ୍ପକୁ ରାଜ୍ୟ ସରକାର ସବୁଜ ସଂକେତ ଦେଇଛନ୍ତି ।
ମୁଖ୍ୟ ଶାସନ ସଚିବ!-->!-->!-->…
ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ମନ୍ଦିରର ମୁଖ୍ୟ ପର୍ବ ଶାରଦୀୟ ଦୁର୍ଗୋତ୍ସବ ଆସନ୍ତା ୨୮ ତାରିଖରୁ ଆରମ୍ଭ
ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ମନ୍ଦିରର ମୁଖ୍ୟ ପର୍ବ ଶାରଦୀୟ ଦୁର୍ଗୋତ୍ସବ ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବ । ଏହି ଦିନ ମାଆଙ୍କ ଘଟ ନିମର୍ଜ୍ଜନ ମହାସ୍ନାନ ଓ ଶାରଦୀୟ ପୂଜା ଆରମ୍ଭ ହେବ ।
ସେହିଭଳି ଆସନ୍ତା ୫ ତାରିଖରେ ମାଆଙ୍କ ରଥଯାତ୍ରା ଅନୁଷ୍ଠିତ ହେବ । ସିଂହଧ୍ୱଜ!-->!-->!-->…
୨୦୨୦-୨୧ ବର୍ଷ ଲାଗି ପ୍ରକାଶିତ ଖାଦ୍ୟ ସୁରକ୍ଷା ସୂଚକାଙ୍କରେ ଓଡ଼ିଶା ଚତୁର୍ଥ ସ୍ଥାନକୁ ଉନ୍ନିତ
ଭାରତର ଖାଦ୍ୟ ସୁରକ୍ଷାମାନକ କର୍ତ୍ତୃପକ୍ଷ (ଏଫ୍.ଏସ୍.ଏସ୍.ଏ.ଆଇ.) ପକ୍ଷରୁ ୨୦୨୦-୨୧ ବର୍ଷ ଲାଗି ପ୍ରକାଶିତ ଖାଦ୍ୟ ସୁରକ୍ଷା ସୂଚକାଙ୍କରେ ଓଡ଼ିଶା ଚତୁର୍ଥ ସ୍ଥାନକୁ ଉନ୍ନିତ ହୋଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖଲାଲ ମାଣ୍ଡବୀୟ ଉନ୍ମୋଚନ କରିଥିବା ରିପୋର୍ଟ ଅନୁଯାୟୀ ଖାଦ୍ୟ!-->…
ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି -୨୬ ତାରିଖରୁ ଉପକୂଳ ଓଡ଼ିଶା ଓ ଏହାର ଆଖପାଖ…
ଗଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆସନ୍ତାକାଲି ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଆଦି!-->…