Browsing Category

ଦେଶ-ବିଦେଶ

ରାଜ୍ୟରେ କ୍ୟାନ୍ସର ଚିକିତ୍ସା କ୍ଷେତ୍ରରେ ଅନ୍ୟ ଏକ ମାଇଲ୍‌ ଖୁଣ୍ଟ ଭାବେ
ଗଢ଼ିଉଠୁଥିବା ବାଗଚୀ-ଶଙ୍କର କ୍ୟାନ୍ସର୍‌

ରାଜ୍ୟରେ କ୍ୟାନ୍ସର ଚିକିତ୍ସା କ୍ଷେତ୍ରରେ ଅନ୍ୟ ଏକ ମାଇଲ୍‌ ଖୁଣ୍ଟ ଭାବେ ଗଢ଼ିଉଠୁଥିବା ବାଗଚୀ-ଶଙ୍କର କ୍ୟାନ୍ସର୍‌ ହସ୍ପିଟାଲ୍‌ ଓ ଗବେଷଣା କେନ୍ଦ୍ରରନିର୍ମାଣ କାର୍ଯ୍ୟ ସମ୍ପର୍କରେ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ଓଡ଼ିଶା କୌଶଳ ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ତଥା

ତାତିଲାଣି ଟିଟିଲାଗଡ଼ – ରାଜ୍ୟର ସର୍ବାଧିକ ତାପମାତ୍ର ରେକର୍ଡ

ରାଜ୍ୟର ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ଠାରେ ୩୭ଦଶମିକ୍‍ ୨ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ରା ୧୫ଦଶମିକ୍‍ ୫ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ ହୋଇଛି । ରାଜ୍ୟର ୫ଟି ସହର ଏବେ ଉତ୍ତପ୍ତ ସହର ପାଲଟିଛି । ଟିଟିଲାଗଡ଼ ପରେ ବଲାଙ୍ଗୀରରେ ମଧ୍ୟସର୍ବାଧିକ

ଛାତ୍ରଛାତ୍ରୀଙ୍କ ପାଠପଢ଼ାରେ ଯେପରି ବ୍ୟାଘାତ ନ ହେବ ସେଥିପାଇଁ ଭାରତର ମେଡିକାଲ୍‍ କଲେଜରେ ସୁବିଧା ସୃଷ୍ଟି କରିବାକୁ-…

ୟୁକ୍ରେନ୍‍ ଓ ରୁଷ୍‍ ଯୁଦ୍ଧ ପରିସ୍ଥିତି ମଧ୍ୟରେ ଗତକାଲି ୭୭ ଜଣ ଓଡ଼ିଆ ଛାତ୍ରଛାତ୍ରୀ ୟୁକ୍ରେନ୍‍ରୁ ଭୁବନେଶ୍ୱରକୁ ଫେରିଛନ୍ତି । ଛାତ୍ରଛାତ୍ରୀମାନେ ପ୍ରଥମେବିମାନ ଯୋଗେ ଦିଲ୍ଲୀ ପହଞ୍ଚିଥିଲେ । ଏହାପରେ ଭୁବନେଶ୍ୱରରେ ପହଞ୍ଚିଥିଲେ । ରାଜ୍ୟ ସରକାରଙ୍କ ଦ୍ୱାରା ଯୋଗାଇ ଦିଆଯାଇଥିବା ଏକ

ବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କର ୧୦୬ତମ ଜୟନ୍ତୀ ରାଜ୍ୟରେ ନିରାଡ଼ମ୍ବର ଭାବରେ ପାଳନ

ମହାନ ଜନନାୟକ, ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କର ୧୦୬ତମ ଜୟନ୍ତୀ ରାଜ୍ୟରେ ନିରାଡ଼ମ୍ବର ଭାବରେପାଳନ କରାଯାଇଛି । ବିଜୁ ପଟ୍ଟନାୟକ ୧୯୧୬ ମସିହା ମାର୍ଚ୍ଚ ୫ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ । ସେ ଏକ ଧାରାରେ ସ୍ୱାଧୀନତା ସଂଗ୍ରାମୀ, ଦୁଃସାହସୀ

ରାଜ୍ୟରେ ମାର୍ଚ୍ଚରୁ ମେ ମଧ୍ୟରେ ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଭାଗ
ପକ୍ଷରୁ ମାସିକିଆ ଆକଳନ ବିବରଣୀ ପ୍ରକାଶ

