Sign in
Sign in
Recover your password.
A password will be e-mailed to you.
Browsing Category
ମୁଖ୍ୟ ଖବର
ରିଲାଏନ୍ସ ଡିଜିଟାଲ୍ ଓ ମାଇଁ ଜିଓ ଷ୍ଟୋରରେ ଉପଲବ୍ଧ ହେବ ନୂଆ ସାମସଙ୍ଗ ଗାଲାକ୍ସି ଏଫ୍ ୬୨
ଫେବୃୟାରୀ ୨୦, ୨୦୨୧ : ରିଲାଏନ୍ସ ଡିଜିଟାଲ୍ ଓ ମାଇଁ ଜିଓ ଷ୍ଟୋର ନୂଆ ସାମସଙ୍ଗ ଗାଲାକ୍ସି ଏଫ୬୨ ର ଶୁଭାରମ୍ଭ କରିବା ପାଇଁ ଅଫଲାଇନ୍ ସହଭାଗୀତା ସ୍ଥାପନ କରିଛନ୍ତି । ଏହା ୨୨ ଫେବୃୟାରୀରୁ ଆରମ୍ଭ କରାଯାଉଛି ଏବଂ ଗ୍ରାହକମାନେ ଏହି ନୂତନ ସାମସଙ୍ଗ ସ୍ମାର୍ଟ ଫୋନକୁ ରିଲାଏନ୍ସ…
ଆଷ୍ଟ୍ରାଜେନେକାର ଡାପାଗ୍ଲିିଫ୍ଲୋକ୍ସିନ୍କୁ ଭାରତରେ କିଡ୍ନି ରୋଗ ପାଇଁ ମଞ୍ଜୁରି ପ୍ରଦାନ
ଭୁବନେଶ୍ୱର: ବିଜ୍ଞାନ ଦ୍ୱାରା ପରିଚାଳିତ ଭାରତର ଅଗ୍ରଣୀ ବାୟୋଫାର୍ମାସ୍ୟୁଟିକାଲ୍ କଂପାନି ଆଷ୍ଟ୍ରାଜେନେକା ଇଣ୍ଡିଆ ପକ୍ଷରୁ ଆଜି ଘୋଷଣା କରାଯାଇଛି ଯେ ଏହା ଆଂଟି ଡାଇବେଟିକ୍ ଔଷଧ ଡାପାଗ୍ଲାଫ୍ଲୋକ୍ସିନ୍କୁ ଭାରତରେ ସ୍ଥାୟୀ କିଡ୍ନି ରୋଗ ତୃତୀୟ ସ୍ତର ପର୍ଯ୍ୟନ୍ତ ବ୍ୟବହାର କରିବା ଲାଗି…
ଯୁକ୍ତଦୁଇ-ଫର୍ମ ପୂରଣ ୬ ତାରିଖରୁ
ଯୁକ୍ତଦୁଇ-ଫର୍ମ ପୂରଣ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷା ପାଇଁ ଆସନ୍ତା ୬ ତାରିଖରୁ ଫର୍ମ ପୂରଣ ଆରମ୍ଭ ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏ ନେଇ ଗତକାଲି ବିଜ୍ଞପ୍ତି ପ୍ରକାଶ ପାଇଛି । ଏକ୍ସ୍ରେଗୁଲାର ଛାତ୍ରଛାତ୍ରୀ ୧୨…
ପ୍ରଦୂଷଣ କରୁଥିବା ୨୯ ଶିଳ୍ପ ସଂସ୍ଥାକୁ ବନ୍ଦ କରିବା ପାଇଁ ନିର୍ଦେଶ
ରାଜ୍ୟରେ ଚିହ୍ନଟ ହୋଇଥିବା ପ୍ରଦୂଷଣକାରୀ ଶିଳ୍ପ ସଂସ୍ଥାଗୁଡ଼ିକ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ରାଜ୍ୟ ପ୍ରଦୂଷଣ ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି । ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗତକାଲି ଏ…
୧୮ ତାରିଖରୁ ଓଡ଼ିଶା ବଜେଟ
ଷୋଡଶ ବିଧାନସଭାର ବଜେଟ୍ ଅଧିବେଶନ ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ । ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଥିବା ଏହି
ବିଧାନସଭା ଅଧିବେଶନରେ ମୋଟ ୩୧ଟି କାର୍ଯ୍ୟଦିବସ ରହିଛି । ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚଳିତମାସ ୧୮ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଦ୍ୱିତୀୟ…
