Sign in
Sign in
Recover your password.
A password will be e-mailed to you.
Browsing Category
ମୁଖ୍ୟ ଖବର
ଆସନ୍ତା ଜୁଲାଇ ମାସ ୩୧ ତାରିଖ ସୁଦ୍ଧା ପ୍ରବାସୀ ଶ୍ରମିକଙ୍କ ସକାଶେ ‘ଗୋଟିଏ ଦେଶ, ଗୋଟିଏ ରାସନ୍ କାର୍ଡ଼’
ଆସନ୍ତା ଜୁଲାଇ ମାସ ୩୧ ତାରିଖ ସୁଦ୍ଧା ପ୍ରବାସୀ ଶ୍ରମିକଙ୍କ ସକାଶେ ‘ଗୋଟିଏ ଦେଶ, ଗୋଟିଏ ରାସନ୍ କାର୍ଡ଼’ ଯୋଜନା କାର୍ଯ୍ୟକାରୀ କରିବାକୁ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସୁପ୍ରିମ୍କୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ଅଶୋକ ଭୂଷଣ ଓ ଜଷ୍ଟିସ୍ ଏମ୍.ଆର୍.!-->!-->!-->!-->!-->…
ସଂକ୍ରମଣ ବୃଦ୍ଧି ପାଉଥିବା ଜିଲ୍ଲା ଗୁଡ଼ିକ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଗତକାଲି ଭିଡ଼ିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଓ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିବା ଅବସରରେ ସଂକ୍ରମଣ ବୃଦ୍ଧି ପାଉଥିବା ଜିଲ୍ଲା ଗୁଡ଼ିକ ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହିସବୁ ଜିଲ୍ଲାଗୁଡ଼ିକରେ କରୋନା କଟକଣା!-->!-->!-->…
ସରକାର କରୋନା କ୍ଷତିଗ୍ରସ୍ତଙ୍କ ପାଇଁ ଆର୍ଥିକ ପ୍ୟାକେଜ୍ ଘୋଷଣା
ସରକାର କରୋନା କ୍ଷତିଗ୍ରସ୍ତଙ୍କ ପାଇଁ ଆର୍ଥିକ ପ୍ୟାକେଜ୍ ଘୋଷଣା କରିଛନ୍ତି । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସ୍ୱାସ୍ଥ୍ୟକ୍ଷେତ୍ର ପାଇଁ ୫୦ ହଜାର କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଥିବାବେଳେ ୧୦ ହଜାର ୭୦୦ ପଞ୍ଜିକୃତ ଟୁରିଷ୍ଟ ଗାଇଡ୍ଙ୍କ ପାଇଁ ମଧ୍ୟ ସହାୟତା ଘୋଷଣା!-->…
ଯଦି କୌଣସି ଛାତ୍ରଛାତ୍ରୀ ସେମାନଙ୍କ ନମ୍ବରକୁ ନେଇ ଅସନ୍ତୁଷ୍ଟ ଥାନ୍ତି, ତେବେ ସେମାନେ ଅଫ୍ଲାଇନ୍ରେ ପରୀକ୍ଷା…
ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ଫଳାଫଳକୁ ନେଇ କିଛି ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ମୂଲ୍ୟାୟନରେ ଅନିୟମିତତା ହୋଇଥିବା ଛାତ୍ରଛାତ୍ରୀମାନେ ଅଭିଯୋଗ କରି ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲି ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ତେବେ ମୂଲ୍ୟାୟନ!-->!-->!-->…
ୟୁଜି ଶେଷବର୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଅନ୍ଲାଇନ୍ରେ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ପରେ ଉତ୍କଳ…
ୟୁଜି ଶେଷବର୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଅନ୍ଲାଇନ୍ରେ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ପରେ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହେଉଛି । ସମ୍ଭାବ୍ୟ ପରୀକ୍ଷା ତାରିଖ ସହ ଫର୍ମପୂରଣ ତାରିଖ ଘୋଷଣା କରାଯାଇଛି । ଏଥିସହ ଆଜିଠାରୁ ବିଶ୍ୱବିଦ୍ୟାଳୟ ଅଧୀନରେ!-->…
ମାଟ୍ରିକ୍ ରେଜଲ୍ଟ୍ ପ୍ରକାଶ ପାଇଛି
ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ - ବି.ଏସ୍.ଇ. ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟର ପରୀକ୍ଷା ଫଳ ପ୍ରକାଶ ପାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, କଟକସ୍ଥିତ ବି.ଏସ୍.ଇ. କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରିବା ସହ!-->…
କରୋନା ମହାମାରୀ ସମୟରେ ପିତାମାତାଙ୍କ ହରାଇ ଅନାଥ ହୋଇଯାଇଥିବା ବେସାହାରା ପିଲାମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ…
ଆଶୀର୍ବାଦ ଯୋଜନା କରୋନା ମହାମାରୀ ସମୟରେ ପିତାମାତାଙ୍କ ହରାଇ ଅନାଥ ହୋଇଯାଇଥିବା ବେସାହାରା ପିଲାମାନଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ନୂଆ ଯୋଜନା ‘ଆଶୀର୍ବାଦ’ର ଶୁଭାରମ୍ଭ କରିଛନ୍ତି । ୨୦୨୦ ମସିହା ଏପ୍ରିଲ୍ ପହିଲା କିମ୍ବା ତା’ପରେ ଉଭୟ ବାପା-ମାଆ ବା ପରିବାରର ମୁଖ୍ୟ!-->…
ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ନୀତିନିର୍ଘଣ୍ଟ ଚୂଡାନ୍ତ
ପୁରୀ ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି । ସମ୍ପୂର୍ଣ୍ଣ କୋଭିଡ ନିୟମାବଳୀ ମଧ୍ୟରେ ବିନା ଭକ୍ତରେ ଠାକୁରଙ୍କର ସ୍ନାନପୂର୍ଣ୍ଣିମାଠାରୁ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ସମସ୍ତ ନୀତିର ସମୟ ନିର୍ଘଣ୍ଟ ସ୍ଥିର ହୋଇଛି । ଶ୍ରୀମନ୍ଦିର ମୁଖ୍ୟ!-->…
ଏଣିକି ପ୍ରତିଦିନ ୩ଲକ୍ଷ ଟିକାକରଣ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ
କେନ୍ଦ୍ର ସରକାରଙ୍କ ନୂତନ ଜାତୀୟ ଟିକାକରଣ ନୀତି ଅନୁଯାୟୀ ଆଜିଠାରୁ ସମଗ୍ର ରାଜ୍ୟରେ ଟିକାକରଣ କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରାଯିବ । ଏଣିକି ପ୍ରତିଦିନ ୩ଲକ୍ଷ ଟିକାକରଣ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଏଣିକି ଟିକାକରଣ ଅଭିଯାନର ସମ୍ପୂର୍ଣ୍ଣ ଦାୟିତ୍ୱ କେନ୍ଦ୍ର!-->!-->!-->…
ଯୁକ୍ତ ଦୁଇ ପରୀକ୍ଷା ଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ । ଏନେଇ ପରିଷଦ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା ଓ ଦୂର ନିରନ୍ତର ଶିକ୍ଷା ପାଠ୍ୟକ୍ରମର!-->…