ରାଜ୍ୟରେ ମାର୍ଚ୍ଚରୁ ମେ ମଧ୍ୟରେ ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଭାଗ ପକ୍ଷରୁ ମାସିକିଆ ଆକଳନ ବିବରଣୀ ପ୍ରକାଶ ପାଇଛି । ଏଥିରେ କୁହାଯାଇଛି, ମାର୍ଚ୍ଚରୁ ମେ ମଧ୍ୟରେ ଓଡ଼ିଶାରେ ସ୍ୱାଭାବିକଠାରୁ କମ୍‍ ତାପମାତ୍ରା ରହିବ । ବିଶେଷକରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର,

ରାଜ୍ୟରେ ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ

ରାଜ୍ୟରେ ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ । ରାଜ୍ୟ ନିର୍ବାଚନ କମିଶନର୍‍ ଆଦିତ୍ୟ ପ୍ରସାଦ ପାଢ଼ୀ ଆଜି ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ନିର୍ବାଚନ ତାରିଖ ଘୋଷଣା ସହିତ ଆଜିଠାରୁ ରାଜ୍ୟରେ ଆଦର୍ଶ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି । ତେବେ

ରାଜ୍ୟରେ ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ
ସାମାନ୍ୟରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା

ରାଜ୍ୟରେ ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର-ପଶ୍ଚିମ ଭାଗରେ ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି

ଆସନ୍ତା ପୌର ନିର୍ବାଚନ ଇଲେକ୍ଟ୍ରୋନିକ୍‍ ଭୋଟିଂ ମେସିନ୍‍ ମାଧ୍ୟମରେ ମତଦାନ

ଆସନ୍ତା ପୌର ନିର୍ବାଚନ ପାଇଁ ଇଲେକ୍ଟ୍ରୋନିକ୍‍ ଭୋଟିଂ ମେସିନ୍‍ ବା ଇ.ଭି.ଏମ୍‍. ମାଧ୍ୟମରେ ମତଦାନ କରାଯିବ । ଏ ନେଇ ସମସ୍ତ ପ୍ରସ୍ତୁତିପର୍ବ ଚୂଡ଼ାନ୍ତ ହୋଇଛି । ରାଜ୍ୟ ନିର୍ବାଚନ କମିଶନର୍‍ ଆଦିତ୍ୟ ପ୍ରସାଦ ପାଢ଼ୀ କହିଛନ୍ତି ଯେ ଇତିମଧ୍ୟରେ ସମସ୍ତ ଜିଲ୍ଲାକୁ ଇ.ଭି.ଏମ୍‍. ମେସିନ୍‍

୨୮ ତାରିଖରୁ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀମାନେ ସ୍କୁଲ ଆସିବେ

ଆସନ୍ତା ଫେବୃଆରୀ ୨୮ ତାରିଖରୁ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀମାନେ ସ୍କୁଲ ଆସିବେ । ପୂର୍ବରୁ ୧୪ ତାରିଖରୁ ପିଲାମାନେ ସ୍କୁଲ ଆସିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା । ତେବେ ସାନି ନିଷ୍ପତ୍ତି ଅନୁସାରେ ୧୪ରୁ ସ୍କୁଲ ଖୋଲିବ, ହେଲେ ପିଲାମାନେ ଆସିବେ

ପୌର ନିର୍ବାଚନରେ ପ୍ରାର୍ଥୀମାନେ ସତ୍ୟପାଠ ଦାଖଲ କରିବା ବାଧ୍ୟତାମୂଳକ

ପୌର ନିର୍ବାଚନରେ ପ୍ରାର୍ଥୀମାନେ ସତ୍ୟପାଠ ଦାଖଲ କରିବା ବାଧ୍ୟତାମୂଳକ କରାଯାଇଛି । ସତ୍ୟପାଠରେ ଶିକ୍ଷାଗତ ଯୋଗ୍ୟତା, ସମ୍ପତ୍ତି ତାଲିକା, କୌଣସି ଅପରାଧିକ ମାମଲା ଥିଲେ ସେ ସମ୍ପର୍କରେ ସବିଶେଷ ତଥ୍ୟ ରହିବ । ଯଦି ସତ୍ୟପାଠରେ ଭୁଲ୍‍ ସୂଚନା ଦିଆଯାଇଥିବ ତେବେ ପ୍ରାର୍ଥୀପତ୍ର ନାକଚ କରାଯିବ