ରାତିରେ ରାଜପଥରେ ଏଲ୍.ଇ.ଡି. ଲାଇଟ୍ ଜଳିବା ଲାଗି ରାଜ୍ୟ ସଡ଼କ ସୁରକ୍ଷା ପାଣ୍ଠି
ଏଲ୍ଇଡି ଲାଇଟ୍
ରାତିରେ ରାଜପଥରେ ଏଲ୍.ଇ.ଡି. ଲାଇଟ୍ ଜଳିବା ଲାଗି ରାଜ୍ୟ ସଡ଼କ ସୁରକ୍ଷା ପାଣ୍ଠି ପରିଚାଳନା କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।
ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏ ସଂକ୍ରାନ୍ତ ପ୍ରସ୍ତାବ ମଞ୍ଜୁରୀ ଲାଭ କରିଛି ।…
ପୁରୀ ଶ୍ରୀମନ୍ଦିର ପ୍ରଶାସନ ସେବାୟତକୁ ମାଗଣାରେ କୋଭିଡ୍ ଟିକା ପ୍ରଦାନ କରିବା ପାଇଁ ସ୍ୱାସ୍ଥ୍ୟବିଭାଗକୁ ଅନୁରୋଧ
ପୁରୀ ଶ୍ରୀମନ୍ଦିର ପ୍ରଶାସନ ସେବାୟତକୁ ମାଗଣାରେ କୋଭିଡ୍ ଟିକା ପ୍ରଦାନ କରିବା ପାଇଁ ସ୍ୱାସ୍ଥ୍ୟବିଭାଗକୁ ଅନୁରୋଧ କରିଛି । ପ୍ରଶାସନ ଏ ସମ୍ପର୍କରେ ଏକ ପତ୍ରଲେଖି ସେବାୟତ ଓ ତାଙ୍କ ପରିବାରକୁ ଟିକା ପ୍ରଦାନ କରିବା ପାଇଁ ସ୍ୱାସ୍ଥ୍ୟବିଭାଗକୁ ଜଣାଇଛି ।
ବିନା କୋଭିଡ ରିପୋର୍ଟରେ ହଜାର…
କୋଣାର୍କ ଅଞ୍ଚଳରେ ଭିତ୍ତିଭୂମି ବିକାଶକୁ ଆନ୍ତର୍ଜାତୀୟ ମାନର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…
କୋଣାର୍କ ଅଞ୍ଚଳରେ ଭିତ୍ତିଭୂମି ବିକାଶକୁ ଆନ୍ତର୍ଜାତୀୟ ମାନର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ
କୋଣାର୍କ ଅଞ୍ଚଳରେ ଭିତ୍ତିଭୂମି ବିକାଶକୁ ଆନ୍ତର୍ଜାତୀୟ ମାନର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ପୂର୍ତ୍ତ ବିଭାଗ…
ଜେଇଇ ମେନ୍ ଦେଉଥିବା ଛାତ୍ରଛାତ୍ରୀଙ୍କ ଲାଗି ଦ୍ୱାଦଶ ଶ୍ରେଣୀରେ ୭୫ପ୍ରତିଶତରୁ ଅଧିକ ନମ୍ବର କୋହଳ କରାଯାଇଛି
ଏନ୍.ଆଇ.ଟି. ଆଇ.ଆଇ.ଟି., ଏସ୍.ପି.ଏ. ଏବଂ ଅନ୍ୟ ସି.ଏଫ୍.ଟି.ଆଇ. ଗୁଡ଼ିକରେ ନାମ ଲେଖା ପାଇଁ ଯୁଗ୍ମ ପ୍ରବେଶିକା ପରୀକ୍ଷା ଜେଇଇ ମେନ୍ ଦେଉଥିବା ଛାତ୍ରଛାତ୍ରୀଙ୍କ ଲାଗି ଦ୍ୱାଦଶ ଶ୍ରେଣୀରେ ୭୫ପ୍ରତିଶତରୁ ଅଧିକ ନମ୍ବର ରଖିବାର ଯୋଗ୍ୟତା ମାନଦଣ୍ଡକୁ ପରବର୍ତ୍ତୀ ୨୦୨୧-୨୦୨୨ ଶିକ୍ଷା ବର୍ଷ…
ଘରୋଇ ଅନୁଦାନ ପ୍ରାପ୍ତ ଓ ଅଣଅନୁଦାନ ପ୍ରାପ୍ତ ସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ସ୍କୁଲ ଫି’ କୋହଳ
ଫି’ କୋହଳ ଘରୋଇ ଅନୁଦାନ ପ୍ରାପ୍ତ ଓ ଅଣଅନୁଦାନ ପ୍ରାପ୍ତ ସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ସ୍କୁଲ ଫି’ କୋହଳ କରିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ହାଇକୋର୍ଟରେ ଦାଖଲ ହୋଇଥିବା ରିପୋର୍ଟ ଆଧାରରେ ୭ଟି ସ୍ଲାବ୍ରେ ଫି’ କୋହଳ କରାଯିବ ।…